ବରଗଡ଼୦୫/୦୫/୨୦୨୫(ନବୀନ କୁମାର ଦାଶ):ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ର କେନ୍ଦ୍ରର ଥିଲା ବରଗଡ଼ ସଦର।ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ ପହଂଚି ଥିଲା ଆମ୍ ଆଦମୀ ପାର୍ଟି। ଗତ ଶନିବାର ଦିନ ବରଗଡ ଜିଲ୍ଲାରେ ହୋଇଥିବା ଅଦିନିଆ ବର୍ଷା ଓ କୁଆ ପଥର ମାଡ଼ ରେ ଜିଲ୍ଲାର ସମସ୍ତ ବ୍ଲକ ରେ ଧାନ ଫସଲ ବ୍ୟାପକ ଭାବେ ନଷ୍ଟ ହୋଇଥିବା ଜଣାପଡିଛି ତେଣୁ ସମସ୍ତ କ୍ଷୟ କ୍ଷତି କୁ ଆକଳନ କରି […]
BJP Odisha
ଚାଷୀମାନଙ୍କୁ ସମୃଦ୍ଧ କରିବା ପାଇଁ ରାଜ୍ୟ ସରକାର ସ୍ୱଳ୍ପ ସମୟ ମଧ୍ୟରେ କରିଥିବା କୃଷକ କଲ୍ୟାଣକାରୀ ଯୋଜନା ଏକ ଐତିହାସିକ ପଦକ୍ଷେପ କୃଷି କ୍ଷେତ୍ରରେ ଓଡ଼ିଶା ଏବେ ରପ୍ତାନୀ ରାଜ୍ୟ ଭାବେ ପରିଣତ ହୋଇଛି :କନକବର୍ଦ୍ଧନ ସିଂଦେଓ କୃଷି କଲ୍ୟାଣକାରୀ ଯୋଜନାଗୁଡ଼ିକୁ ରାଜ୍ୟର ସବୁ ଲୋକଙ୍କ ପାଖରେ ପହଂଚାଇବାକୁ ଆହ୍ୱାନବାସ୍ତବବ୍ୟୁର(ଭୁବନେଶ୍ୱର)ତା.୫/୫: ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ଚାଷୀମାନଙ୍କୁ ସମୃଦ୍ଧ କରିବା ପାଇଁ ସ୍ୱଳ୍ପ ସମୟ ମଧ୍ୟରେ […]
ବରଗଡ଼(ନବୀନ କୁମାର ଦାଶ):ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ବରମୁଣ୍ଡା ଓୟୁଏଟି ଫାର୍ମ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ କୃଷକ ଦିବସ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସି.ଏମ୍ କିଷାନ ଯୋଜନା ରେ ରାଜ୍ୟର ୫୦,୧୬,୯୩୮ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୪୯,୪୮୨ ସଂଖ୍ୟକ ଭୂମିହୀନ କୃଷି ପରିବାର ଏବଂ ୨,୩୮୨ ଜନଜାତି କୃଷକ ପରିବାରକୁ ୨୦୨୫ ଖରିଫ ଫସଲ ୠତୁ ପାଇଁ ୧୦୨୫ […]
ମଧୁବାବୁଙ୍କ ଦ୍ୱାରା ଲିଖିତ କବିତା ଓଡ଼ିଆଙ୍କ ଜନମାନସରେ ଆନ୍ଦୋଳନ ସୃଷ୍ଟି କରିଥିଲା: ରବି ନାରାୟଣ ନାୟକ। ପ୍ରତିକୂଳ ପରିସ୍ଥିତି ସତ୍ୱେ ଓଡ଼ିଆ ଅସ୍ମିତାକୁ ଉଜ୍ଜୀବିତ କରିବାରେ ସଫଳ ହୋଇଥିଲେ ମଧୁବାବୁ । ମଧୁବାବୁଙ୍କ ସ୍ୱପ୍ନର ଓଡ଼ିଶା ଗଠନ କରିବାକୁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ। ଶିଳ୍ପ, କୃଷି, ପର୍ଯ୍ୟଟନ ଆଦି କ୍ଷେତ୍ରରେ ଏକ ନମ୍ବର ହେବ ଓଡ଼ିଶା।ବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୮/୦୪: ଆଜି ଆମ ସମସ୍ତଙ୍କ ପାଇଁ ପ୍ରେରଣା ଓ ଆତ୍ମବିଶ୍ୱାସର ଦିନ । […]
ବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୭/୦୪: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ କାର୍ଯ୍ୟକ୍ରମର ୧୨୧ ତମ ସଂସ୍କରଣରେ କଶ୍ମୀରର ପହଲଗାମରେ ଆତଙ୍କବାଦୀ ବର୍ବୋରଚିତ ଆକ୍ରମଣ ଘଟଣାକୁ ମନେ ପକାଇ ଦୁଃଖବ୍ୟକ୍ତ କରିଛନ୍ତି । ପୀଡ଼ିତ ଏବଂ ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ପୀଡ଼ିତଙ୍କ ପରିବାରକୁ ନିଶ୍ଚିନ୍ତ ନ୍ୟାୟ ମିଳିବ ଏବଂ ଆତଙ୍କବାଦୀମାନଙ୍କୁ କଡ଼ା ଜବାବ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଭରସା ଦେଇଛନ୍ତି । ଆତଙ୍କବାଦୀ ବିରୋଧ ଲଢ଼େଇରେ ପୁରା […]
