ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟରଂଜନ ସିଂହ ବରିହାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଟୁଇଟରରେ ଲେଖିଛନ୍ତି, ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ […]

ଭୁବନେଶ୍ୱର ୦୩/୧୦: ଦୁଇବର୍ଷର କରୋନା କଟକଣାରେ,ଜଗତଜନନୀ ମାଆ ମହିଷାମର୍ଦ୍ଦିନୀଙ୍କ ପୂଜାର ମଜା ନେଇପାରିନଥିଲେ ଦେଶବାସୀ । ଏବର୍ଷ ସାରା ଦେଶରେ ଧୂମଧାମରେ ପାଳନ କରାଯାଉଛି ମାଆଙ୍କ ପୂଜା ଆରାଧନା । ଏଥିରୁ ଆମ ରାଜ୍ୟବା ବାଦ ପଡିବ କିପରି,ପୁରା ପଲ୍ଲୀରେ ଦୁର୍ଗା ପୂଜାର ଆନନ୍ଦ ଉଲ୍ଲାସ । ଏହି ଅବସରରେ ଦୁର୍ଗାପୂଜା ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ପବିତ୍ର ଦୁର୍ଗାପୂଜା ଅବସରରେ […]

ନମିତା କୁଅଁର(ଭୁବନେଶ୍ବର) : ଆଗରୁ ଓଡ଼ିଶାର ପରିଚୟ ଶ୍ରୀଜଗନ୍ନାଥ ଥିଲେ। ଏବେ ଓଡ଼ିଶା କହିଲେ ଲୋକ କହୁଛନ୍ତି ‘ନବୀନ ପଟ୍ଟନାୟକ’ ।ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ ବିଜେଡି ସଭାରେ ଏହା କହିଥିଲେ,। ଜଗତର ନାଥ ଜଗନ୍ନାଥଙ୍କ ସହ ନବୀନଙ୍କ ତୁଳନାତ୍ମକ ମନ୍ତବ୍ୟକୁ ନେଇ ଏବେ ସବୁଠି ଚର୍ଚ୍ଚା, ପ୍ରତାପଙ୍କୁ ଘେରିଛନ୍ତି ବିରୋଧୀ। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଟୁଇଟ୍ କରି କହିଛନ୍ତି ଯେ, ଏଭଳି ମନ୍ତବ୍ୟ ଅହଙ୍କାରର ପରିଚାୟକ।ପ୍ରତାପଙ୍କ […]

ବାସ୍ତବବ୍ୟୁରୋ(ଭୁବନେଶ୍ୱର) ୦୬।୦୯: ଆଜି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ।ଆଦର୍ଶ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଜୋରଦାର ଆୟୋଜନ ।କ୍ୟାପିଟାଲ ଫାଉଣ୍ଡେସନ୍ ପକ୍ଷରୁ ଲାଇଫଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍ କରିବ ବିଜେଡି । ବିମାନ ବନ୍ଦରରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦେବା ସହିତ ନବୀନ ନିବାସ ପର୍ଯ୍ୟନ୍ତ ବିଶାଳ ରୋଡ୍ ସୋ କରାଯିବ । ରାସ୍ତା ସାରା ଲୋକେ ସମ୍ବର୍ଦ୍ଧନା ଦେବା ପାଇଁ […]

ପ୍ରମୋଦ ନାୟକ(ଭୁବନେଶ୍ବର) : କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲଗାତାର ତୃତୀୟ ବର୍ଷ ଧରି ରାଜ୍ୟରେ ସାର ସଙ୍କଟ ଉତ୍କଟ ରୂପ ନେଇଛି। ବନ୍ୟା ସମୟରେ କ୍ଷତିଗ୍ରସ୍ତ ଫସଲ ପାଇଁ ସାରର ଆବଶ୍ୟକତା ଅଧିକ ଥାଏ। ଠିକ୍‌ ସେହିସମୟରେ ଚାଷୀଙ୍କ ପାଖରେ ଡିଏପି ଏବଂ ଏମ୍‌ଓପି ଭଳି ସାର ନାହିଁ। ରାଜ୍ୟ ସରକାରଙ୍କ ପକ୍ଷରୁ ବାରମ୍ବାର କେନ୍ଦ୍ର ସରକାରଙ୍କ […]

