ଭୁବନେଶ୍ଵର(ନି.ପ୍ର):ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା। ଏଥିପାଇଁ ନୂଆ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତରେ ପହଞ୍ଚିଛି। ଏବର୍ଷ ନୂଆଁଖାଇରେ ଚାଷୀଙ୍କୁ ମିଳିବ ଟଙ୍କା । ତେବେ କାଳିଆ ଯୋଜନା ଓ ସିଏମ କିଷାନ ଯୋଜନା ହିତାଧିକାରୀ ତାଲିକା ନେଇ ଦ୍ବନ୍ଦ୍ବ ଲାଗି ରହିଥିବା ବେଳେ ଚାଷୀଙ୍କ ପାଇଁ ଏ ଏକ ବଡ ଖୁସିଖବର । କାଳିଆ ଯୋଜନାର ନାଁ ବଦଳି ସିଏମ କିଷାନ ଯୋଜନା ହୋଇଛି। କିନ୍ତୁ କାଳିଆ ଯୋଜନାରେ […]
BJP Odisha
ଭୁବନେଶ୍ୱର(ନି.ପ୍ର)୧୨/୦୮/୨୦୨୪: ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ, ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ଜାତୀୟ ମୁଖପାତ୍ର ତଥା ବିଜୁ ଜନତାଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସଂତୃପ୍ତ ମିଶ୍ର ବିଭିନ୍ନ ପ୍ରସଙ୍ଗରେ ସାମ୍ବାଦିକ ମାନଙ୍କ ପ୍ରଶ୍ନର ଉତ୍ତର ଦେଇ କହିଲେ କି, ରାଜ୍ୟ ସରକାରଙ୍କ ଉଦାସୀନତା ଯୋଗୁ ରାଜ୍ୟରେ ସୃଷ୍ଟି ହୋଇଛି ଆଳୁ ସମସ୍ୟା। ସରକାରଙ୍କ ଙ୍କ ପାଖରେ ଆଳୁ ସମସ୍ୟା ସମାଧାନ […]
ସନ୍ତୋଷ ପାତ୍ର(ନର୍ଲା): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ରେ ଏଥି ପୂର୍ବରୁ ପାଞ୍ଚ ବର୍ଷରୁ ଉର୍ଦ୍ଧ ସମୟ ଧରି କାର୍ଯ୍ୟ କରିଥିବା ଜୈନିକ ମହିଳା ଉଦ୍ୟାନ ଅଧୀଦର୍ଶିକା ଙ୍କ ବିରୋଧରେ ବିଭିନ୍ନ ସମୟରେ ଉଦ୍ୟାନ ଚାଷୀମାନେ ସରକାରୀ ଅର୍ଥ ଆତ୍ମସାତ ଚାଷୀ ମାନଙ୍କୁ ଅସଦ ବ୍ୟବହାର ସହ,ନିଜ କାର୍ଯ୍ୟ ରେ ଅବହେଳା କରିବା ଭଳି ସଂଗୀନ ଅଭିଯୋଗ ମାନ ଭିନ୍ନ ଭିନ୍ନ ସମୟରେ ହୋଇଆସିଥିଲା ଏବଂ କିଛି ଅଭିଯୋଗ ର […]
ସଂଜୟ ଶତପଥୀ(କଟକ): ଆଜି ଜୁଲାଇ ୨୮ ପୂର୍ବାହ୍ନ ରେ କଟକ ମହାନଗର ନିଗମର ୫୧ନମ୍ବର ୱାର୍ଡ ର ତିନିଘରିଆ, ପୁଷ୍ପଲତା ଗାର୍ଡେନ ରେ ହୋଇଥିବା ମନ କି ବାତ କାର୍ଯ୍ୟକ୍ରମରେ ରାଜ୍ୟ ଭାଜପା ସଭାପତି ଶ୍ରୀ ମନମୋହନ ସାମଲ ଯୋଗ ଦେଇଥିଲେ । ପାଞ୍ଚଶହ ରୁ ଉର୍ଦ୍ଧ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିବା ଏହି କାର୍ଯ୍ୟକ୍ରମରେ ସଭାପତିତ୍ବ କରିଥିଲେ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ। କଟକ ସଦର ବିଧାୟକ ଇଂ […]
ନର୍ଲା(ନି.ପ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ,ନର୍ଲା ସାପ୍ତାହିକ ବଜାର ରେ ଦେଖିବାକୁ ମିଳିଛି ଆଳୁର ମହଙ୍ଗା ମାଡ଼ । ମୁଖ୍ୟତଃ ଆଳୁ ସମସ୍ତ ଙ୍କ ଘରେ ନିତ୍ୟ ବ୍ୟବହାର୍ଯ୍ୟ ପରିବା ଭାବରେ ବ୍ୟବହାର କରିଥାନ୍ତି ବିଶେଷ କରି ଆଳୁର ଅତ୍ୟଧିକ ଚଢ଼ାଦର ର ପ୍ରଭାବ ଗରିବ ଶ୍ରେଣୀର ଲୋକଙ୍କ ହାଣ୍ଡି ଶାଳରେ ପଡୁଛି । କିଛି ଦିନ ତଳେ ପଶ୍ଚିମ ବଙ୍ଗ ରେ କୌଣସି କାରଣ କୁ ନେଇ ଧର୍ମଘଟ […]
