ସଂଜୟ ଶତପଥୀ(କଟକ): ରାଜ୍ୟ ସ୍ତରୀୟ ଓଡ଼ିଶା ଦିବସ କଟକ ଜିଲ୍ଲା ସାଲେପୁର ମଣ୍ଡଳ ଅନ୍ତର୍ଗତ ସତ୍ୟଭାମା ପୁର ସ୍ଥିତ ମଧୁବାବୁଙ୍କ ଜନ୍ମ ପୀଠରେ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଧୁବାବୁଙ୍କ ଜନ୍ମପୀଠସ୍ଥିତ ଉତ୍କଳ ଗୌରବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହା ପରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଏନ୍ତୁଡ଼ିଶାଳ ପରିଦର୍ଶନ ସହିତ ମଧୁବାବୁଙ୍କ ଜନ୍ମପୀଠ ସମନ୍ବିତ ବିକାଶ […]

ବରଗଡ଼୩୧/୩(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖଇରପାଲି ଠାରେ ବାର୍ଷିକ ଉତ୍ସବ ପାଲନ ଅବସରରେ ସାଧାରଣ ସଭା,ପୁରସ୍କାର ବିତରଣ ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ପ୍ରକାର ସାଂସ୍କୁୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା। ଏହି ଅବସରରେ ବିଶ୍ବ ନାଟ୍ୟ ଦିବସ ପାଲନ ପରିପ୍ରେକ୍ଷୀରେ ଅନୁଷ୍ଠାନ ର କଲାକାର ମାନେ ପ୍ରସ୍ତୁତ କରିଥିଲେ ସମଲପୁରୀ ନାାଟକ “ବଉଁଶବୁଡା”।ମନୋଜ କୁମାର ଭୋଇ […]

ସଂଜୟ ଶତପଥୀ(କଟକ): ଉତ୍କଳ ସିନେ ଚାମ୍ବର ଅଫ୍ କମର୍ସ ପକ୍ଷରୁ ଆଜି ଭୁବନେଶ୍ବର ଠାରେ ପ୍ରେସ ମିଟ୍ ମାଧ୍ୟମରେ କିଛି ବିଦ୍ରୋହୀ ସଦସ୍ୟଙ୍କ ଦ୍ବାରା ସମାନ ନାମରେ ନୂଆ ସଙ୍ଗଠନ ଭୁବନେଶ୍ବରଠାରେ କରି ନିଜକୁ ମୂଳ ସଙ୍ଗଠନ କହୁଥିବା ର ପର୍ଦ୍ଦାଫାଶ ହୋଇଥିବା ଉପରେ ତଥ୍ୟ ଓ ରାୟ ର ନକଲ ସାମ୍ବାଦିକମାନଙ୍କୁ ପ୍ରଦାନ ସହ କଟକ ୟୁସିସିସି ହିଁ ପ୍ରକୃତ ଅନୁଷ୍ଠାନ‌ବୋଲି ପ୍ରମାଣ ସାମ୍ବାଦିକମାନଙ୍କୁ ପ୍ରଦାନ କରିଥିଲେ। ଏହି […]

ବିଧାନସଭା ଘେରାଓ ନାଁରେ କଂଗ୍ରେସ ଦଳର ଗୁଣ୍ଡାଗର୍ଦ୍ଦି  ଅପରାଧୀମାନଙ୍କୁ ପ୍ରଥମେ ରାଜନୀତିରେ ସ୍ଥାନ ଦେଇଥିଲା କଂଗ୍ରେସ ଦଳ ବିଧାନସଭା ଘେରାଉ ନାଁରେ ବିରୋଧୀ ଗୁଣ୍ଡାଗର୍ଦ୍ଦି କରି ଆଇନଶୃଙ୍ଖଳା ପରିସ୍ଥିତି ଉପୁଯାଇଛି କାର୍ଯ୍ୟରତ ସାମ୍ବାଦିକ ଏବଂ ପୋଲିସ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ଅତ୍ୟନ୍ତ ଘୃଣ୍ୟ କାର୍ଯ୍ୟବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୭/୦୩: ରାଜନୀତିରେ ହିଂସାର ସ୍ଥାନ ନାହିଁ । ଅପରାଧୀମାନଙ୍କୁ ପ୍ରଥମେ ରାଜନୀତିରେ ସ୍ଥାନ ଦେଇଥିଲା କଂଗ୍ରେସ ଦଳ ।ବାସ୍ତବରେ ରାଜନୀତିରେ ଅପରାଧିକରଣର ସ୍ରଷ୍ଟା […]

