ବରଗଡ଼ ଜିଲ୍ଲା ଓଏଏସ ସଙ୍ଘର ସାମୁହିକ ଛୁଟି…

ବରଗଡ଼୦୧/୦୭(ନବୀନ କୁମାର ଦାଶ):ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଅମା ନୁଷିକ ଆକ୍ରମଣକୁ ଦୃଢ଼ନିନ୍ଦା କରି ବରଗଡ ଜିଲ୍ଲାରେ କାର୍ଯ୍ୟ ରତ ୪୨ ଜଣ ଓଏଏସ ଅଧି କାରୀ ଏବଂ ୨୨ ଜଣ ଓଆର ଏସ ଅଧିକାରୀଙ୍କୁ ମିଶାଇ ସମୁ ଦାୟ ୬୫ ଜଣ ଅଧିକାରୀ ଆଜି ଠାରୁ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସାମୁହିକ ଛୁଟିରେ ରହିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଆବେଦନ ପତ୍ର ପ୍ରଦାନ କରିଛନ୍ତି।

ଏହି ଅବସର ରେ ଜିଲ୍ଲାର ସମସ୍ତ ବରିଷ୍ଠ ଓଏଏସ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ତହସିଲଦାର ଉପସ୍ଥିତ ଥିଲେ

ସେୟାର କରନ୍ତୁ

Next Post

ସିଦ୍ଧ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ମୂର୍ଚ୍ଛନା'ର ଭଜନ ମଞ୍ଚ....

Tue Jul 1 , 2025
କେନ୍ଦ୍ରାପଡ଼ା(ନି.ପ୍ର): ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ସଙ୍ଗୀତ ମୂର୍ଚ୍ଛନା ତରଫରୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ଜିଲ୍ଲା ପ୍ରଶାସନ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ମୂର୍ଚ୍ଛନା ଭଜନ ମଞ୍ଚ ର କଳାକାର ମାନେ ଚିତା କର୍ଶକ ଭଜନ ପରିବେଷଣ କରିଥିଲେ। ପ୍ରାରମ୍ଭରେ ମୂର୍ଚ୍ଛନା ଅନୁଷ୍ଠାନ ର ପ୍ରତିଷ୍ଠାତା ଓ ସଙ୍ଗୀତ ନିର୍ଦ୍ଦେଶକ ବସନ୍ତ କୁମାର ଦାସ ସମସ୍ତ କଳାକାର ମାନଙ୍କ […]

You May Like

Pin It on Pinterest