ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମା ମାଧବୀ ରାଜେ ସିନ୍ଧିଆଙ୍କୁ କରୋନା…

ବାସ୍ତବ ବ୍ୟୁରୋ-ସୂଚନା ଅନୁଯାୟୀ,ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ତାଙ୍କ ମାତା ମାଧବୀ ରାଜ ସିନ୍ଧିଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଉଭୟଙ୍କୁ ଗଳାରେ ଯନ୍ତ୍ରଣା ଓ ଜ୍ୱର ହେବାରୁ ତାଙ୍କର କରୋନା ପରୀକ୍ଷଣ କରାଯାଇଥିଲା, ତାଙ୍କ ପରୀକ୍ଷଣ ରିପୋର୍ଟ ପଜେଟିଭ ଆସିଥିବା ଜଣାପଡିଛି । ତାଙ୍କୁ ଦିଲ୍ଲୀ ସ୍ଥିତ ସାକେତ ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ତେବେ ଜ୍ୟୋତିରାଦିତ୍ୟ ଓ ତାଙ୍କ ମା ଙ୍କ ସ୍ୱାସ୍ଥ୍ୟବସ୍ଥା ବର୍ତ୍ତମାନ ସ୍ଥିର ଥିବା ଜଣାପଡିଛି । ଜ୍ୟୋତିରାଦିତ୍ୟ ଏବଂ ତାଙ୍କ ମାଆ କରୋନା ପଜେଟିଭ ଚିହ୍ନଟ ହେବା ପରେ ପରିବାର ବାକି ସଦସ୍ୟଙ୍କ କରୋନା ଯାଞ୍ଚ କରାଯାଉଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଭିଜିବ ଓଡ଼ିଶା...ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

Tue Jun 9 , 2020
ବାସ୍ତବ ବ୍ୟୁରୋ: ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ଅନୁଯାୟୀ,ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତା ବୁଧବାର ଅପରାହ୍ଣ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, […]

You May Like

Pin It on Pinterest