ପ୍ରଧାନମନ୍ତ୍ରୀଙ୍କ କରୋନା ଟିକା ପାଇଁ ଜରୁରୀ ବୈଠକ…

Photo:social media

ବାସ୍ତବବ୍ୟୁରୋ:(ନୂଆଦିଲ୍ଲ) ଦେଶରେ କରୋନା ଟିକାର ଅଭାବ ଅଭିଯୋଗକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସନ୍ଧ୍ୟାରେ ଜରୁରୀ ବୈଠକ ଡାକିଥିଲେ । ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ଟିକାର ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ ଦେଇଥିଲେ ପ୍ରଧାନମନ୍ତ୍ରୀ ।

ଯେକୌଣସି ଉପାୟରେ ଟିକାର ଉତ୍ପାଦନ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି।ସେ ଉତ୍ପାଦନ ବୃଦ୍ଧି କରିବା ପାଇଁ ସରକାରୀ ଓ ଘରୋଇ କ୍ଷେତ୍ରରେ ଥିବା ସମସ୍ତ ଜାତୀୟ କ୍ଷମତାକୁ ବ୍ୟବହାର କରିବାକୁ କହିଛନ୍ତି। ଖବର ଅନୁଯାଇ ଯେମିତି ହେଲେ ବି ଦେଶରେ କରୋନା ଟିକାର ଉତ୍ପାଦନ ବୃଦ୍ଧି କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ପାଟଣାଗଡ ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ପରଲୋକ...

Sun Apr 18 , 2021
ବାସ୍ତବବ୍ୟୁରୋ:(ବଲାଙ୍ଗିର ) ପାଟଣାଗଡ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ୭୯ ବର୍ଷ ବୟସରେ ଆଜି ପରଲୋକ ହୋଇଯାଇଛି । ଗତ ୨ ବର୍ଷ ହେବ ସେ କିଡ୍ନୀ ରୋଗରେ ପୀଡିତ ହୋଇ ଚିକିତ୍ସା ହେଉ ଥିଲେ । ଶନିବାର ରାତିରେ ତାଙ୍କର ଦେହ ଅଧିକ ଅସୁସ୍ଥ ହେବାରୁ ଚିକିତ୍ସା ପାଇଁ କଟକ ନେବା ବାଟରେ ରେ ତାଙ୍କର ଦେହାନ୍ତ ହୋଇଥିଲା । ସ୍ୱର୍ଗତ ମେହେର ପାଟଣାଗଡ ନିର୍ବାଚନ […]

You May Like

Pin It on Pinterest