ଆଗାମୀ ଦିନରେ ଦୌଡ଼ିବ ମିଶନ ଶକ୍ତି, ପୂରଣ ହେବ ବିକଶିତ ଓଡ଼ିଶାର ସ୍ୱପ୍ନ । ସରକାର ବଦଳିବା ପରେ ମିଶନ ଶକ୍ତିକୁ ନେଇ ବିଭିନ୍ନ ଚର୍ଚ୍ଚା ଭିତରେ ଏପରି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା । ସଚିବ ଓ ବରିଷ୍ଠ ଅଧିକାରୀ ସହ ବିଭାଗର ସମୀକ୍ଷା ପରେ ପ୍ରଭାତୀ ପରିଡ଼ା କହିଛନ୍ତି, ମିଶନ ଶକ୍ତି ଏକ ମାଇକ୍ରୋ ସରକାର, ୧୯ଟି ବିଭାଗ ଏବଂ ୟୁଏନ୍ […]

ପ୍ରଶାନ୍ତ ଦାସ(ବାଲେଶ୍ଵର): ଓଲିଉଡର ଲୋକପ୍ରିୟ କଳାକାର ମହାଶ୍ୱେତା, ଅପରାଜିତା, ପିଙ୍କି ପ୍ରଧାନ, ଅଶ୍ରୁମୋଚନ ମହାନ୍ତି, ହରିହର ମହାପାତ୍ର ଅନୁ ଚୌଧୁରୀ, ଶ୍ରୀତମ୍ ଦାସ ଓ ଅଖିଳ ପଟ୍ଟନାୟକ ପ୍ରମୁଖ ବିଜେପିରେ ସାମିଲ୍ ହୋଇ ଦଳରେ ସକ୍ରିୟ ଥିବା ବେଳେ,ଆଜି ସିନେଜଗତର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ ଓ ତାଙ୍କ ସ୍ୱାମୀ ରୁଦ୍ର ପାଣିଗ୍ରାହୀ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଓଲିଉଡ ଅଭିନେତ୍ରୀ […]

ଦୀପକ ସାହୁ(କଳାହାଣ୍ଡି): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଅନିୟମିତତା ଓ ଅଯୋଗ୍ୟ ହିତାଧିକାରୀମାନଙ୍କୁ ଆବାସ ଦେବା ଘଟଣା କୁ ପ୍ରତିବାଦ କରି ଆଜି କଳାହାଣ୍ଡି ବିଜେପି ପକ୍ଷରୁ ଭବାନିପାଟଣା ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ । ପ୍ରକାଶ ଯେ ରାଜ୍ଯ ସରକାର ଓଡିଶାର ୨୭ ଲକ୍ଷ ଲୋକଙ୍କ ପାଇଁ ଘର ଆବଶ୍ୟକ ବୋଲି ମାଗିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗରିବ ଲୋକଙ୍କୁ ମୁଣ୍ଡ ଉପରେ ଛାତ […]

ପ୍ରମୋଦ ନାୟକ(ଭୁବନେଶ୍ଵର): ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇ ସାରିଛି। ଏବେ ପ୍ରଚାର ପାଇଁ ସଳବାଜ ହେଲେଣି ଦଳ ତଥା ପ୍ରାର୍ଥୀଙ୍କ ସମର୍ଥକ ।ଏବେ ସରଗରମ ହେବ ବ୍ରଜରାଜ ନଗର ରାଜନୀତି । କମ୍ପିବ ବ୍ରଜରାଜନଗର ମଇଦାନ। ଛୁଟିବ ନେତାଙ୍କ ସୂଅ। ଏହି ପରିପେକ୍ଷୀରେ ବିଜେପି ତାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଏଥିରେ ସଭାପତି ସମୀର ମହାନ୍ତିଙ୍କ […]

ବାସ୍ତବବ୍ୟୁରୋ:(ବାଲେଶ୍ୱର)ପୂର୍ବତନ ବିଧାୟକ ଜୀବନପ୍ରଦୀପ ଦାଶଙ୍କ ଘର ବାହୁଡା, ୨୦୦୯ ମସିହାରେ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଥିବା ଶ୍ରୀଦାଶ,ଆଜି ଜିଲ୍ଲା ବିଜେପି ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ତାଙ୍କୁ ଦଳରେ ମିଶାଇଛନ୍ତି। ଶ୍ରୀ ଦାଶଙ୍କ ଘରବାହୁଡ଼ା ବାଲେଶ୍ୱରରେ ଦଳକୁ ଅଧିକ ଶକ୍ତିଶାଳୀ କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ଷଢଙ୍ଗୀ । ଆପଣମାନେ ଜାଣିଥିବେ ,ପୂର୍ବତନ ବିଧାୟକ ଶ୍ରୀ ଦାଶ ୨୦୦୯ ମସିହାରେ ବିଜେପି […]

ବାସ୍ତବବ୍ୟୁରୋ: ନୃତଙ୍ଗଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଜେପିର ରାଜ୍ୟ ପ୍ରଭାରୀ ତଥା ସାଂସଦ ଡି.ପୁରନ୍ଦେଶ୍ୱରୀ କହିଛନ୍ତିକି,ବରିଷ୍ଠ କାର୍ଯ୍ୟକର୍ତ୍ତା ତଥା କଟକ ଜିଲ୍ଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ ଘଟଣା ।ଶାସକ ବିଜେଡି ଦଳର ଭ୍ରଷ୍ଟାଚାର ବିରୁଦ୍ଧରେ କୁଳମଣି ବରାଳ ସ୍ୱର ଉଠାଇଥିବାରୁ,ରାଜନୈତିକ ପ୍ରତିହିଂସା ପରାୟଣ ହୋଇ ତାଙ୍କୁ ହତ୍ୟା କରାଯାଇଛି । […]

ବାସ୍ତବବ୍ୟୁରୋ: ଆସନ୍ତା ୨୯ ତାରିଖ ସୋମବାର ଦିନ ୧୦ଟାରେ , କେନ୍ଦ୍ର ସରକାରଙ୍କ କୃଷି ନିତୀକୁ ସମର୍ଥନ କରି ଓଡିଶା ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ବାଲେଶ୍ବର କୁରୁଡ଼ାହାଟ ପଡ଼ିଆଠାରେ ଏକ ବିଶାଳ ଚାଷୀ ସମାବେଶ ଅନୁଷ୍ଠିତ ହେବ। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବିଜେପି ରାଷ୍ଟ୍ରୀୟ ସଂପାଦକ ତଥା ମୟୂରଭଞ୍ଜ ସାଂସଦ ବିଶେଶ୍ବର ଟୁଡୁ, ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ, ବରିଷ୍ଠ ବିଧାୟକ ମୋହନ […]

Pin It on Pinterest