ରଥଯାତ୍ରା ଅବ୍ୟବସ୍ଥା ଓ ବିଏମସିରେ ଗୁଣ୍ଡାରାଜ ଘଟଣା ସାରା ଦେଶରେ ରାଜ୍ୟକୁ ନିନ୍ଦିତ କରିଛି।ବିଏମସି ଘଟଣାରେ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ କରାଯାଉ।ଭୁବନେଶ୍ୱର(ନି.ପ୍ର)୦୨/୦୭: ବିଏମସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ନହେବା ଓ ପୁରୀରେ ରଥଯାତ୍ରାକୁ ନେଇ ବ୍ୟାପକ ଅବ୍ୟବସ୍ଥା ପରେ, ଆଇନ ମନ୍ତ୍ରୀଙ୍କ ଭୂମିକାକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଏହି ଦୁଇ ଘଟଣା ସାରା ଦେଶରେ […]
BJP Odisha
ବରଗଡ଼୦୧/୦୭(ନବୀନ କୁମାର ଦାଶ):ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଅମା ନୁଷିକ ଆକ୍ରମଣକୁ ଦୃଢ଼ନିନ୍ଦା କରି ବରଗଡ ଜିଲ୍ଲାରେ କାର୍ଯ୍ୟ ରତ ୪୨ ଜଣ ଓଏଏସ ଅଧି କାରୀ ଏବଂ ୨୨ ଜଣ ଓଆର ଏସ ଅଧିକାରୀଙ୍କୁ ମିଶାଇ ସମୁ ଦାୟ ୬୫ ଜଣ ଅଧିକାରୀ ଆଜି ଠାରୁ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସାମୁହିକ ଛୁଟିରେ ରହିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଆବେଦନ ପତ୍ର […]
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା,କ୍ରୀଡା ଓ ସଂସ୍କୃତି ବିଭାଗ ମନ୍ତ୍ରୀ ୨୨୦୭.୭ ଲକ୍ଷ ଅଟକଳ ମୂଲ୍ୟର ୧୬ ଗୋଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ସହ ହିତାଧିକାରୀଙ୍କୁ ପ୍ରଦାନ କଲେ ବିଭିନ୍ନ ସରକାରୀ ସୁବିଧା। ବରଗଡ଼(ନବୀନ ଦାଶ) ୨୮/୦୬:ରାଜ୍ୟ ସରକାର ଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ସ୍ଥାନୀୟ ଆରଏମସି ପଡିଆ ଠାରେ ଗରିବ କଲ୍ୟାଣ ଏବଂ ବିକାଶ ସମାବେଶ ଅନୁଷ୍ଠିତ ହୋଇଛି।ସମାବେଶରେ ମୁଖ୍ୟ ଅତିଥି ଭାବେ […]
୨୯ରୁ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ।ଭୁବନେଶ୍ୱର(ନି.ପ୍ର)୨୮/୦୬: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧ ସୁଦ୍ଧା ଶେଷ ହେବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ […]
ବରଗଡ:୨୨/୦୬(ନବୀନ କୁମାର ଦାଶ):ଅଗ୍ନିପଥ ସ୍କିମ୍ ଏବଂ ନିୟମିତ କ୍ୟାଡର ଅନ ଲାଇନ୍ ସାଧାରଣ ପ୍ରବେଶିକା ପରୀକ୍ଷା ୩୦ ଜୁନ୍ ୨୦୨୫ ରୁ ୧୦ ଜୁଲାଇ ୨୦୨୫ ପର୍ଯ୍ୟନ୍ତ ଭାରତୀୟ ସେନାରେ ନିଯୁକ୍ତି ବର୍ଷ ୨୦୨୫-୨୬ ପାଇଁ ଅନ ଲାଇନ୍ ସାଧାରଣ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ।କୋଲ କାତାର ନିଯୁକ୍ତି କ୍ଷେତ୍ରର ପରୀକ୍ଷା ସିକିମ୍,ପଶ୍ଚିମବଙ୍ଗ ଏବଂ ଓଡ଼ିଶା ରାଜ୍ୟର ୧୮ ଟି ସହରର ୨୨ ଟି କେନ୍ଦ୍ରରେ ଅନୁଷ୍ଠିତ ହେବ। ପଶ୍ଚିମ […]
