ରାଜ୍ୟରେ ଗତ ୨୪ ଘଂଟାରେ ରାଜ୍ୟରେ ୮୩୮୬ କରୋନା ସଂକ୍ରମିତ ଚିହ୍ନଟ …

ବାସ୍ତବବ୍ୟୁରୋ:ରାଜ୍ୟରେ ଗତ କିଛି ଦିନ ଧରି ୬ ହଜାର ଟ୍ରେଣ୍ଡରେ ରହିଥିବା କରୋନା ହଠାତ୍‌ ୮ ହଜାର ଟପିଛି । ଗତ ୨୪ ଘଂଟାରେ ରାଜ୍ୟରେ ୮୩୮୬ କରୋନା ସଂକ୍ରମିତ ।ସବୁ ଜିଲ୍ଲା ଠାରୁ ଖୋର୍ଦ୍ଧା ଜିଲ୍ଲାରୁ ପୁଣି ଥରେ ସର୍ବାଧିକ ୧୮୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ସୁନ୍ଦରଗଡ଼ରୁ ୯୩୩, କଟକରୁ ୪୯୬, ଝାରସୁଗୁଡ଼ାରୁ ୪୩୩, ନବରଙ୍ଗପୁରରୁ ୩୮୮, ବଲାଙ୍ଗିରରୁ ୩୫୮, ଅନୁଗୁଳରୁ ୩୪୭, ସମ୍ବଲପୁରରୁ ୩୦୭, ମୟୂରଭଞ୍ଜରୁ ୨୮୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଯାଜପୁରରୁ ୨୭୦, ପୁରୀରୁ ୨୫୯, ବରଗଡ଼ରୁ ୨୫୭, ନୂଆପଡ଼ାରୁ ୨୩୩, ଗଞ୍ଜାମରୁ ୨୦୯, ବାଲେଶ୍ୱରରୁ ୨୦୨, କେନ୍ଦୁଝରରୁ ୧୭୫, ଜଗତସିଂହପୁରରୁ ୧୨୯, କଳାହାଣ୍ଡିରୁ ୧୨୬ ଓ ଷ୍ଟେଟ୍ ପୁଲ୍ରୁ ୩୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ୪୦୮୯ ଆରୋଗ୍ୟ ଲାଭ କରିଛନ୍ତି । ଆଜି ସୁଦ୍ଧା ସଂପୂର୍ଣ୍ଣ ସୁସ୍ଥ ସଂଖ୍ୟା ୩ ଲକ୍ଷ ୭୧ ହଜାର ୨୦୦ରେ ପହଂଚି ଥିବାବେଳେ,ଏବେ ବି ସକ୍ରିୟଙ୍କ ସଂଖ୍ୟା ୫୫୫ ହଜାର ୨୪୫।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Wed Apr 28 , 2021
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୮୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ […]

You May Like

Pin It on Pinterest