ନର୍ଲା(ସନ୍ତୋଷ ପାତ୍ର)ତା ୧୯/୦୧/୨୪: ଆଗକୁ ୨୦୨୪ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ନର୍ଲା ନିର୍ବାଚନ ମଣ୍ଡଳୀର ତିନୋଟି ପ୍ରମୂଖ ଦଳର ଆଶାୟୀ ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନେ ଦଳୀୟ ଟିକେଟ ପାଇବା ଆଶାରେ ଦଳ ବିରୋଧୀ କାର୍ଯ୍ୟକଳାପ ସହିତ ବିରୋଧି ଦଳର ମୁଖିଆ ଙ୍କ ସହିତ ସାକ୍ଷାତ କରୁଥିବା ସଧାରଣରେ ଆଲୋଚନା ହେଉଛି। କଛି ଦିନ ତଳେ ବିଜୁ ଜନତା ଦଳ ପୁରୁଖା ନେତା ତଥା ପୂର୍ବତନ ମନ୍ତ୍ରୀ ନର୍ଲା […]
BJD
ବାସ୍ତବ ବ୍ୟୁରୋ(ଭୁବନେଶ୍ବର): ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ । ୬୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି। ଡାକ୍ତରଙ୍କ ଉଦ୍ୟମ ସତ୍ୱେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିନଥିଲା । ୧୯୫୬ ଫେବ୍ରୁଆରୀ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ମହେଶ୍ୱର ମହାନ୍ତି […]
ବାସ୍ତବବ୍ୟୁରୋ(କଳାହାଣ୍ଡି): କଳାହାଣ୍ଡି ଜିଲ୍ଲାର ପାଞ୍ଚ ବିଧାନସଭା ଆସନରୁ ନର୍ଲା ଆସନ ହେଉଛି ଅନ୍ୟତମ କହିଲେ ଅତ୍ୟୁକ୍ତି ହେବ ନାହିଁ , କିନ୍ତୁ ଏହି ଆସନ ପାଇଁ ବିଜେଡି ଦଳର ଅନେକ ହେଭିୱେଟ ଦଳୀୟ କର୍ମକର୍ତ୍ତା ଓ ପ୍ରଶାସନିକ ଅଧିକାରୀ ଆଶାୟୀ ଥିବା ବେଳେ ସେଥିରୁ ବାଦ୍ ପଡ଼ି ନାହାନ୍ତି ନର୍ଲା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦୂର୍ଗା ପ୍ରସାଦ ମହାନ୍ତି, ଗତ ୦୧.୧୧ ବୁଧବାର ମାନ୍ୟବର ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲା କୁ […]
ସଂଜୟ ଶତପଥୀ(କଟକ): କଟକ ମହାନଗର ନିଗମର ୨୧ ନମ୍ବର ଓ୍ବାର୍ଡ ର କର୍ପୋରେଟର କାର୍ଯ୍ୟାଳୟ ସ୍ଥାନୀୟ ଟାଉନ୍ ହଲ୍ ରୋଡ଼ ଠାରେ ପୂର୍ବତନ ବିଧାୟକ ତଥା କଟକ ଜିଲ୍ଲା ବିଜୁଜନତା ଦଳ ସଭାପତି ଶ୍ରୀ ଦେବାଶିଷ ସାମନ୍ତରାୟ ଙ୍କ କରକମଳରେ ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଶ୍ରୀ ସାମନ୍ତରାୟ ଯୋଗଦେଇ ପଣ୍ଡିତଙ୍କ ମନ୍ତ୍ରୋଚ୍ଚାରଣ ମଧ୍ୟରେ ରିବନ୍ କାଟି ନୂତନ କାର୍ଯ୍ୟାଳୟ ର ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।୨୧ ନମ୍ବର ଓ୍ବାର୍ଡ […]
ସଂଜୟ ଶତପଥୀ(କଟକ): କଟକ ଜିଲ୍ଲା ବିଜୁଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ କଟକ ସଦର ପ୍ରସିଦ୍ଧ ଶକ୍ତିପୀଠ ମା’ଧାକୁଲେଇଙ୍କ ବିଜେପୀଠସ୍ଥଳୀର ସମ୍ମୁଖରେ ଥୂବା ଡିଭାଇନ୍ ପ୍ଯାଲେସ୍ ସଭାଗୃହରେ କଟକ-ବାରବାଟୀ ର ପୂର୍ବତନ ବିଧାୟକ, ବରିଷ୍ଠ ନେତା, ସମାଜସେବୀ ତଥା ବିଜୁ ଜନତା ଦଳର କଟକ ଜିଲ୍ଲା ସଭାପତି ଶ୍ରୀ ଦେବାଶିଷ ସାମନ୍ତରାୟ ଙ୍କ ସଭାପତିତ୍ବରେ ଶତାଧିକ ଦଳୀୟ କର୍ମୀ, ବିଜୁ ପ୍ରେମୀ ଙ୍କ ଉପସ୍ଥିତି ରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। […]
