ବରଗଡ଼୧୨/୦୭(ନବୀନ କୁମାର୍ ଦାଶ):ବରଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ନବ କଳେବର ଅଫିସ ଗୃହ ବରଗଡ଼ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ ଙ୍କ କରକମଳ ରେ ଉଦଘାଟିତ ହୋଇ ଯାଇଛି। ଉଦଘାଟନୀ ଉତ୍ସବରେ ବରଗଡ଼ ପୌର ପରିଷଦ ଅଧ୍ୟକ୍ଷା କଲ୍ପନା ମାଝୀ, ପଶ୍ଚିମ ଓଡ଼ିଶା ବରିଷ୍ଠ ନାଗରିକ ମହା ସଂଘ ସଭାପତି ପ୍ର: ଟହଲୁ ସାହୁ,ବରଗଡ଼ ସଂଘ ସଭାପତି ପ୍ରମୋଦ ଝାଙ୍କର,ସଂପାଦକ ଗୋବିନ୍ଦ ଦାଶ,ଉପ ସଭାପତି ନିର୍ମଳ କିଶୋର କର ମଞ୍ଚାସୀନ […]

କଟକ(ସଂଜୟ ଶତପଥୀ)୭/୭/୨୫: ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇ ଜୁଲାଇ ୯ ସର୍ବ ଭାରତୀୟ ଧର୍ମ ଘଟ କୁ ସମର୍ଥନ କରିଛି।ଶ୍ରମିକ କୃଷକ ଙ୍କ ଦାବି କୁ ସମର୍ଥନ କରି ଶ୍ରମିକ ବିରୋଧୀ ଶ୍ରମ କୋର୍ଡ ବାତିଲ କରିବା, କୃଷକ ମାନଙ୍କୁ ଉତ୍ପାଦନ ର ସର୍ବ ନିମ୍ନ ସହାୟକ ମୂଲ୍ୟ ସୁନିଶ୍ଚିତ କରିବା, ସର୍ବ ନିମ୍ନ ମାସିକ ପେନସନ ୯୦୦୦ ,ଓପିଏସ ପୁନଃ ଲାଗୁ କରିବା, ଯୁବକଙ୍କୁ ନିଯୁକ୍ତି, ସର୍ବ ନିମ୍ନ […]

 କାର୍ଯ୍ୟକର୍ତାଙ୍କ ପାଇଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିପାରିଛି ମନମୋହନ ଚତୁର୍ଥ ଥର ସଭାପତି, ମୋହନ ମାଝୀ ଚତୁର୍ଥ ଥର ବିଧାୟକ,ଏହି ଯୋଡ଼ାକୁ ଘୋଡ଼ା ସରି ନୁହେଁ : ମୁଖ୍ୟମନ୍ତ୍ରୀ ମନମୋହନଙ୍କ ନେତୃତ୍ୱରେ ସରକାର ଏବଂ ସଂଗଠନ ଆଗକୁ ବଢ଼ିବ: ବୈଜୟନ୍ତ ପଣ୍ଡା ରାଜ୍ୟରେ ତ୍ରିପଲ ଏମ୍ ସରକାର ଚାଲିଛି, ମୋଦି, ମୋହନ, ମନମୋହନ: ସମ୍ବିତ ପାତ୍ର ଓଡ଼ିଶାରେ ଲମ୍ବା ଇନିଂସ ଖେଳିବ ବିଜେପି ସରକାର ଅସମ୍ଭବ […]

ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଅତିରିକ୍ତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁରଜ କୁମାର ପଟ୍ଟନାୟକ,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର […]

ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ ସାମଲ ସମସ୍ତ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନାମାଙ୍କନ ଦାଖଲ କଲେ ଆଜି ସଭାପତିଙ୍କ ନାମ ଘୋଷଣା…. ଭୁବନେଶ୍ୱର(ନି.ପ୍ର):ବିଜେପି ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀଭାବେ ଶ୍ରୀ ମନମୋହନ ସାମଲ […]

ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ ଓ ୮ରେ ଚୂଡ଼ାନ୍ତ ଫଳାଫଳ ଘୋଷଣା: ଡ.ଯତୀନ ମହାନ୍ତି  ଚୂଡ଼ାନ୍ତ ମତାଦାତାଙ୍କ ସୂଚୀ ପ୍ରକାଶ ନାମାଙ୍କନ ପତ୍ର ଦାଖଲ ଆସନ୍ତା କାଲି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ହେବ ଏବଂ ନାମାଙ୍କନ ସମ୍ପର୍କିତ ଆପତି ଅଭିଯୋଗର ଯାଂଚ କରାଯାଇ ଅପରାହ୍ନ ୪.୩୦ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଭୁବନେଶ୍ୱର(ନି.ପ୍ର)୦୬/୦୭: ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ […]

ସ୍ୱଳ୍ପ ସମୟ ଅବଧିରେ ଲମ୍ବା ସଂଘର୍ଷର ଯାତ୍ରା ଅତିକ୍ରମ କରିଥିଲେ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ : ମନମୋହନ ସାମଲ  ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେପି ନେତୃବୃନ୍ଦ। ଭୁବନେଶ୍ୱର(ନି.ପ୍ର)୦୬/୦୭: ଭାରତୀୟ ଜନସଂଘର ପ୍ରତିଷ୍ଠାତା ସ୍ୱର୍ଗତଃ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଜଣେ ଦୂରଦ୍ରଷ୍ଟା ରାଜନେତା ଥିଲେ ।ଦେଶର ସାମଗ୍ରିକ ବିକାଶ, ଅର୍ଥନୀତି ବିକାଶ, ସାମାଜିକ ନୀତି ଏବଂ ଦେଶର ରାଷ୍ଟ୍ରୀୟ ସୁରକ୍ଷା ନୀତି କିଭଳି […]

ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣାବିଧାୟକ ସନ୍ତୋଷ ଖଟୁଆଙ୍କୁ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି।ତିନି ଜଣ ମୁଖ୍ୟ ଅଭିଯୁକ୍ତ ବିଧାୟକଙ୍କ ଫାର୍ମ ହାଉସରୁ ଗିରଫବିଧାୟକଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଶୂନ।ଏହି ଘଟଣାରେ, ବିଧାୟକଙ୍କୁ ତୁରନ୍ତ ଗିରଫ କରାଯାଉ।ଭୁବନେଶ୍ବର(ନି.ପ୍ର): ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ […]

ରଥଯାତ୍ରା ଅବ୍ୟବସ୍ଥା ଓ ବିଏମସିରେ ଗୁଣ୍ଡାରାଜ ଘଟଣା ସାରା ଦେଶରେ ରାଜ୍ୟକୁ ନିନ୍ଦିତ କରିଛି।ବିଏମସି ଘଟଣାରେ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ କରାଯାଉ।ଭୁବନେଶ୍ୱର(ନି.ପ୍ର)୦୨/୦୭: ବିଏମସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ନହେବା ଓ ପୁରୀରେ ରଥଯାତ୍ରାକୁ ନେଇ ବ୍ୟାପକ ଅବ୍ୟବସ୍ଥା ପରେ, ଆଇନ ମନ୍ତ୍ରୀଙ୍କ ଭୂମିକାକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଏହି ଦୁଇ ଘଟଣା ସାରା ଦେଶରେ […]

ବରଗଡ଼୦୧/୦୭(ନବୀନ କୁମାର ଦାଶ):ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଅମା ନୁଷିକ ଆକ୍ରମଣକୁ ଦୃଢ଼ନିନ୍ଦା କରି ବରଗଡ ଜିଲ୍ଲାରେ କାର୍ଯ୍ୟ ରତ ୪୨ ଜଣ ଓଏଏସ ଅଧି କାରୀ ଏବଂ ୨୨ ଜଣ ଓଆର ଏସ ଅଧିକାରୀଙ୍କୁ ମିଶାଇ ସମୁ ଦାୟ ୬୫ ଜଣ ଅଧିକାରୀ ଆଜି ଠାରୁ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସାମୁହିକ ଛୁଟିରେ ରହିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଆବେଦନ ପତ୍ର […]

Pin It on Pinterest