ବାସ୍ତବବ୍ୟୁରୋ: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଗାଇଡ୍‌ଲାଇନ୍ ଜରୀକାଯାଇଛି ଯେ,ରବି ଋତୁରେ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା ମାର୍ଚ୍ଚ ୧ ତାରିଖରୁ ଚାଷୀ ପଞ୍ଜୀକରଣ ଆରମ୍ଭ କରାଯାଇ, ଏପ୍ରିଲ୍‌ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ସଂକ୍ରାନ୍ତରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ଯଦି କୌଣସି ଚାଷୀ ସେମାନଙ୍କ ବଳକା ଧାନକୁ […]

Pin It on Pinterest