ସଂଜୟ ଶତପଥୀ(କଟକ): ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ଡ଼ଃ ଏ ପି ଜେ କଲାମଙ୍କ ଆଜି ଜୁଲାଇ ୨୭ ତାରିଖରେ ପୁଣ୍ୟତିଥି ଭାଜପା କଟକ ନଗର ଶାଖା ଜିଲ୍ଲା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ମହମ୍ମଦ ସବିରଙ୍କ ନେତୃତ୍ୱରେ ବିଜୁ ପଟ୍ଟନାୟକ ଛକ ସ୍ଥିତ କାର୍ଯ୍ୟାଳୟ ରେ ପାଳନ କରାଯାଇଥିଲା। ଏଥିରେ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ଓ ରାଜ୍ୟ ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ସିକନ୍ଦର ଅଲ୍ଲୀ ଯୋଗଦେଇ ଡ଼ଃ […]
ଭୁବନେଶ୍ୱର(ନି.ପ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓଡ଼ିଶାର ଯୁବକଙ୍କ ପାଇଁ ଏକ ନୂଆ ଘୋଷଣା କରିଛନ୍ତି। ଯେଉଁ ଯୁବକମାନେ ଅଗ୍ନିବୀର ଭାବେ ଦେଶର ସେବା କରି ଫେରୁଛନ୍ତି ସେମାନଙ୍କ ପାଇଁ ରାଜ୍ୟର ୟୁନିଫର୍ମ ସେବା କ୍ଷେତ୍ରରେ ୧୦ ପ୍ରତିଶତ ଆରକ୍ଷଣ ମିଳିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯାଉଥିବା ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଛାଡ଼ିବା ପୂର୍ବରୁ ଏହା ଘୋଷଣା କରିଛନ୍ତି। ସାମ୍ବାଦିକଙ୍କୁ ସୂଚନା ଦେଇ […]
ସମ୍ପାଦକୀୟ: ଆଦିବାସୀ ଅଧ୍ଯୁଷିତ ପଛୁଆ ନବରଙ୍ଗପୁର ଜିଲ୍ଲା ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବହୁ ପଛରେ ପଡିଥିବାବେଳେ ବିଭିନ୍ନ ଡାକ୍ତରଖାନାରେ ଆବଶ୍ୟକ ବିଶେଷଜ୍ଞ ଓ ଡାକ୍ତର ନାହାନ୍ତି। ଜିଲ୍ଲାରେ ଗର୍ଭବତୀ ଓ ଶିଶୁ ରକ୍ତହୀନତା ଓ ପୁଷ୍ଟିହୀନତାର ଶିକାର ହେଉଥିବାବେଳେ ଦୁଇ ତୃତୀୟାଂଶ ଡାକ୍ତର ପଦବୀ ଖାଲି ପଡିଛି। ଥିଲାବାଲା ପରିବାର ରୋଗୀ ଚିକିତ୍ସା ନିମନ୍ତେ ବାହାର ରାଜ୍ୟକୁ ଭରସା କରୁଥିବାବେଳେ, ଗରିବ ପରିବାର ରୋଗୀ ଭାଗ୍ୟକୁ ଆଦରି ଭଗବାନଙ୍କ ଭରସାରେ ରହୁଛନ୍ତି […]
ଭୁବନେଶ୍ବର(ନି.ପ୍ର): ସୁରକ୍ଷା ନିୟମକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ କହିଛନ୍ତି, ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକୁ କେବଳ ଜରିମାନା ନୁହେଁ, ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରାଯିବ।ଫିଟନେସ୍ ନଥିବା ଗାଡ଼ି ବିରୋଧରେ ରାଜ୍ୟବ୍ୟାପି ହେବ ଜୋରଦାର ଧରପଗଡ଼। ଏଣିକି ସଂପକ୍ତ ଗାଡ଼ିକୁ ସିଧା ସିଜ୍ କରାଯିବ ବୋଲି କହିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା […]
ଚିନ୍ତାମଣୀ ନାଏକ(ନର୍ଲା): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ରେ ୧୯୩ ଗୋଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଥିବା ବେଳେ ୨୯ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅବସ୍ଥିତ । ମୋଟ ୨୨୨ ଗୋଟି ବିଦ୍ୟାଳୟ ର ପ୍ରଥମ ରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଙ୍କ ପାଇଁ ରାଜ୍ୟ ସରକାର ପ୍ରତି ଛାତ୍ର ପିଛା ପୋଷାକ ଓ ଜୋତା ବାବଦ କୁ ଏକ ହଜାର ଟଙ୍କା ଲେଖାଏଁ ଯୋଗାଈ […]


