ବାସ୍ତବବ୍ୟୁରୋ:ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୮୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୯୮୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୭୧୩୯୧ ଜଣ […]