ବରଗଡ଼:-୨୪/୦୪(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲାରୁ ଆଗାମୀ ରବି ଧାନ କିଣା ଆରମ୍ଭ କରିବା ପାଇଁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଚାଷୀଙ୍କ ସୁବିଧାକୁ ଗୁରୁତ୍ଵ ଦେଇ ସମସ୍ତ ଧାନ ସଂଗ୍ରହ କେନ୍ଦ୍ର ଏବଂ ମଣ୍ଡିରେ ଡିଜିଟାଲ ଆର୍ଦ୍ରତା ମିଟର, ତାରପୋଲିନ, ୱେବ୍ରିଜ,ବିଶ୍ଳେଷଣ କିଟ୍ ଆଦି ଯୋଗାଇବା ସହିତ ପ୍ରତୀକ୍ଷା କକ୍ଷ, ଛାଇ, ପାନୀୟଜଳ,ଲାଇଟ,ପାଇଖାନା, ସିସିଟିଭି ଏବଂ […]
ବରଗଡ଼:-୨୩.୪(ନବୀନ କୁମାର ଦାଶ):କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା ଓ ପ୍ରାଣ ହରାଇ ଥିବା ୨୭ ଜଣ ଦିବଂଗତ ଆତ୍ମା ଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଲା ବରଗଡ଼ ନାଗରିକ ମଞ୍ଚ । ବରଗଡ଼ ସରକାରୀ ବସ ଷ୍ଟାଣ୍ଡ ରେ କ୍ୟାଣ୍ଡେଲ ଜଳାଇ ନିରବ ପ୍ରାର୍ଥନା କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ନାଗରିକ ମଞ୍ଚ ର ସଦସ୍ୟ ମାନେ। ଏପରି କାପୁରୁଷ ଓ ଭୀରୁ […]
ବିଜେପି ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ନିଆଳୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନିଆଳୀ ବ୍ଲକର ବିଭିନ୍ନ ପଂଚାୟତର ସରପଂଚ, ସମିତିସଭ୍ୟ, ୱାର୍ଡ ମେମ୍ବର ଓ ବରିଷ୍ଠ ନେତାଙ୍କ ବିଜେପିରେ ଯୋଗଦାନ ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତିବାସ୍ତବବ୍ୟୁରୋ(ଭୁବନେଶ୍ୱର):ତା.୨୩/୦୪-ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ […]
ପ୍ରତ୍ୟେକ ବିଧାନସଭା କ୍ଷେତ୍ରରେ ଚାଷୀ ସମାବେଶ କରାଯିବ ଚାଷ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଚାଷୀମାନଙ୍କୁ ସମ୍ମାନିତ କରାଯିବ କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ ନେତୃବୃନ୍ଦ ଯୋଗଦାନ କରିବା ପାଇଁ ବିଜେପି କୃଷକ ମୋର୍ଚ୍ଚା ତରଫରୁ ନିମନ୍ତ୍ରଣ କରାଯିବ ବାସ୍ତବବ୍ୟୁରୋ(ଭୁବନେଶ୍ୱର):ତା.୨୨/୦୪: ଅକ୍ଷୟ ତୃତୀୟା ହେଉଛି ଏକ କୃଷିଭିତିକ ପର୍ବ । ଓଡ଼ିଶାର ଆବାହନକାଳରୁ ଏହି ଦିନ ଚାଷୀ ନିଜ ଜମିରେ […]
ବରଗଡ଼୨୧/୪(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲା ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମତୀ ସାହୁଙ୍କ ସମେତ ଜିଲ୍ଲାପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପଦାରବିନ୍ଦ ତ୍ରିପାଠୀ,ବରପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାର ଏବଂ ବ୍ଲକ ଅଧ୍ୟକ୍ଷା ରୀନା […]


