ଭୁବନେଶ୍ବର(ତ୍ରିଭୁବନ ମହାପାତ୍ର):ଏହି ସ୍ମରଣୀୟ ଦିବସରେ ୨୨ତାରିଖ ରୁ ୨୪ ତାରିଖ ମଧ୍ୟରେ ମନ୍ଦିର ପରିସରରେ ଏକ ଯଂଜ୍ଞର ଆୟୋଜିତ ହୋଇଥିଲା। ଏହି ଅବସରରେ ଅଂକୁର ପୂଜା, କଳସ ଯାତ୍ରା, ସୂର୍ଯ୍ୟପୂଜା, ଧେନୁ ପୂଜା, ଅଗ୍ନି ସ୍ଥାପନ, ଗୀତାପାଠ, ରୁଦ୍ରାଭିଷେକ ଓ଼ ଚଣ୍ଡୀପାଠ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା। ସମ୍ମାନୀୟ ଅତିଥିଭାବେ ଏକାମ୍ର ବିଧାୟକ ବାବୁ ସିଂ,ବି.ଏମ୍.ସି ମେୟର ସୁଲୋଚନା ଦାସ, କର୍ପୋରେଟର ବିରଞ୍ଚି ନାରାୟଣ ମହାଶୂପକାର, ସମାଜସେବୀ ସଂଗ୍ରାମ କିଶୋର […]
Bhubaneswar
ଭୁବନେଶ୍ୱର(ତ୍ରିଭୁବନ ମହାପାତ୍ର): ଓଡ଼ିଶାର ଯଶସ୍ୱୀ ଗୀତିକାର, ଦକ୍ଷ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ସାହିତ୍ୟିକ ସ୍ୱର୍ଗତ ବୃନ୍ଦାବନ ଜେନାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଏକ ସ୍ମୃତି ସଭା ଓ ସଙ୍ଗୀତ ଆସର “ମନପକ୍ଷୀ ଝୁରେ” ଭୁବନେଶ୍ୱରସ୍ଥିତ ବୁଦ୍ଧ ମନ୍ଦିରର ନୂତନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।ଏହି ଗରିମାମୟ ସଭାରେ ଓଡ଼ିଶା ସଂସ୍କୃତି ବିଭାଗର ପ୍ରାକ୍ତନ ସଚିବ ଶ୍ରୀଯୁକ୍ତ ମନୋରଞ୍ଜନ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଯୁବ ସାହିତ୍ୟିକ, […]
ଭୁବନେଶ୍ୱର(ବାସ୍ତବବ୍ୟୁରୋ): ୨୬/୦୬-ଅସ ରାଏ ବର୍ଷାରେ ବେହାଲ୍ ହୋଇଛି ରାଜଧାନୀ ଭୁବନେଶ୍ୱର। ବର୍ଷା ପାଣି ଡ୍ରେନ୍ରେ ପାସ୍ କରିନପାରିବାରୁ ରାସ୍ତାରେ ଲହଡି ମାରି କୃତ୍ରିମ ବନ୍ୟା ଭ୍ରମ ସୃଷ୍ଟି କରୁଛି । ୧୬ ନମ୍ୱର ଜାତୀୟ ରାଜପଥର ଇସ୍କନ୍ ସମ୍ମୁଖର ଅବସ୍ଥା କଥା ନକହିବାଭଲ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି ଗାଡ଼ି ଚଳାଚଳ ଏକ ପ୍ରକାର ଠପ୍ ହୋଇଯାଇଛି।ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ଅପରାହ୍ନରେ ହଠାତ୍ ରାଜଧାନୀ ଭୁବନେଶ୍ୱର […]
ପ୍ରମୋଦ ନାୟକ (ଭୁବନେଶ୍ୱର): ଆସନ୍ତା କାଲି ଭୁବନେଶ୍ୱରରେ ସଂସଦୀୟ କ୍ଷେତ୍ରରେ ହେବ ମତଦାନ । ମାତ୍ର ଏଥର ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର କିଛି ବୁଥରେ ରିଗିଂ ଆଶଙ୍କା କରିଛନ୍ତି ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଏହା ପଛରେ ୨ ଅବସରପ୍ରାପ୍ତ ପୁଲିସ ଅଫିସରଙ୍କ ଭୂମିକାକୁ ସନ୍ଦେହ କରି ସେଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିକଟକୁ ଚିଠି ଲେଖିଛନ୍ତି। ତେଣୁ ଏସବୁ ଅଞ୍ଚଳରେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ ମୁତୟନ ଲାଗି […]
ପ୍ରମୋଦ ନାୟକ(ଭୁବନେଶ୍ୱର) ୦୯।୧୦ : କଳ୍ପନା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗ୍ରାଣ୍ଡ ଆଇଟେନ କାର୍ ପିଟିଲା କଦଳୀ ବେପାରୀଙ୍କୁ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାଇ,ରାଜମହଲ ଛକ ପଟୁ କଳ୍ପନା ଆଡ଼କୁ ଦ୍ରୁତ ଗତିରେ ଆସୁଥିବା ଏକ ଗ୍ରାଣ୍ଡ ଆଇଟେନ କାର୍ ରାସ୍ତା କଡ଼ରେ ଟ୍ରଲିରେ […]