ଓଡ଼ିଶାରେ କୃଷି ଭିତିଭୂମିର ବ୍ୟାପକ ବିକାଶ କରିଥିଲେ ଡା.ଦେବେନ୍ଦ୍ର ପ୍ରଧାନ : ମହେଶ୍ୱର ସାହୁବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୫/୦୩: ଓଡ଼ିଶା ବିଜେପିର ବରିଷ୍ଠ ନେତା, ପିତାମହ ତଥା ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତଃ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଭୁବନେଶ୍ୱରସ୍ଥିତ ବୁଲନ୍ ନନା ସେବା ଭବନରେ ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସଭାପତି ଶ୍ରୀ ମହେଶ୍ୱର ସାହୁ କହିଛନ୍ତି […]

 ତ୍ୟାଗ, ନିରନ୍ତର ସଂଗ୍ରାମ ବଳରେ ଜନନାୟକ ବନିପାରିଥିଲେ ଡ.ଦେବେନ୍ଦ୍ର ପ୍ରଧାନ : ଶ୍ରୀ ମନମୋହନ ସାମଲ ଓଡ଼ିଶା ରାଜନୀତିରେ ଡ.ଦେବେନ୍ଦ୍ର ପ୍ରଧାନଙ୍କ ଯୋଗଦାନ ସବୁଦିନ ପାଇଁ ଅମର ହୋଇ ରହିବ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରଳ ବ୍ୟକ୍ତିତ୍ୱ ବଳରେ ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଥିଲେ: କେନ୍ଦ୍ରମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ ବିପରୀତ ପରିସ୍ଥିତିରେ କାର୍ଯ୍ୟକର୍ତାକୁ ଯୋଡି ସଂଗଠନକୁ ମଜବୁତ କରିବାର ମୂଳଦୁଆ ପକାଇଥିଲେ : ରାଷ୍ଟ୍ରୀୟ […]

 ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ, ବିଧାୟକ, ବରିଷ୍ଠ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ ବିଜେଡି, କଂଗ୍ରେସ, କମ୍ୟୁନିଷ୍ଟ, ଆପ୍ ଦଳର ବରିଷ୍ଠ ଓ ପ୍ରମୁଖ ନେତୃବୃନ୍ଦଙ୍କ ସମେତ ବିଭିନ୍ନ ସାମାଜିକ ସଂଗଠନ, ଧାର୍ମିକ ସଂଗଠନ, ପ୍ରତିଷ୍ଠିତ ବ୍ୟକ୍ତିବିଶେଷ, ସାମ୍ବାଦିକ, ଡାକ୍ତର, ଅଧିବକ୍ତାମାନଙ୍କୁ ଶ୍ରଦ୍ଧାଞ୍ଜଳି ସଭାରେ […]

• ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ୱ• ନିୟମ ଭଙ୍ଗକାରୀଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ• ନିୟମିତ ଚେକିଂ ସହ ହେବ ଜୋରିମାନା ଆଦାୟ• ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ ବାସ୍ତବବ୍ୟୁରୋ(ଭୁବନେଶ୍ୱର): ତା-୬.୩.୨୦୨୫ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି । ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟ ରେ […]

ରାଜ୍ୟ ଚଳଚ୍ଚିତ୍ର ଜଗତ ପାଇଁ ଅପୁରଣୀୟ କ୍ଷତି : ମନମୋହନ ସାମଲ ।ବାସ୍ତବବ୍ୟୁରୋ(ଭୁବନେଶ୍ବର)୨୮/୦୨: ଓଡିଆ ଚଳଚ୍ଚିତ୍ର ଜଗତର ସର୍ବାଧିକ ଲୋକପ୍ରିୟ ତଥା ବରିଷ୍ଠ ଅଭିନେତା ଉତମ ମହାନ୍ତିଙ୍କ ନୂଆଦିଲ୍ଲୀ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ସ୍ୱର୍ଗତଃ […]

ମେଦ ବହୁଳତାରୁ ଦୂରେଇ ନିଜକୁ ଫିଟ ରଖିବା: ମନମୋହନ ସାମଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ପ୍ରତି ରୁଚି ବଢ଼ିଛି ନାରୀଶକ୍ତି ଦେଶକୁ ସମୃଦ୍ଧ ଓ ସମ୍ପନ୍ନ କରୁଛି ଏଆଇ କ୍ଷେତ୍ରରେ ଭାରତକୁ ଆଗେଇ ନେବାକୁ ଆହ୍ୱାନଭୁବନେଶ୍ୱରତା.୨୩/୦୨: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ” କାର୍ଯ୍ୟକ୍ରମର ୧୧୯ତମ ସଂସ୍କରଣରେ ଇସ୍ରୋର ସଫଳତା ବଖାଣିବା ସହ ଏଆଇ ଟେକ୍ନୋଲୋଜିରେ ଭାରତ ଭୂମିକା,ନାରୀ ସମ୍ମାନ ଓ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ […]

Pin It on Pinterest