ବାସ୍ତବବ୍ୟୁରୋ: ଭାରତୀୟ ଡାକ ବିଭାଗ ଏହାର Iconic Registered Post serviceକୁ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ୫୦ ବର୍ଷର ଯୁଗର ଶେଷ ବୋଲି ଦର୍ଶାଉଛି। ୧ ସେପ୍ଟେମ୍ବର ୨୦୨୫ରୁ, କାର୍ଯ୍ୟକୁ ଆଧୁନିକୀକରଣ କରିବା ଲକ୍ଷ୍ୟରେ ସ୍ପିଡ ପୋଷ୍ଟ ସହିତ ଏକ ରଣନୈତିକ ସମନ୍ବୟର ଅଂଶ ଭାବରେ ଏହି ସେବାକୁ ପର୍ଯ୍ୟାୟକ୍ରମେ ବନ୍ଦ କରାଯିବ। ୫୦ ବର୍ଷରୁ ଅଧିକ ସମୟ ଧରି ଏକ ବିଶ୍ୱସ୍ତ ସେବା, Registered Post […]

ବରଗଡ଼/ପଦ୍ମପୁର୦୫/୦୮(ନବୀନ କୁମାର ଦାଶ):ଅଦା,ହଳଦୀ ଓ ପାମ୍ ତେଲର ସହାୟତା ରାଶି ବୃଦ୍ଧି କରିବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି।ଏନେଇ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନଙ୍କ ନିକଟରେ ଏଭଳି ଦାବି ଉପ ସ୍ଥାପନ କରିଛନ୍ତି ବରଗଡ଼ ସାଂସଦ। ଓଡ଼ିଶାରେ ମସଲା ବିକାଶ ଓ ପାମ୍ ତେଲ କ୍ଷେତ୍ରର ବିକାଶମୂଳକ କାର୍ଯ୍ୟକ୍ରମରେ ଆସୁଥିବା ସହାୟତା ରାଶି ବୃଦ୍ଧି କରାଯାଉ।ଓଡ଼ିଶାରେ ମସଲା ବିକାଶ କାର୍ଯ୍ୟକ୍ରମରେ ଅଦା ଓ ହଳଦୀ ଏବଂ ପାମ୍ […]

କେନ୍ଦ୍ରାପଡ଼ା(ନି.ପ୍ର):ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି।କେନ୍ଦ୍ରାପଡ଼ା ମୁନ୍ସିପାଲଟି ଟାଉନ ହଲ ଠାରେ ଅନୁଷ୍ଠିତ ମିଳିତ ଜନଶୁଣାଣି ଶିବିରରେ ମୋଟ ୧୭୫ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା।ସେଥି ମଧ୍ୟରୁ ଟି ୧୫୫ ବ୍ୟକ୍ତିଗତ ଏବଂ ୨୦ଟି ସାମୂହିକ ଅଭିଯୋଗ । ରେଡ଼କ୍ରସରୁ ଜଣଙ୍କୁ ୩ ହଜାର ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୪ ଜଣଙ୍କୁ ୭୦ ହଜାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅଭିଯୋଗ […]

ବରଗଡ଼୦୩/୦୮(ନବୀନ କୁମାର ଦାଶ):ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରା ୟଣ ନାୟକ ଦିନିକିଆ ବରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟ ସମୀକ୍ଷା କରିବା ସହ ନିଜ ବିଭାଗର ସମୁଦାୟ ୫୦ କୋଟି ୨୫ ଲକ୍ଷ ଟଙ୍କାର ୧୦୭୮ ଗୋଟି ପକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଶୁଭ ଲୋକାର୍ପଣ କରିଛନ୍ତି। ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ସମୀକ୍ଷା […]

କେନ୍ଦ୍ରାପଡ଼ା(ଜୟନ୍ତ ଶତପଥୀ): କେନ୍ଦ୍ରାପଡ଼ା, ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଲାଇଭ ଷ୍ଟ୍ରିମିଙ୍ଗ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ପି.ଏମ କିଶାନ ସମ୍ମାନ ନିଧି ଅନ୍ତର୍ଗତ ଚାଷୀ ମାନଙ୍କୁ ସହାୟତା ରାଶି ହସ୍ତାନ୍ତର କାର୍ଯ୍ୟକ୍ରମକୁ ମାନ୍ୟବର ସାଂସଦ କେନ୍ଦ୍ରାପଡ଼ା ବୈଜୟନ୍ତ ପଣ୍ଡା,ମହାକାଳପଡା ବିଧାୟକ ଦୁର୍ଗାପ୍ରସନ୍ନ ନାୟକ, ଜିଲ୍ଲା ପରିଷଦ ସଭାପତି ଲିଳିତା ଦାସ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ସୁରେଶ ଚନ୍ଦ୍ର ମଲ୍ଲିକ ସମେତ ବିଭିନ୍ନ ବିଭାଗୀୟ […]

