କାକଟପୁର(ମାନସ ସାମଲ)୩୦/୭: କାକଟପୁର ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସ୍ଥାନୀୟ ଜନସମସ୍ୟା, ବିକାଶ କାର୍ଯ୍ୟରେ ଦୁର୍ନୀତି ଏବଂ ପିସି ପ୍ରଥା ଉଚ୍ଛେଦ ଦାବିରେ ଶତାଧିକ କର୍ମୀ ରାଜରାସ୍ତାକୁ ଓହ୍ଲାଇଛନ୍ତି।କାକଟପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ନେତୃତ୍ୱରେ ପ୍ରାୟ ହଜାର ରୁ ଅଧିକ କର୍ମୀ ଙ୍କ ଜନସମାଗମରେ ଏକ ବିଶାଳ ଶୋଭାଯାତ୍ରା କାକଟପୁର ମୁଖ୍ୟ ବଜାର ସ୍ଥିତ ପଦ୍ମଚରଣ ସାମନ୍ତସିଂହାର […]

ଗଡିପଡିଲା ବିଜେଡି ର ଆଉ ଏକ ଉଇକେଟ ,ବିଜେପିରେ ଯୋଗ ଦେଲେ ଚୈାଦ୍ୱାର-କଟକ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ଡଃ ପ୍ରଭାତ ବିଶ୍ୱାଳ। କଟକ(ସଂଜୟ ଶତପଥୀ): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଚୈାଦ୍ୱାର-କଟକ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ଡଃ ପ୍ରଭାତ ରଞ୍ଜନ ବିଶ୍ୱାଳ […]

ବରଗଡ଼୧୮/୦୮(ନବୀନ କୁମାର ଦାଶ):ଓଡ଼ିଶା ର କୃଷକ ମାନଙ୍କ ସମସ୍ୟା ଓ ଏହାର ତ୍ୱରିତ ସମାଧାନ ନିମନ୍ତେ ବିଜେଡି ପକ୍ଷରୁ ବରଗଡ଼ ଠାରେ ବିଶାଳ ଚାଷୀ ସମାବେଶ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ଅବସର ରେ ଚାଷୀ ମାନଙ୍କ ପାଇଁ ଜଟିଳ ପଞ୍ଜି କରଣ ବ୍ୟବସ୍ଥା,ଦ୍ଵନ୍ଦ ରେ ଚାଷୀ,ପଞ୍ଜି କରଣ ବ୍ୟବସ୍ଥା କୁ ସରଲୀ କରଣ ସହିତ ପଞ୍ଜି କରଣ ଅବଧି ବୃଦ୍ଧି,ବିଫଳ ପ୍ରଧାନ ମନ୍ତ୍ରୀ ଫସଲ ବିମା […]

୧୦୮ ଆମ୍ବୁଲାନ୍ସ ଅବ୍ୟବସ୍ଥା ଯୋଗୁଁ ଯୁବକଙ୍କ ମୃତୁ୍ୟ ଘଟଣାସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସରକାରଙ୍କ ଅପରାଧିକଅବହେଳା: ବିଜେଡି।ଆମ୍ବୁଲାନ୍ସ ପରିଚାଳନାରେ ସ୍ୱାସ୍ଥ୍ୟ ବିଭାଗର ଚରମ ଦାୟିତ୍ୱହୀନତା ଜୀବନର ମୂଲ୍ୟ ୪ ଲକ୍ଷ ଟଙ୍କା ନୁହେଁ।ପ୍ରଚାର ଓ ଉତ୍ସବରେ ନ ମାତି ଜୀବନର ମୂଲ୍ୟ ବୁଝନ୍ତୁ ସରକାର।ଭୁବନେଶ୍ୱର(ନି.ପ୍ର)୦୬/୦୭/: ୧୦୮ ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ଚରମ ଅବ୍ୟବସ୍ଥା ଲାଗି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଆଇତପୁର ଗ୍ରାମର ଶଙ୍କର ମହାରଣା ନାମକ ଏକ ଯୁବକର ମୃତୁ୍ୟ […]

ଭୁବନେଶ୍ୱର୦୬.୨୦୨୫ :ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ଯ୍ୟ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ । ‘ପୁରୀ ଆପଣ ବହୁତ କିଛି କରିଛନ୍ତି […]

