
ପ୍ରାୟ ୧୫ ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି’
-‘ବିଶେଷକରି ଦକ୍ଷିଣାଞ୍ଚଳ ଓ ଉପକୂଳ ଜିଲ୍ଲାରେ ପ୍ରଭାବ ପଡ଼ିପାରେ’
-‘ଯଦି ବି ବାତ୍ୟା ଦିଗ ପରିବର୍ତ୍ତନ କରେ ତାହେଲେ ବି ପ୍ରସ୍ତୁତ’
-‘ଜଳସମ୍ପଦ, ପଞ୍ଚାୟତିରାଜ, କୃଷି, ଶକ୍ତି ବିଭାଗକୁ ସଜାଗ କରିଛୁ’
-‘ଅତୀତର ଅନୁଭୂତିକୁ ଦେଖି ସବୁ ପଦକ୍ଷେପ ନେଇଛୁ’
-‘ଯଦି କେହି ପାଣିରେ ରୁହନ୍ତି, ରନ୍ଧା ଖାଦ୍ୟ ଯୋଗାଇବୁ’



