ସବୁ କଳ୍ପନା ଜଳ୍ପନାର ଶେଷ ପୁଣି ବଢ଼ିଲା ଲକ୍‌ଡାଉନ୍…

ବାସ୍ତବବ୍ୟୁରୋ:ନି.ପ୍ର ଭୁବନେଶ୍ଵର ସବୁ କଳ୍ପନା ଜଳ୍ପନାର ଶେଷ ପୁଣି ବଢ଼ିଲା ଲକ୍‌ଡାଉନ୍ ରାଜ୍ୟରେ ଆଶା ଅନୁଯାୟୀ ସଂକ୍ରମଣ ନକମିବାରୁ ରାଜ୍ୟ ସରକାର ପୁଣି ବଢ଼ାଇଲେ ଲକ୍‌ଡାଉନ୍‌ | ଜୁନ ୧ ସକାଳ ୫ଟାରେ ସରୁଥିବା ଲକ୍‌ଡାଉନ୍‌ ଅବଧି ଜୁନ ୧୭ ତାରିଖ ସକାଳ ୫ଟା ଯାଏଁ ବଢା ଯାଇଛି।ପୁଣି ୧୬ ଦିନ ଲକ୍‌ଡାଉନ ବଢ଼ାଇଲେ ସରକାର। ଏ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରବିବାର ଘୋଷଣା କରିଛନ୍ତି।ସପ୍ତାହାନ୍ତ ଶଟ୍‌ଡାଉନ କଟକଣା ପୂର୍ବଭଳି ଜାରି ରହିବ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର...

Mon May 31 , 2021
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୬୪୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୧୬୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୦୫୨୭ଜଣ ସୁସ୍ଥ ହୋଇ […]

You May Like

Pin It on Pinterest