ସଂଜୟ ଶତପଥୀ(କଟକ): ଶନିବାର ସନ୍ଧ୍ୟାରେ କଟକ ଟାଉନ ହଲ ଠାରେ କଟକ ମହାନଗର ବିଜୁ ଯୁବ ଜନତା ଦଳ ତଥା ବାରବାଟୀ କଟକ ଯୁବ ବିଜେଡି ତରଫରୁ କଟକ ମହାନଗର ଯୁବ ସଭାପତି ସୌମ୍ୟଦୀପ ଘୋଷ ଏବଂ ବାରବାଟୀ ଯୁବ ବିଜେଡି ସଭାପତି ସୟଦ ଜଲିଲ ଙ୍କ ନେତୃତ୍ୱ ରେ ବାରବାଟୀ କଟକ ର ୱାର୍ଡ ସ୍ତରୀୟ ବୈଠକ ଏବଂ ନୂତନ ୩୨ ଗୋଟି ୱାର୍ଡ ର ଯୁବ ସଭାପତି […]
ପ୍ରମୋଦ ନାୟକ(ଭୁବନେଶ୍ବର): ବହୁଦିନ ପରେ ବିଜେପିର ମିଛ ଆସ୍ଫାଳନକୁ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ । କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କ ୨୦୨୪ ଲୋକସଭା ନିର୍ବାଚନରେ,ବିଜେପି ଓଡ଼ିଶାରେ ୧୬ଟି ଲୋକସଭା ଆସନ ଜିତିବ ବୋଲି ଗତକାଲି କରିଥିବା ଆକଳନର ଦୃଢ ଜବାବ ରଖିଛନ୍ତି ଶ୍ରୀ ରାଉତ। ଶ୍ରୀ ରାୟଙ୍କ ଏହି ମନ୍ତବ୍ୟକୁ ସମାଲୋଚନା କରିଛନ୍ତି ଦାମୋଦର ରାଉତ। ସେ କହିଛନ୍ତି, ବିଜେପି ନେତୃତ୍ବାଧୀନ […]
ଦେବାଶିଷ ମିଶ୍ର (ଚୌଦ୍ଵାର):ଚୌଦ୍ଵାର କଟକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୪ ନମ୍ବର ୱାର୍ଡ ର ବିଜୁ ମହିଳା ଜନତା ଦଳର ର ଛାମୁଆ ନେତ୍ରୀ ଶ୍ରୀମତୀ ସବିତା ନାୟକଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରାଜ୍ୟ ମହିଳା ଟିମ୍ ରେ ସାମିଲ କରି ସଂପାଦିକା ଦାୟିତ୍ଵ ଦେଇଛନ୍ତି। ଶ୍ରୀମତୀ ନାୟକ ଏହି ଗୁରୁ ଦାୟିତ୍ଵ ମିଳିବା ପରେ ସେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞ୍ୟତା ଜ୍ଞାପନ କରିବା […]
ନବୀନଙ୍କୁ ଦଳ ଗ୍ରହଣ କରିବନି: ବିଜେପି ରାଜ୍ୟ ସ୍ବାର୍ଥ ପାଇଁ ଏନ୍ଡିଏକୁ ସମର୍ଥନ: ବିଜେଡି ଅଘୋଷିତ ମେଣ୍ଟ ଚାଲିଛି: କଂଗ୍ରେସ ପ୍ରମୋଦ ନାୟକ(ଭୁବନେଶ୍ବର): କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାୱଲେ ସୋମବାର ଗଣମାଧ୍ୟମ ଜରିଆରେ ଙ୍କୁନବୀନ ପଟ୍ଟନାୟକଙ୍କୁ ଏନ୍ଡିଏରେ ମିଶିବା ପାଇଁ ଗାନ ମାଧ୍ୟମ ଜରିଆରେ ପ୍ରସ୍ତାବ ଦେଇଥିଲେ। ଅଠାୱଲେଙ୍କ ଏଭଳି ମନ୍ତବ୍ୟ ପରେ ବିଜେଡି-ବିଜେପି ସମ୍ପର୍କ ନେଇ ପୂର୍ବରୁ ଯେଉଁ ଆଲୋଚନା ହେଉଥିଲା ତାହା ଏବେ ଜୋର୍ ଧରିଛି। ବିରୋଧୀ […]
ପ୍ରମୋଦ ନାୟକ(ଭୁବନେଶ୍ୱର)୧୭/୦୭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତୃତ୍ୱାଧୀନ ବିଜୁ ଜନତା ଦଳ (ବିଜେଡି) ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଏନ୍ସ (ଏନଡିଏ) ପ୍ରାର୍ଥୀ ଜଗଦୀପ ଧନଖରଙ୍କୁ ସମର୍ଥନ ଜଣାଇଛନ୍ତି। ସରକାରୀ ସୂତ୍ର ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀନ ପଟ୍ଟନାୟକଙ୍କ ସହ ଫୋନ ମାଧ୍ୟମରେ ଧନଖରଙ୍କ ସମର୍ଥନ ଲୋଡ଼ିବା ପରେ ମୁଖ୍ୟମନ୍ତ୍ର୍ୟ ନବୀନ ପତନୟକ ଏହି ନିଷ୍ପତ୍ତି ନେଇଛି।ଜଗଦୀପ୍ଙ୍କ ନାମାଙ୍କନ ସମୟରେ ମଧ୍ୟ ବିଜେଡିର ସାଂସଦ ଉପସ୍ଥିତ ରହିବେ […]