ବରଗଡ଼୦୭/୧୦(ନବୀନ କୁମାର ଦାଶ): ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସମ୍ବଲ ପୁର ଠାରୁ ଅଯୋଧ୍ୟା ଏବଂ ବାରଣାସୀ ଅଭିମୁଖେ ଆଧ୍ୟାତ୍ମିକ ଯାତ୍ରାରେ ବରଗଡ ଜିଲ୍ଲାର ୧୨୭ ଜଣ ବରିଷ୍ଠ ନାଗରିକ ତଥା ତୀର୍ଥଯାତ୍ରୀଙ୍କ ଯାତ୍ରାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ଟାଉନ ହଲ ଠାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ ଏବଂ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ […]

ବରଗଡ଼୦୪/୧୦(ନବୀନ କୁମାର ଦାଶ): ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ରୁ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଶୁଭାରମ୍ଭ ହୋଇ ଯାଇଛି। ବରଗଡ ଜିଲ୍ଲା ସଭାପତି ସୁଶାନ୍ତ କୁମାର ମହାପାତ୍ର ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ଯୋଗ ଦେଇ ଜନ ସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରି ଥିଲେ।ଏହି ଅବସର ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଜିଲ୍ଲା ପରିଷଦ ସଭ୍ୟ […]

ବାଙ୍ଗାଲୋର(ନି.ପ୍ର)୦୩/୧୦: ବାଙ୍ଗାଲୋର ୟଲଙ୍କା- ଚୋଖନହଲ୍ଲି ଅଞ୍ଚଳ ରେ ଥିବା ପ୍ରୋଭିଡେଣ୍ଟ ହାରମୋନି ଠାରେ ରାମଲୀଳା ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଅଣ କୁଶଳୀ କଳାକାର ମାନେ ଗତ ତିନି ମାସ ହେବ ବିଭିନ୍ନ ଭୂମିକା ରେ ଅଭିନୟ ଶିକ୍ଷା କରି ରାମ ଚନ୍ଦ୍ରଙ୍କ ଜନ୍ମୋତ୍ସବ ଠାରୁ ବନ ବାସ,ଭରତଙ୍କ ରାଜ୍ୟାଭିଷେକ, ଶ୍ରୀରାମ ଙ୍କ କଠଉକୁ ଭରତ ମୁଣ୍ଡ ରେ ବୋହି ସିଂହାସନରେ ଅଭିଷିକ୍ତ କରାଇବା,ରାବଣ ସୀତାଙ୍କୁ ହରଣ କରିବା,ରାମ […]

ଭୁବନେଶ୍ବର(ନି.ପ୍ର): ଅଗ୍ରଣୀ ସଂଗଠନ ଭାଗବତ ଟୁଙ୍ଗି ପ୍ରଚାର ସମିତି ଓଡ଼ିଶା ତରଫରୁ ଭୁବନେଶ୍ୱର ନଅ ନମ୍ବର ଲେନ୍ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ସମିତିର ସଭାପତି ବାବାଜି ସ୍ବାଇଁ (ନଙ୍ଗୁଳି ବାବା) ଙ୍କ ଅଧ୍ୟକ୍ଷତା ରେ ଏକ ରାଜ୍ୟ ସ୍ତରୀୟ ଭକ୍ତ ସମ୍ମିଳନୀ ଅନୁଷ୍ଠିତ ହୋଇ,ନୂତନ କର୍ମକର୍ତ୍ତାଙ୍କ ଚୟନ କରାଯାଇଛି। ଏହି ସଭାରେ ଓଡିଶାରୁ କୋଣ ଅନୁକୋଣରୁ ଭଗବତ ପ୍ରେମିମାନେ ଯୋଗ ଦେଇ ଥିଲେ।ଉକ୍ତ ସଭାରେ ନିୟମ ଅନୁଯାୟୀ ପରିଚାଳନା […]

ଗୌତମ ମିଶ୍ର(ଭୁବନେଶ୍ବର):ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ବଦଳି ଓ ନିଯୁକ୍ତି ପାଇଁ, ଓଡ଼ିଶା ସରକାର ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ଯରେ ହେବ। ଶିକ୍ଷକମାନେ ନିଜ ଜିଲାରେ ନିଯୁକ୍ତି ପାଇବେ ନାହିଁ। ଯଦି ପାଆନ୍ତି ତେବେ ନିଜ ବ୍ଲକରେ ରହିବାକୁ ଅନୁମତି ମିଳିବ ନାହିଁ। ଗୋଟିଏ ସ୍ଥାନରେ ଅତିକମରେ ୩ ବର୍ଷ କାମ କରିବା ପରେ ବଦଳି ପାଇଁ ଯୋଗ୍ୟ ହେବେ, କିନ୍ତୁ […]

