ଭୁବନେଶ୍ୱର(ନି.ପ୍ର): ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ବର ଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ ଅନେକ ସରପଞ୍ଚ ଓ ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା […]
BJD
ଭୁବନେଶ୍ବର(ନି.ପ୍ର): ବିଜୁ ଜନତାଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଶ୍ରୀମତୀ ଇପ୍ସିତା ସାହୁ ଓ ଶ୍ରୀମତୀ ସୋଫିଆ ଆଲମ ବାଚସ୍ପତିକୁ ଅସମ୍ମାନ ଅଭିଯୋଗକୁ ଖଣ୍ଡନ କରିଛନ୍ତି I ଶ୍ରୀମତୀ ସାହୁ କହିଥିଲେ, ଆଜି ବିଜେପିର ରାଜ୍ୟ ସଭାନେତ୍ରୀ ଐଶର୍ଯା ବିଶ୍ବାଳଙ୍କ ଦ୍ବାରା ବିଧାନସଭରେ ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ବିଧାୟକ ମାନେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବୀ କରିବା ସମୟରେ ବାଚସ୍ପତି […]
ଭୁବନେଶ୍ୱର(ନି.ପ୍ର)୨୦/୦୮/୨୦୨୪: ନିମାପଡା ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନୁଷ୍ଠିତ ହୋଇଥିବା ଅନାସ୍ଥା ପ୍ରସ୍ତାବ ଭୋଟଥିବାବେଳେ, ଦୁଇ ତୃତୀୟାଂଶ ଭୋଟ ନପଡିବାରୁ ପ୍ରସ୍ତାବଟି ଖାରଜ ହୋଇଯାଇଛି। ତେଣୁ ଅଧ୍ୟକ୍ଷ ପଦରେ ଥିବା ବିଜୁ ଜନତା ଦଳର ସସ୍ମିତା ସାହୁ ପଦ ବଜାୟ ରଖୁବା ନିଶ୍ଚିତ ହୋଇଯାଇଛି। ଅନାସ୍ଥା ପ୍ରସ୍ତାବ କାଟ ଖାଇବା ବିଜୁ ଜନତା ଦଳ ପାଇଁ ଗୋଟିଏ ବଡ଼ ବିଜୟ ବୋଲି ବିବେଚନା କରାଯାଉଥିଲା ବେଳେ ଭାରତୀୟ ଜନତା ପାର୍ଟି, […]
ଭୁବନେଶ୍ବର(ନି.ପ୍ର): ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଏହା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ, ଶାନ୍ତି ଓ ସହଭାଗିତା ଯୁଗ ଯୁଗ ଧରି ରହି ଆସିଛି। କିନ୍ତୁ ଚିନ୍ତାର ବିଷୟ ଯେ ଏବେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ସାମାଜିକ ବିଶୃଙ୍ଖଳା ଘଟୁଥିବାର ଖବର ଆସୁଛି। ଅନେକ ଗୋଷ୍ଠୀ ଓ ପୀଡ଼ିତ ନାଗରିକ ମୋତେ ଭେଟି ସେମାନଙ୍କ ଦୁଃଖ ଜଣାଉଛନ୍ତି। ସେମାନେ ଆକ୍ରମଣ […]
ରାଜ୍ୟର ଅଧିକାଂଶ ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ଆୟ ପ୍ରମାଣପତ୍ର ଓ ଜାତିଗତ ପ୍ରମାଣପତ୍ର ପାଇଁ ଖର୍ଚ୍ଚାନ୍ତ ହୋଇଥିଲେ ରାଜ୍ୟର ଅଧିକାଂଶ ମହିଳା ଭୁବନେଶ୍ବର ଶ୍ୱର(ନି.ପ୍ର): ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଥିଲେ, ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାର […]
ଭୁବନେଶ୍ୱର(ନି.ପ୍ର)୧୨/୮: ଆଜି ନବୀନ ନିବାସ ରେ ପୁରୀ, ଓ ନବରଙ୍ଗପୁର ର ବ୍ଲକ ଓ ପଂଚାୟତ ପ୍ରତିନିଧି ତଥା ଭଦ୍ରକ ର ପୌର ପରିଷଦ ର ସଭ୍ୟ ମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କ ରେ ବିଜୁ ଜନତା ଦଳ ର ସଭାପତି ଶ୍ରୀ ନବୀନ ପଟନାୟକ ଙ୍କ ସହ ଆଲୋଚନା କରିଥିଲେ । ବିଜୁ ଜନତା ଦଳ କୁ ତୃଣମୂଳ ସ୍ତରରେ ମଜବୁତ କରିବା ପାଇଁ ସେମାନେ କାମ […]
ଭୁବନେଶ୍ୱର(ନ.ପ୍ର)୨୨/୦୭: ଆଜିଠାରୁ ଆରମ୍ଭ ହେଲା ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ନବଗଠିତ ବିଜେପି ସରକାର ସହ ବିରୋଧି ଦଳ ଭାବେ ପ୍ରମୁଖ ଭୂମିକା ଗ୍ରହଣ କରିଛି ବିଜେଡ଼ି। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ହେଉଛି ପ୍ରଥମ ଅଧିବେଶନ। ଅନ୍ୟପଟେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉପରେ ରହିଛି ସମସ୍ତଙ୍କ ନଜର। ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ଗୃହରେ […]
ଭୁବନେଶ୍ୱର(ନି.ପ୍ର):ପାରାଦୀପର ପୂର୍ବତନ ବିଧାୟକ ତଥା ବିଜେଡି ନେତା ସମ୍ବିତ ରାଉତରାୟଙ୍କ, ନିର୍ବାଚନ ସରିବାର ମାସକ ପରେ ନବୀନଙ୍କ ହାରିବାକୁ ନେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି । ଶ୍ରୀ ରାଉତରାୟ କହିଛନ୍ତି,ନବୀନ ପଟ୍ଟନାୟକ ହାରିନାହାନ୍ତି, ତାଙ୍କୁ ବିଧିବଦ୍ଧ ଭାବେ ହରାଇ ଦିଆଯାଇଛି । ତାଙ୍କୁ ସୁଚିନ୍ତିତ ଗୋଟି ଚାଳନାକରି ହରାଇ ଦିଆଯାଇଛି । ଢୋଲ ଭିତରେ ମୂଷା ରହିଥିଲେ।ଆଜି ନହେଲେ କାଲି ସେ ମୂଷାକୁ କଢା ହେବ । ଆମ […]
ଭୁବନେଶ୍ୱର(ନି.ପ୍ର)୨।୭: ୩୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଥିବାବେଳେ,ଭାଜପା ଏହାର କଡା ଜବାବ ରଖିଛି ।ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଭାଜପାର ସଂକଳ୍ପପତ୍ରକୁ ବୋଧହୁଏ ବିଜେଡି ଠିକ ଢଙ୍ଗରେ ପଢିନି । ମାଗଣା ବିଜୁଳି ପାଇଁ ପ୍ରତ୍ୟେକ ବ୍ୟକ୍ତିଙ୍କୁ ୭୫ ହଜାର ଟଙ୍କାର ସୋଲାର ସିଷ୍ଟମ ଦିଆଯିବ । ସୋଲାର ସିଷ୍ଟମ ଦ୍ୱାରା ମାଗଣା ବିଜୁଳି ବ୍ୟବହାର କରିବା […]