>୩୦୦ ଦିନରେ ଡବଲ ଇଞ୍ଜିନ ସରକାରଙ୍କ ଉପଲବ୍ଧି କ’ଣ ? >ବିକଶିତ ଓଡ଼ିଶା ପାଇଁ ଆଗାମୀ ୪ ବର୍ଷର ରୋଡମ୍ୟାପ ପ୍ରକାଶ କରିବେ କି ? >ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟା/ ଫୋକସ ଷ୍ଟେଟ୍ ମାନ୍ୟତା କେବେ ମିଳିବ ? >ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ ବୃଦ୍ଧି କେବେ ? ବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୮/୦୪/୨୦୨୫: ସରକାରକୁ ଆସିବାର ଶହେ ଦିନ ଭିତରେ ରାଜ୍ୟରେ ଆଖିଦୃଶିକାାର୍ଯ୍ୟ ଦେଖାଇବୁ ବୋଲି କହିଥିବା ବିଜେପି ସରକାରକୁ ତିନି ଶହ ଦିନ […]

 ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ସ୍ପଷ୍ଟ ଦିବାଲୋକରେ ପୋଲିସ୍ ଉପସ୍ଥିତିରେ ଜନପ୍ରତିନିଧିଙ୍କୁ ଆକ୍ରମଣଭୁବନେଶ୍ୱର: ଧର୍ମଶାଳାର ପୂର୍ବତନ ବିଧାୟକ ଶ୍ରୀ ପ୍ରଣବ ବଳବନ୍ତରାୟଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଛି । ଆରୁଅ ଗ୍ରାମରେ ହିଙ୍ଗୁଳା ମା’ଙ୍କର ଯାତ୍ରାକୁ ଗଲାବେଳେ ଭାରତୀୟ ଜନତା ପାର୍ଟିର କର୍ମୀ ଏବଂ ସ୍ଥାନୀୟ ବିଧାୟକ ଶ୍ରୀ ହିମାଂଶୁ ସାହୁଙ୍କର ସହଯୋଗୀ ତଥା ଖଣି ମାଫିଆଙ୍କର ଦ୍ୱାରା ଏହି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା । ସ୍ଥାନୀୟ […]

ପୋଲିସ୍ ବିଜେପି ନେତାଙ୍କ ହାତରେ ସଖୀ କଣ୍ଢେଇ ସାଜିଛି ବାସ୍ତବବ୍ୟରୋ(ଭୁବନେଶ୍ୱର) ୩୧/୦୩/୨୦୨୫: ବର୍ତ୍ତମାନ ରାଜ୍ୟରେ ଏମିତି ଏକ ବିଚିତ୍ର ଶାସନ ବ୍ୟବସ୍ଥା ଚାଲିଛି,ଯେଉଁଠାରେ ଅପରାଧୀମାନେ ବିଜେପି ନେତାଙ୍କ ପୃଷ୍ଠପୋଷକତାରେ ରହି ଖୋଲା ଖୋଲି ଭାବେ ଆଇନ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେଉଥିବା ବେଳେ ପୋଲିସ୍ ନିଦାବିଷ୍ଣୁ ସାଜିଛି ବୋଲି ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି […]

ବରଗଡ଼-୨୭/୧୨(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଏନଏସି ୫୩ନଂ ମୁଖ୍ୟ ଜାତୀୟ ରାଜପଥ ବରଗଡ଼ -ସମ୍ବଲପୁର ୱେ ସ୍ଥିତ ସରସ୍ବତୀ କଲ୍ୟାଣ ମଣ୍ଡପ ଠାରେ ବିଜୁ ଜନତା ଦଳର ଅତାବିରା ନିର୍ବାଚନ ମଣ୍ତଳ ସ୍ତରୀୟ ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି। ସ୍ବର୍ଗତ କଳିଙ୍ଗ ସମ୍ରାଟ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ଧୂପ ଦ୍ବୀପ ପ୍ରଜ୍ବଳନ ପୁର୍ବକ ଅତାବିରା ବିଜେଡି ସଭାପତି ସିଦ୍ଧାର୍ଥ […]

ପ୍ରକଳ୍ପକୁ ସବୁ ସ୍ତରରେ ଜୋରଦାର ବିରୋଧ କରାଯିବ ଆଦିବାସୀ ଭାଇ ଭଉଣୀଙ୍କ ହକ ପାଇଁ ବିଜେଡିର ଲଢ଼େଇ ଜାରି ରହିବ ଭୁବନେଶର(ନି.ପ୍ର)୧୦/୦୯/୨୦୨୪:ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ଆଜି ସକାଳେ ନବୀନ ନିବାସରେ ଭେଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି । ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ ପ୍ରକଳ୍ପ ଅଞ୍ଚଳର ବାସ୍ତବ ସ୍ଥିତି ସଂପର୍କରେ ଅବଗତ କରାଇଥିଲେ । […]

Pin It on Pinterest