ଜିରୋ କାଜୁଆଲିଟି ଲକ୍ଷ୍ୟ ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ବର(ନି.ପ୍ର): ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି‘ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛିଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇ ସାରିଛି,
‘ବିଶେଷକରି ୮ଟି ଜିଲ୍ଲା ଆଜି ଓ କାଲି ପ୍ରଭାବିତ ହେବ
ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି,
୩୦ ହଜାର ୫୯୪ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି
ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ,
୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ୍‌ ନିଆଯାଇଛି
ଆଉ ୮୨୨ ଗର୍ଭବତୀଙ୍କୁ ମଧ୍ୟ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରହିଛି
ଦକ୍ଷଣି ଓଡ଼ିଶା ଜିଲ୍ଲାର ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି

ସେୟାର କରନ୍ତୁ

Next Post

ବାତ୍ୟା ‘ମୋନ୍ଥା’ର ପ୍ରଭାବ, ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଜାରି

Tue Oct 28 , 2025
ବାସ୍ତବ ବ୍ୟୁରୋ: ‘ମୋନ୍ଥା’ ବଳ ଗୋଟାଇ ସ୍ଥଳଭାଗର ନିକଟତର ହେଉଥିବା ବେଳେ ଏହାର ପ୍ରଭାବ ଗତକାଲିଠାରୁ ଓଡ଼ିଶାରେ ପଡ଼ିସାରିଲାଣି। ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ବାତ୍ୟା ‘ମୋନ୍ଥା’ର ଅବସ୍ଥିତି ଓ ଏହାର ପ୍ରଭାବ ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇ କହିଛନ୍ତି, ଭୀଷଣ ବାତ୍ୟାର ରୂପ ନେଇ ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି। ଗୋପାଳପୁର ଠାରୁ […]

You May Like

Pin It on Pinterest