ବରଗଡ଼୨୧/୦୬(ନବୀନ କୁମାର ଦାଶ):ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଯୋଗମୟ ହୋଇଛି ସାରା ଜଗତ।ଏକାଦଶ ଆନ୍ତର୍ଜାତୀୟ ଯୋଗ ଦିବସର ଥିମ୍ ରହିଛି ‘ଏକ ପୃଥିବୀ,ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ।ବିଶାଖାପାଟଣା ବେଳା ଭୂମିରେ ଜାତୀୟ ଯୋଗ ଦିବସ ପାଳନରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆରକେ ବିଚ୍ ଠାରୁ ଭୋଗପୁରମ ପର୍ଯ୍ୟନ୍ତ ୨୬କିଲୋମିଟର କରି ଡରରେ ଅନୁଷ୍ଠିତ ହୋଇଛି ଏହି କାର୍ଯ୍ୟକ୍ରମ।ଯେଉଁଠାରେ ୩ ଲକ୍ଷ ଲୋକ ଏଥିରେ ସାମିଲ ହୋଇ ଥିବା […]
ଯୋଗକୁ ଅଧିକ ପ୍ରଭାବଶାଳୀ କରିବା ପାଇଁ କେନ୍ଦ୍ରରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ ରାଜ୍ୟରେ ଶ୍ରୀ ମୋହନ ମାଝୀଙ୍କ ସରକାର ନିରନ୍ତର ଭାବେ ପ୍ରୋତ୍ସାହିତ କରୁଛନ୍ତି ସୁସ୍ଥ, ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଯୋଗକୁ ଦୈନନ୍ଦିନ ଜୀବନରେ ସାମିଲ କରିବାକୁ ଆହ୍ୱାନଭୁବନେଶ୍ୱର(ନି.ପ୍ର)୨୧/୦୬: ଯୋଗ ପ୍ରାଚୀନ ଭାରତୀୟ ପରମ୍ପରାର ଏକ ଅମୂଲ୍ୟ ଉପହାର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଚେଷ୍ଟା ଯୋଗୁ […]
ବରଗଡ଼୨୦/୦୬(ନବୀନ କୁମାର ଦାଶ):ଲୋକଙ୍କ ସରକାରରେ ଗରିମାମୟ ହେଉଛି ଓଡ଼ିଆ ଅସ୍ମିତା, ଓଡ଼ିଶାର ବରପୁତ୍ରଙ୍କୁ ମିଳୁଛି ସମ୍ମାନ।ଲୋକଙ୍କ ସରକାରଙ୍କ ସେବା,ସୁଶାସନ ଓ ଗରିବ କଲ୍ୟାଣ ପାଇଁ ସମର୍ପିତ ୧ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱର ଜନତା ମଇଦାନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ସମାବେଶରେ ମାନ୍ୟବର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଓଡ଼ିଶାର କୃଷି,ଶକ୍ତି,ସଡ଼କ ଏବଂ ଗମନାଗମନ ଆଦି କ୍ଷେତ୍ରରେ ଉନ୍ନତି ନିମିତ୍ତ ୬୦ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର […]
ବରଗଡ଼୧୭/୦୬(ନବୀନ କୁମାର ଦାଶ):ବରଗଡ଼ ୱାର୍ଡ ନଂ ୧୧ ଘରୋଇ ବସଷ୍ଟାଣ୍ଡ ଅଞ୍ଚଳରେ ଏକ ସଫେଇ ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଅଛି।କାଉନସିଲର ସୁନନ୍ଦା ପଣ୍ଡା ଙ୍କ ତତ୍ବାବଧାନ ରେ ହୋଇଥିବା ଏହି ଅଭିଯାନ କୁ ବ୍ୟାପକ କରାଯାଇ ସମସ୍ତ ଅଞ୍ଚଳକୁ ସଫା ସୁତୁରା ରଖାଯିବ ବୋଲି ଶ୍ରୀମତୀ ପଣ୍ଡା ତାଙ୍କ ବକ୍ତବ୍ୟରେ ଜଣାଇଛନ୍ତି। ଏହି ଅବସରରେ ସଫେଇ କର୍ମଚାରୀ ମାନଙ୍କ ଗହଣରେ ବିଶିଷ୍ଟ ସମାଜସେବୀ ସତ୍ୟ ନାରାୟଣ ପଣ୍ଡା ଙ୍କ ଜନ୍ମ […]
ବରଗଡ଼୧୭/୦୬(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଅଞ୍ଚଳର ଚାଷୀ ମାନଙ୍କ ଧାନ ବିକ୍ରି ସମସ୍ୟା କୁ ଉପଲବ୍ଧି କରି ଭାରତୀୟ ଜନତା ପାର୍ଟି ଅତାବିରା ଏକ ପ୍ରତିନିଧି ମଣ୍ଡଳ ରାଜ୍ୟସରକାର ଙ୍କ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ସମ୍ବଳପୁର ବିଧାୟକ ଜୟନାରାୟଣ ମିଶ୍ର ଙ୍କୁ ଶୀଘ୍ର ଚାଷୀ ଙ୍କ ଧାନ ମାର୍କେଟ ରୁ ଇଠାଇବା ଏବଂ ଧାନ ବିକ୍ରି ନହେବା ପର୍ଯ୍ୟନ୍ତ ଯେମିତି ଟୋକନ ବଳବତ୍ତର […]


