ଆଜିର ଖାସ୍ ଖବର

ଭଦ୍ରକ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପହଁଞ୍ଚିଲେ ଏନଡିଆରଏଫ ୟୁନିଟ୍

ପୁରୀ ‘ବ୍ଲୁ ଫ୍ଲାଗ୍‌ ବିଚ୍‌’:ଅନ୍ତର୍ଜାତୀୟ ବେଳାଭୂମିର ଅନୁଭବ ନେବେ ପର୍ଯ୍ୟଟକ

ହୀରାକୁଦ ଉପର ମୁଣ୍ଡରେ ଅପେକ୍ଷାକୃତ କମ୍‌ ବର୍ଷା,ହୀରାକୁଦରେ ୧୦ ଗେଟ୍‌ ଖୋଲା

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ୧୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ।

ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି, ବିପଦ ସଂକେତ ଟପିଲା ଜଳକା ନଦୀ

ଲଗାଣ ବର୍ଷା ଯୋଗୁଁ କଟକର ବାଙ୍କୀ, ବଡ଼ମ୍ବା ସମେତ ସାଲେପୁର, ମାହାଙ୍ଗା, ନିଶ୍ଚିନ୍ତକୋଇଲି, କେନ୍ଦ୍ରାପଡା ଓ ଜଗତସିଂହପୁରରୁ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହେବା ସହ ହଜାର ହଜାର ହେକ୍ଟର ଚାଷ ଜମି ପାଣିରେ ବୁଡି ରହିଛି ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଆସନ୍ତା ମାସରେ ଜେଇଇ(ମେନ୍‌) ଓ ନିଟ୍‌ ପରୀକ୍ଷା ଅନୁଷ୍ଠିତ ହେବ,ସ୍ପଷ୍ଟ କଲା ଜାତୀୟ ପରୀକ୍ଷା ସଂସ୍ଥା(ଏନ୍‌ଟିଏ) ।

ଦେଶର ଜାତୀୟ ରାଜପଥଗୁଡିକରେ ଥିବା ଟୋଲ ଫି’ ପ୍ଲାଜାରେ କେନ୍ଦ୍ରସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ଗାଡି ଚାଳକମାନଙ୍କ ପାଇଁ ରିହାତି ଫାଷ୍ଟଟ୍ୟାଗ୍‌ ବ୍ୟବହାର ବାଧ୍ୟତାମୂଳକ

ଆସନ୍ତା ମାସରେ ରୁଷିଆ ଦ୍ବାରା ଆୟୋଜିତ ହେବାକୁ ‘କାଉକାଜ୍‌-୨୦୨୦’ ନାମକ ଏକ ବହୁଦେଶୀୟ ସମରାଭ୍ୟାସରେ ଚୀନୀ ଓ ପାକିସ୍ତାନୀ ସୈନିକଙ୍କ ସହ ଯୋଗଦେବ ଭାରତର ୨୦୦ ସାମରିକ ଅଧିକାରୀ ଓ ସୈନିକ

ଇସ୍ରାଏଲରୁ ୨ଟି ଫାଲକନ ଆୱାକ୍ସ ଏୟାରବସ କିଣିବ ଭାରତ

ଭାରତ ହିଁ ଶ୍ରୀଲଙ୍କାର ପ୍ରଥମ ଗୁରୁତ୍ୱ ରହିବ : ଶ୍ରୀଲଙ୍କାର ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷେ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Fri Aug 28 , 2020
 ଶ୍ରୀମନ୍ଦିର ତିନି ଦ୍ବାରରେ ଲାଗିବ ରୁପା ଚାଦର । ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ଅନ୍ତିମ ବର୍ଷର ପରୀକ୍ଷା ଆୟୋଜିତ କରିବା ନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରିଥିବା ଆବେଦନ ଉପରେ ଆଜି ସୁପ୍ରିମ କୋର୍ଟଙ୍କ ଶୁଣାଣି  । ହୀରାକୁଦ ଡ୍ୟାମ୍‌ରୁ ୨୪ଟି ଗେଟ ଖୋଲିବା ପରେ ଫୁଲୁଛି ମହାନଦୀ । ଆଜିଠୁ ଭୁବନେଶ୍ୱରରେ ୨ୟ ପର୍ଯ୍ୟାୟ ସେରୋ ସର୍ଭେ, ବିଏମ୍‌ସିର ୨୫ଟି ୱାର୍ଡରୁ ସଂଗ୍ରହ […]

You May Like

Pin It on Pinterest