ପଦ୍ମପୁର୧୯/୦୯(ନବୀନ କୁମାର ଦାଶ):ବଲାଙ୍ଗୀର- ପାଟଣାଗଡ-ହରିଶଙ୍କର- ନୃସିଂହନାଥ-ପାଇକମାଳ- ନୂଆପଡ଼ାକୁ ଜାତୀୟ ରାଜପଥ ଅନ୍ତର୍ଭୁକ୍ତ କରିବା ପାଇଁ ବରଗଡ ସାଂସଦ ପ୍ରଦୀପ ପୁରୋହିତ କରିଥିବା ଦାବି ଉପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ବିଭାଗ ମନ୍ତ୍ରୀ ନୀତୀନ ଗଡକରି ଉତ୍ତର ରଖିଛନ୍ତି। ଏ ପ୍ରସଙ୍ଗରେ ଶ୍ରୀ ପୁରୋହିତଙ୍କ ଦାବିର ଉତ୍ତରରେ କେନ୍ଦ୍ରମନ୍ତ୍ରୀ ତାଙ୍କ ପତ୍ରରେ ଲେଖିଛନ୍ତି ଯେ, ବିଭିନ୍ନ ରାଜ୍ୟ ସରକାର ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାରଙ୍କ ଦାବିକୁ ତର୍ଜମା […]

ଚୌଦ୍ଵାର(ଦୀପକ କୁମାର ବେଉରା):ଜାତୀୟ ଅଭିଯାନ “ଏକ ପେଡ଼, ମା କେ ନାମ ୨.୦” ଆନୁକୂଲ୍ୟରେ ଇମ୍ଫା ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ସ୍ଥାନୀୟ ଟାଙ୍ଗୀ ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଗୋଖଲେ ଆଇଡିଆଲ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ସଙ୍କରପୁର ଓ ସାଳଗାଁରେ ଆୟୋଜିତ ହୋଇଯାଇଛି।ଏହି ଅବସରରେ ଶ୍ରୀ ଧର୍ମାନନ୍ଦ ବେହେରା, ପୂର୍ବତନ ବିଧାୟକ; ଶ୍ରୀମତୀ ରଶ୍ମିତା ପାଣିଗ୍ରାହୀ, ଆଞ୍ଚଳିକ ଅଧିକାରୀ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, କଟକ; ଗୋଖଲେ ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ, ଇମ୍ଫାର ବରିଷ୍ଠ […]

ସଂଜୟ ଶତପଥୀ(କଟକ):ଓଡ଼ିଶା ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଓଡ଼ିଶା ଉତ୍କଳ ବାହିନୀ ପକ୍ଷରୁ କଟକର ମର୍କତ ନଗରସ୍ଥିତ କାର୍ଯ୍ୟାଳୟ ଠାରେ ଏକ ବୈଠକ ଅନୁଷ୍ଠାନ ର ଆବାହକ ଶ୍ରୀ ପୂଣ୍ୟଶ୍ଲୋକ ମହାନ୍ତି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଥମ ପର୍ଯ୍ୟାୟରେ ଭାରତର ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି ଙ୍କ ୭୫ ତମ ଜନ୍ମଜୟନ୍ତୀ ପାଳନ ଅବସରରେ ମାନନୀୟ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘ ନିରାମୟ […]

ବରଗଡ଼୧୭/୦୯(ନବୀନ କୁମାର ଦାଶ):ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଙ୍କ ୭୫ତମ ଜନ୍ମ ଦିବସ ଉପ ଲକ୍ଷେ ସାରା ରାଜ୍ଯରେ ଆୟୋ ଜିତ ହେଉଛି ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ କ୍ରମେ ରାଜ୍ଯର ସମସ୍ତ ଗ୍ରାମରେ ଲୋକେ ଏହି ଅଭିଯାନରେ ସାମିଲ ହୋଇ ଜନ୍ମଦାତ୍ରୀ ମା’ ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହ ଗଛ ଲଗାଇ ଭବିଷ୍ୟତ ପିଢ଼ି […]

ବରଗଡ଼୧୫/୦୯(ଅତାବିରା):ବରଗଡ଼ ଜିଲ୍ଲା ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର […]

Pin It on Pinterest