୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଲାଗିରହିବ…

Photo: social media

ବାସ୍ତବବ୍ୟୁରୋ:ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁଯାଇ ।୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଲାଗିରହିବ ।ଆଜି ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ଅଧିକ ବେଗରେ ପବନ ବହିବା ସହ ଘଟଘଡ଼ି, ବିଜୁଳିଓ ବର୍ଷା ହେବାର ସମ୍ଭାବନା ଅଛି ।

୧୧ ତାରିଖ ଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ରେ ଏବଂ ୧୨ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳ ଓ ମୟୂରଭଞ୍ଜରେ ଝଡ଼ବର୍ଷା ହୋଇପାରେ । ଏଥିଯୋଗୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ତାପମାତ୍ରା ୨ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ଘଟିବ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ସ୍ଥିତି ଲାଗି ରହିବ |

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଭିଜିଲାନ୍ସ ପଞ୍ଝାରେ ମୁଖ୍ୟ ବନ ସଂରକ୍ଷକ(କେନ୍ଦୁପତ୍ର) କଟକସ୍ଥିତ କାର୍ଯ୍ୟାଳୟର ବରିଷ୍ଠ କିରାଣି ଦିଲ୍ଲୀପ କୁମାର ଜେନା...

Sat Apr 10 , 2021
ବାସ୍ତବବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ମୁଖ୍ୟ ବନ ସଂରକ୍ଷକ(କେନ୍ଦୁପତ୍ର) କଟକସ୍ଥିତ କାର୍ଯ୍ୟାଳୟର ବରିଷ୍ଠ କିରାଣି ଦିଲ୍ଲୀପ କୁମାର ଜେନା। ଭିଜିଲାନ୍ସ ଅତିରିକ୍ତ ଏସପି ଅକ୍ଷୟ ମିଶ୍ରଙ୍କ ସୂଚନାନୁଯାଇ, ଭୁବନେଶ୍ବର ଭିଜିଲାନ୍ସ ଡିଭିଜନର ୪ଟି ଟିମ୍ ଆଜି ଏକା ସଙ୍ଗରେ, ଶ୍ରୀ ଜେନାଙ୍କ ଘାଟିକିଆସ୍ଥିତ ବନ ତାଲିମ କେନ୍ଦ୍ର ପରିସରରେ ଥିବା ସରକାରୀ ବାସଭବନ, ଜାଗମରାରେ ଥିବା ୪ ମହଲା କୋଠା, ଢେଙ୍କାନାଳ ଗଁଦିଆ ରତନପୁରସ୍ଥିତ ପୈତୃକ ଘର ଓ ଅଫିସରେ ସକାଳୁ […]

You May Like

Pin It on Pinterest