ଆଦିତ୍ଯ ବେହେରା(ଭୁବନେଶ୍ୱର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି। 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ […]
5T Odisha
ଦେବକାନ୍ତ ମହାନ୍ତି(ଚାନ୍ଦବାଲି): ଚାନ୍ଦବାଲିବ୍ଲକ ସାରଳା ଉଚ୍ଚ ବିଦ୍ୟାଳୟରେ ଭଦ୍ରକ ଜିଲ୍ଲାର 5ଟି ଉପକ୍ରମରେ ୨ୟ ପର୍ଯ୍ୟାୟରେ ୮୦ଟି ହାଇସ୍କୁଲର ଲୋକାର୍ପଣ କରାଯାଇଛି l ଭିଡିଓ କଫେରେନସ ମାଧ୍ୟ୍ୟମରେ ଲୋକାର୍ପଣ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଭଦ୍ରକ ଜିଲ୍ଲାର ୮୦ଟି ବିଦ୍ୟାଳୟକୁ ଲୋକାର୍ପଣ କରିଥିଲେ l ଭଦ୍ରକ ଜିଲ୍ଲାର ଏହି ଜିଲ୍ଲା ସ୍ଥରୀୟ କାର୍ଯ୍ୟକ୍ରମରେ ଚାନ୍ଦବାଲି ବ୍ଲକ ସାରଳା ଉଚ୍ଚ ବିଦ୍ୟାଳୟରେ ଭଦ୍ରକ ଜିଲ୍ଲାର ସାଂସଦ ମଞ୍ଜୁଲତା ମଣ୍ଡଳ, ଭଦ୍ରକ ଜିଲ୍ଲାପାଳ ତ୍ରିଲୋଚନ […]