ପ୍ରମୋଦ ନାୟକ(ଭୁବନେଶ୍ବର):ଆମ ରାଜ୍ୟରେ କାର୍ଯ୍ୟରତ ଗୃହରକ୍ଷୀମାନଙ୍କ ପାଇଁ ସରକାର ଆଣିଲେ ଖୁସି ଖବର। ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।ଫଳରେ ଏହା ୯ ହଜାର ଟଙ୍କାରୁ ବୃଦ୍ଧି ପାଇ ୧୨ ହଜାର ୪୮୦ ଟଙ୍କାରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯିବାସହ,ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ […]

ପ୍ରମୋଦ ନାୟକ(ଭୁବନେଶ୍ବର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଇଟାଲୀରେ ପହଞ୍ଚିବା ପରେ ଆଜି ନିଜ ଗସ୍ତର ପ୍ରଥମ ଦିନରେ ରୋମ ସହର ବୁଲି ଦେଖିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ଜଣାପଡିଛି । ରୋମ ଗସ୍ତ ଆରମ୍ଭ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମ ଜାତିର ପିତା ମହାତ୍ମା […]

ପ୍ରମୋଦ ନାୟକ(ଭୁବନେଶ୍ୱର) ୧୮।୦୬ : ଆଜି ଦିନ ୧-୩୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରେ ୨ ଦିନର ରହଣୀ ପରେ ବିଦେଶ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ମିଳିଥିବା ସୂଚନା ଅନୁଯାୟୀ, ୨୦ ତାରିଖ ଦିନ ଭୋର ୪ଟାରେ ଦିଲ୍ଲୀରୁ ରୋମ୍ ଅଭିମୁଖେ ଉଡାଣ ଭରିବେ। ରୋମରେ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶା ଖାଦ୍ୟ ନିରାପତ୍ତାର ସଫଳତା କାହାଣୀ ଉପସ୍ଥାପନ କରିବେ […]

ପ୍ରମୋଦ ନାଏକ(ଭୁବନେଶ୍ୱର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମନ୍ତ୍ରିମଣ୍ଡଳ ର ଆଜି ନବୀକରଣ କରିଛନ୍ତି । ନବଗଠିତ ମନ୍ତ୍ରିମଣ୍ଡଳକୁ ନେଇ ରାଜନୀତି ଓ ବିଭିନ୍ନ ମହଲରେ ଆଲୋଚନା ହୋଇଛି । କୁହାଯାଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ “କଳଙ୍କ ନଲଗାଇ, କଳଙ୍କ ଛଡାଇଲେ” । ବାଦ ପଡିଥିବା ମନ୍ତ୍ରୀଙ୍କ ଭିତରୁ ଯେଉଁମାନେ ବିବାଦୀୟ ହୋଇପଡିଥିଲେ ସେମାନଙ୍କ ଭିତରୁ ଅଧିକାଂଶକୁ ମନ୍ତ୍ରିମଣ୍ଡଳ ଶପଥ ଉତ୍ସବରେ ଦେଖିବାକୁ ମିଳିନଥିଲା।ଏ କଥା ବି କୁହାଯାଉଛି ବିରୋଧୀଙ୍କ […]

ବାସ୍ତବବ୍ୟୁରୋ(ଭୁବନେଶ୍ବର): ନବୀନ ନିବାସରେ ବିଦାୟୀ ମନ୍ତ୍ରୀ, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବିଦାୟୀ ମନ୍ତ୍ରୀ। ବିକ୍ରମ କେଶରୀ ଆରୁଖଙ୍କ ବ୍ୟତିର ଅନ୍ୟ ସମସ୍ତ ବିଦାୟୀ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କରିଥିବା ଜଣାଯାଇଛି। ଏହି ଅବସରରେ ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ଦାୟିତ୍ୱ ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପରଫରର୍ମନ୍ସ ଯୋଗୁଁ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇନି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମନ୍ତ୍ରିମଣ୍ଡଳ ବଦଳିବା ସ୍ୱାଭାବିକ ପ୍ରକ୍ରିୟା। କୋଭିଡ […]

Pin It on Pinterest