ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବେ ରାଜ୍ୟ ସରକାର

ବାସ୍ତବ ବ୍ୟୁରୋ-ଆଜି ସଂଧ୍ୟାରେ ଭିଡ଼ିଓ କନ୍ଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ସୁପ୍ରିମକୋର୍ଟ ରଥଯାତ୍ରା ବନ୍ଦ କରିବାକୁ ନିର୍ଦେଶ ଦେଇଥିବା ସମ୍ପର୍କରେ ବୈଠକରେ ଆଲୋଚନା ହେବା ପରେ ସୁପ୍ରିମକୋର୍ଟଙ୍କ ନିର୍ଦେଶ ପାଳନ କରବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ବୈଠକରେ କ୍ୟାବିନେଟ୍ ମନ୍ତ୍ରୀମାନଙ୍କ ସହ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ; ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଆଡ଼ଭୋକେଟ୍ ଜେନେରାଲ ଅଶୋକ ପରିଜା ପ୍ରମୁଖ ଉପସ୍ଥିତ ଥିଲେ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Fri Jun 19 , 2020
୧-ଆଜି ରାଜ୍ୟରେ ୧୭ଟି ଜିଲ୍ଲାରୁ ୧୬୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୬୭୭କୁ ବୃଦ୍ଧି । ୩,୧୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୧୯ ରହିଛି । ଅପରପକ୍ଷରେ ୧୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨-୪୫୨ ବର୍ଷରେ ୩୨ଥର ବନ୍ଦ ହୋଇଛି ରଥଯାତ୍ରା । ୩-୨୧ରେ ବଳୟ ସୂର୍ଯ୍ୟ ପରାଗ, ଓଡ଼ିଶାରେ ଦୃଶ୍ୟ […]

You May Like

Pin It on Pinterest