ସଂଜୟ ଶତପଥୀ(କଟକ): ଆଗାମୀ କଟକ ବାଲିଯାତ୍ରାରେ ପ୍ଲଟ ଆବଣ୍ଟନରେ ମୂଲ୍ୟ ବୃଦ୍ଧି ନେଇ ଭାଜପା କଟକ ନଗର ତରଫରୁ କଟକ ଜିଲ୍ଲା ପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ଓ ପ୍ରତିବାଦ ସଭା କରା ଯାଇଥିଲା। କଟକ ନଗର ସଭାପତି ଶ୍ରୀ ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ହୋଇଥିବା ଏହି ଗଣ ଧାରଣା ରେ ବକ୍ତା ମାନେ ପ୍ଲଟ ମୂଲ୍ୟ ବୃଦ୍ଧି ତଥା ନିଲାମ ପଦ୍ଧତି ନେଇ ତୀବ୍ର ପ୍ରତିକ୍ରିୟା […]
Balijatra
କଟକର ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ଉତ୍ସବକୁ ଜାତୀୟ ମାନ୍ୟତା ଓ ଆସନ୍ତା ଏହି ଉତ୍ସବରେ କଟକ ପ୍ରଶାସନର ପ୍ଲଟଵଣ୍ଟନରେ ଅହେତୁକ ମୂଲ୍ୟ ବୃଦ୍ଧି ବିରୋଧରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କୁ ଦାବୀପତ୍ର ପ୍ରଦାନ। ସଂଜୟଶତପଥୀ(କଟକ):ପ୍ରାଚୀନ ଉତ୍କଳର ରାଜଧାନୀ, ଐତିହାସିକ ସହର, ଉତ୍କଳର କଳା ପରମ୍ପରା, ସଂସ୍କୃତି ଆ-କା-ମା-ବୈ କୁ ଯାବୁଡି ରଖୂଥୂବା ରୂପାର ସହର କଟକ । ବହୁ ପୁରାତନ କାଳରୁ ହୋଇଆସୁଥିବା ଐତିହାସିକ ବାଲିଯାତ୍ରା ଉତ୍ସବ ଖାଲି ଓଡ଼ିଶା କିମ୍ବା […]
ପ୍ରମୋଦ ନାୟକ(ଭୁବନେଶ୍ବର): ପ୍ରସିଦ୍ଧ କଟକ ବାଲିଯାତ୍ରା ଆସନ୍ତା ନଭେମ୍ବର ୮ତାରିଖରୁ ୧୬ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ। ଏହି ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବଭାବେ ପାଳନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ହେଲେ ଜାତୀୟ ଗ୍ରିନ୍ ଟ୍ରିବ୍ୟୁନାଲ ବା ଏନ୍ଜିଟିର ନିର୍ଦେଶାବଳୀ ଅନୁଯାୟୀ ଯାତ୍ରା ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗୁରୁତ୍ବ ଦିଆଯାଇଛି । ଶୁକ୍ରବାର ଦିନ ମୁଖ୍ୟ ଶାସନ ସଚିବ […]