କେନ୍ଦ୍ରାପଡ଼ା(ରାଜେଶ ମହାନ୍ତି)୦୨/୦୭:ଏଣିକି ଆଉ କାଗଜ ଫାଇଲ ଦେଖିବାକୁ ମିଳିବ ନାହିଁ ଡିଜିଟାଲ ମୋଡରେ କାର୍ଯ୍ୟ କରିବ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ।ବ୍ଲକ ଠାରୁ ଜିଲ୍ଲା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏହି ଡିଜିଟାଲ ବ୍ୟବସ୍ଥା ଲାଗୁ ହୋଇଛି।ଏହାକୁ ଓସ୍ଵାସ( ଓଡିଶା ଷ୍ଟେଟ ୱାର୍କ ଫ୍ଲୋ ଅଟୋମେସନ ସିଷ୍ଟମ) କୁହାଯାଏ। ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ରଘୁରାମ ଆର ଆୟାରଙ୍କ ଅଧ୍ୟକ୍ଷତା ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ସମସ୍ତ ଜିଲ୍ଲା […]

ବରଗଡ୩୧/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲାରେ ସ୍ଥାପନ ହେଉ କୃଷି ବିଶ୍ୱବିଦ୍ୟାଳୟ।ଏନେଇ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜସିଂ ଚୌହାନ ଙ୍କୁ ବରଗଡ଼ ସାଂସଦ ଅନୁରୋଧ କରିଛନ୍ତି।ଏହି ପ୍ରସ୍ତାବ ଉପରେ ଗମ୍ଭୀରତା ସହ ବିଚାର କରିବାକୁ କହିଛନ୍ତି ପ୍ରଦୀପ ପୁରୋହିତ। ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆବଶ୍ୟକ ସର୍ବେକ୍ଷଣ ଏବଂ ରାଜ୍ୟ ସରକାରଙ୍କ ସହ ସମନ୍ୱୟ ରଖି ବରଗଡ଼ରେ ଏକ ସ୍ୱତନ୍ତ୍ର କୃଷି ବିଦ୍ୟାଳୟ ସ୍ଥାପନା ପାଇଁ ଆବଶ୍ୟକ […]

କଳହାଣ୍ଡି(ନି.ପ୍ର): କଳାହାଣ୍ଡି ଜିଲ୍ଲାର ଏକ ପୁରାତନ ପ୍ରତିଷ୍ଠିତ ଆଦର୍ଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରୁପରାରୋଡ ର ପ୍ରଧାନ ଶିକ୍ଷକ ରଞ୍ଜନ ତ୍ରିପାଠୀ ଙ୍କୁ ଅନ୍ୟତ୍ର ବଦଳି ପ୍ରତିବାଦ ରେ ଗତ ଶନିବାର ଠାରୁ ଚାରିଦିନ ଧରି ଖରା ବର୍ଷା ରେ କୋମଲମତି ଛାତ୍ରଛାତ୍ରୀ ଙ୍କ ଶହ ଗ୍ରାମବାସୀ ଓ ଅଭିଭାବକ ମାନେ ସ୍କୁଲ ସମ୍ମୁଖରେ ଧାରଣା ଦେଉଥିବା ଦେଖିବାକୁ ମିଳିଛି । ଉକ୍ତ ଶିକ୍ଷକ ଜଣକ ତିନିବର୍ଷ ହେବ ଏହି […]

ବରଗଡ୨୯/୦୭(ନବୀନ କୁମାର ଦାଶ):କେନ୍ଦ୍ର ସରକାର ଙ୍କ ନିକଟରେ ବରଗଡ଼ ସାଂସଦ ଙ୍କ ଦାବି।ଓଡ଼ିଶାରେ ଏଫସିଆଇ ଗୋଦାମରେ ବଢ଼ୁଥିବା ଷ୍ଟକକୁ ନଜରରେ ରଖି ଶୀଘ୍ର ଚାଉଳ ଉଠାଯାଉ।ଏନେଇ ସଂସଦରେ ଦୃଷ୍ଟି ଆକର୍ଷଣ କରିଛନ୍ତି ସାଂସଦ ପ୍ରଦୀପ ପୁରୋହିତ। ଏବେସୁଦ୍ଧା ଖରିଫ ଓ ରବି ଋଚ୍ଛୁରେ ୭୩.୫ ଲକ୍ଷ ମେଟ୍ରିକ ଟନ୍ ଧାନ କିଣା ଯାଇଛି।ଏହାଭିତରୁ ୪୯.୬ ଲକ୍ଷ ମେଟ୍ରିକ ଟନ୍ ଚାଉଳ ପ୍ରସ୍ତୁତ ହୋଇଛି।ରାଜ୍ୟର ବାର୍ଷିକ ଆବଶ୍ୟକତା ରହିଛି ମାତ୍ର ୨୬ […]

ବରଗଡ଼/ପଦ୍ମପୁର୨୯/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ପଦ୍ମପୁର ଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଯାଉ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି କେନ୍ଦ୍ରୀ ୟ ବିଦ୍ୟାଳୟ ସ୍ଥାପନ ପାଇଁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। କେନ୍ଦ୍ରୀୟ ବିଦ୍ୟାଳୟ ଦେଶର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ।ତେଣୁ ଏହାର ସ୍ଥାପନା ହେଲେ ପଦ୍ମପୁର ଅଂଚଳର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଉଚ୍ଚସ୍ତରୀୟ ଶିକ୍ଷା ବ୍ୟବସ୍ଥା ନିର୍ମାଣ ହୋଇପାରିବ । ଯାହାଦ୍ବାରା […]

Pin It on Pinterest