ଆଜି ପୁଣି ୮ ହଜାର ପାର, ଗତ ୨୪ ଘଂଟାରେ ରାଜ୍ୟରେ ୮,୯୧୪ ନୂଆ କରୋନା ସଂକ୍ରମିତ…

ବାସ୍ତବବ୍ୟୁରୋ:ଆଜି ପୁଣି ୮ ହଜାର ପାର, ଗତ ୨୪ ଘଂଟାରେ ରାଜ୍ୟରେ ୮,୯୧୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ,ଏଥି ମଧ୍ୟରୁ ସର୍ବାଧିକ ୧୨୫୮ ଜଣ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ।

ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୫୯୨ ଜଣ କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡ଼ରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୋଳରୁ ୩୩୧, ଝାରସୁଗୁଡ଼ାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡ଼ାରୁ ୨୭୮, ଗଞ୍ଜାମରୁ ୨୬୨, କଳାହାଣ୍ଡିରୁ ୨୩୬ ଓ ଯାଜପୁରରୁ ୨୩୨ ଜଣ ଚିହ୍ନଟ ହୋଇ ଥିବାବେଳେ, ନୟାଗଡ଼ ଜିଲ୍ଲାରୁ ୧୯୪ ଜଣ, ବାଲେଶ୍ୱର ୧୭୯,ବୌଦ୍ଧରୁ ୧୭୫, ଗଜପତିରୁ ୧୬୫, ରାୟଗଡ଼ାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡ଼ାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪, ଦେବଗଡ଼ରୁ ୧୦୩, ମାଲକାନଗିରିରୁ ୭୩ ଓ କନ୍ଧମାଳରୁ ୬୨ ଜଣଙ୍କ ସହ ଷ୍ଟେଟ୍ ପୁଲ୍‌ରୁ ୨୫୫ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଥାଉକି ,ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୪୭୧୫୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଦେଶରେ ନୂତନ କରୋନା ସଂକ୍ରମଣ ହ୍ରାସ ପାଇଛି,ଗତ ୨୪ ଘଣ୍ଟାରେ ୩ .୭୦ ଲକ୍ଷ ସଂକ୍ରମିତ,୩୪୦୦ ରୁ ଅଧିକ ମୃତ୍ୟୁ...

Mon May 3 , 2021
ବାସ୍ତବବ୍ୟୁରୋ:ସାରା ଦେଶରେ କରୋନା ରେକର୍ଡ ଭାଙ୍ଗିବା ପରେ ଗତ ଦୁଇ ଦିନ ହେବ ନୂଆ ମାମଲାରେ ସାମାନ୍ୟ ହ୍ରାସ ଘଟିଛି। ରବିବାର ଦିନ ଭାରତରେ ପ୍ରାୟ ୩ ଲକ୍ଷ ୭୦ ହଜାର ନୂତନ କରୋନା ମାମଲା ପଞ୍ଜିକୃତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୩ ହଜାର ୪୨୧ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ ଦେଶରେ କରୋନା […]

You May Like

Pin It on Pinterest