ପ୍ରମୋଦନାୟକ(ଭୁବନେଶ୍ୱର): ଗୁରୁବାର ଦିନ ତମାମ ଲଗାଣ ବର୍ଷା ଲାଗି ରହିଥିବା ବେଳେ ବହୁ ପ୍ରତୀକ୍ଷିତ ଭଷାଣି ଉସ୍ଛବ ଦେଖିବା ପାଇଁ ଶ୍ରଦ୍ଧାଳୁ ମାନଙ୍କ ମଧ୍ୟରେ ନିରାଶା ଭାବ ଖେଳି ଯାଇଥିଲା।ମାତ୍ର ମା”ଙ୍କ ଇଚ୍ଛାରେ ଠିକ ସନ୍ଧ୍ୟା ଛ ଟା ସୁଦ୍ଧା ବର୍ଷା ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇ ଯାଇଥିଲା।ଯାହା ଫଳରେ ଭୁବନେଶ୍ୱର ଜନପଥର ସହିଦ ନଗର ପୂଜା ମଣ୍ଡପ ଠାରୁ ୨୫ଟି ଦୁର୍ଗା ମେଢ଼ କ୍ରମନ୍ବୟରେ ବାହାରି ରାଜ ମହଲ […]
ନମିତା କୁଂଅର(ଭୁବନେଶ୍ୱର) ୨୯/୦୯:ଭୁବନେଶ୍ୱରର ଜନଗହଳି ଅଂଚଳ ମାଷ୍ଟରକ୍ୟାଣ୍ଟିନ ଛକରେ,ଦୁଇ ଅସାମାଜିକ ମାତାଲ ଯୁବକଙ୍କ ମଧ୍ୟରେ ମରଣାନ୍ତକ ଆକ୍ରମଣ ପ୍ରତି ଆକ୍ରମଣରେ ଅଶାନ୍ତ ହୋଇଉଠିଛି । ମାଷ୍ଟର କ୍ୟାଣ୍ଟିନ ଦୁଇଜଣ ଅସାମାଜିକ ଓ ମଦ୍ୟପ ଉଭୟ ଗୁରୁତର ଭାବେ ଆହତ ହୋଇଛନ୍ତି । ଜଣେ ଯୁବକ ଘଟଣା ପରେ ସେଠାରୁ ଫେରାର ହେବାରେ ସକ୍ଷମ ହୋଇଛି । ଅନ୍ୟ ଆହତ ଯୁବକ ରକ୍ତାକ୍ତ ଅବସ୍ଥାରେ ରାସ୍ତାରେ ଦୀର୍ଘ ସମୟ ପଡି ରହିବା […]
ଭୁବନେଶ୍ୱର: ଦୁର୍ଘଟଣା ଜନିତ ମୃତ୍ୟୁହାର ରୋକିବା ତଥା ଜନ ସଚେତନତା ସୃଷ୍ଟି ପାଇଁ ସାରା ବିଶ୍ୱରେ “ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ” ପାଳିତ ହେଉଅଛି l ଭାରତରେ ବର୍ଷକୁ ପ୍ରାୟ ଦେଢ଼ ଲକ୍ଷ ଓ ଓଡ଼ିଶାରେ ବର୍ଷକୁ ଛଅ ହଜାର ଲୋକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରୁଥିବା ବେଳେ ଦଶ ଲକ୍ଷରୁ ଅଧିକ ଅର୍କମଣ୍ୟ ହେଉଛନ୍ତି l ଏହି ଅବସରରେ ସ୍ଥାନୀୟ ମହାଲେଖାକାର ଆମ୍ବୁଲାନ୍ସ ଡିଭିଜନ ପକ୍ଷରୁ […]
ପ୍ରମୋଦ ନାୟକ(ଭୁବନେଶ୍ୱର): ଉତ୍ତର ଭୁବନେଶ୍ୱର ଅଞ୍ଚଳରେ ଆତଙ୍କ ଖେଳାଇଛି ଡେଙ୍ଗୁ । ଡେଙ୍ଗୁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ ବ୍ୟକ୍ତି ଜଣକ ଡମଣା ଗ୍ରାମର ହୃଦାନନ୍ଦ ବାରିକ୍(୬୫) । ହୃଦାନନ୍ଦଙ୍କ ପୁଅଙ୍କ କହିବା ଅନୁଯାଇ ତାଙ୍କ ବାପା ଗତ ଶନିବାର ଠାରୁ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ ।ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି । […]
ପ୍ରମୋଦ ନାୟକ(ଭୁବନେଶ୍ୱର):ବହୁ ମହିଳାଙ୍କୁ ବିବାହ କରି ଠକିଥିବା ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ନାଁରେ ଆଜି ଚାର୍ଜସିଟ୍ ଦାଖଲ ହୋଇଛି। ରମେଶର ଭଉଣୀ ରଶ୍ମିତା, ଦ୍ୱିତୀୟ ପତ୍ନୀ କମଳା, ଦୁଇ ସହଯୋଗୀ ବିଶ୍ୱଜିତ ଓ ଚିତ୍ତରଞ୍ଜନ ନାଁରେ ମଧ୍ୟ ଚାର୍ଜସିଟ୍ ଦାଖଲ ହୋଇଛି। ଏଥିରେ ୧୦୨ ଜଣ ସାକ୍ଷୀ ଓ ସେମାନଙ୍କ ବୟାନ ରେକର୍ଡ ହୋଇଥିବା ନେଇ ଉଲ୍ଲେଖ ରହିଛି।ଭୁବନେଶ୍ୱର ମହିଳା ଥାନା ପକ୍ଷରୁ ୯୪୦ ପୃଷ୍ଠାର ଏହି ଚାର୍ଜସିଟ୍ […]


