ଆଦିତ୍ଯ ବେହେରା(ଭୁବନେଶ୍ୱର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି। 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ […]

ବାସ୍ତବବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ସଭାକୁ କଳା କପଡ଼ା ପିନ୍ଧିଥିବା ବ୍ୟକ୍ତିଙ୍କ ପ୍ରବେଶ ବାରଣ, ସହ ପାଣିବୋତଲ,ଭ୍ୟାନିଟ୍ ବି ମନା । ଆଜି କିଛି ଏଭଳି ପରିସ୍ଥିତି ବାଲେଶ୍ୱରରେ ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ପାଇଁ ବାଲେଶ୍ୱର ଗସ୍ତରେ ଯାଇଛନ୍ତି । ହେଲେ ଏହି ସଭା ସ୍ଥଳକୁ ଆସୁଥିବା ବ୍ୟକ୍ତିଙ୍କୁ କଳା କପଡ଼ା ମନା ହୋଇଛି । କଳା ଟୋପି, କଳା ଓଡ଼ଣୀ, ସଲ୍, ଜ୍ୟାକେଟ୍ […]

ନମିତା କୁଅଁର(ଭୁବନେଶ୍ବର): ‘ଓଡ଼ିଶା ଡ୍ରାଇଭର ମହାସଂଘ’ର ଏକ ପ୍ରତିନିଧି ମଣ୍ଡଳୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ୧୦ ଦଫା ସମ୍ବଳିତ ନିଜର ଦାବି  ସଂପର୍କରେ ଜଣାଇଛନ୍ତି। ମହାସଂଘ ପକ୍ଷରୁ ପ୍ରାୟ ୩ ସପ୍ତାହ ଧରି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ପରେ ନବୀନ ନିବାସରେ ପହଞ୍ଚି ଦାବି ପତ୍ର ଦିଆଯାଇଛି। ପୂର୍ବରୁ ରାଜଧାନୀକୁ ଧସେଇ ପଶୁଥିବା ଡ୍ରାଇଭରମାନେ ଗତ ତିନିଦିନ ପୁର୍ବେ ରାଜଧାନୀରେ ଦଣ୍ଡବତ ଯାତ୍ରା କରି ଭୁବନେଶ୍ଵରରେ ପହଞ୍ଚି,ମୁଖ୍ୟମନ୍ତ୍ରୀଙ୍କୁ […]

ବାସ୍ତବ ବ୍ୟୁରୋ : ୭୫୪୦ ହାଇସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ । ରାଜ୍ୟର ୪୮୪୮ଟି ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ୍‌ ସିଲେକ୍‌ସନ କମିଶନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଟିଜିଟି (କଳା), ପିଜିଟି (ପିସିଏମ୍‌ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ପାଇଁ […]

ବାସ୍ତବ ବ୍ୟୁରୋ : ଆଜି(ସୋମବାର) ଧାମନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ଭର୍ଚୁଆଲ ମାଧ୍ୟମରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିଲାଗି ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଏଲ୍ଇଡି ଲଗାଯାଇଛି। ଧୁଷୁରୀ, ଅସୁରାଳି, ଦୋବଲ, ଧାମନମଗର ଓ ତିହିଡ଼ିର ୧୩ଟି ସ୍ଥାନରେ ଏଲ୍ଇଡି ଲଗାଯାଇଛି। ଏଥିରେ ଯୋଗଦେବା ଲାଗି ଦଳ ପକ୍ଷରୁ ମହିଳାମାନଙ୍କୁ କୁହାଯାଇଛି। ୩ ତାରିଖରେ ଧାମନଗର ଉପନିର୍ବାଚନ ଭୋଟ୍‌, ୬ରେ ଗଣତି । […]

ବାସ୍ତବ ବ୍ୟୁରୋ : ଗତ ୨ ବର୍ଷ ହେବ କୋଭିଡ ପାଇଁ ଆଲୋକର ପର୍ବ ‘ଦୀପାବଳି’ ନିରାଡାମ୍ବର ଭାବେ ପାଳିତ ହୋଇ ଆସୁଥିଲା। କିନ୍ତୁ ଏଥର ସବୁଆଡେ ବହୁ ଆଡମ୍ବରରେ ଦୀପାବଳି ପାଳନ କରାଯିବ। ଏଥିପାଇଁ ରାଜ୍ୟ ସରକାର ମଧ୍ୟ ବାଣ ବିକ୍ରି ପାଇଁ ଅନୁମତି ପ୍ରଦାନ କରିଛନ୍ତି। ଭୁବନେଶ୍ବରରେ କେଉଁଠାରେ ବାଣ ବଜାର ଖୋଲିବ ସେ ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ […]

 ବାସ୍ତବ ବ୍ୟୁରୋ:-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ରାଜ୍ୟରେ ଥିବା ଚୁକ୍ତି ଭିତ୍ତିକ ଚାକିରୀ ବ୍ୟବସ୍ଥା ଉଚ୍ଛେଦ କରିବା ନେଇ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି । ଚୁକ୍ତି ଭିତ୍ତିକ ନିଯୁକ୍ତି ଯୁଗ ଶେଷ ହେଲା ବୋଲି ନବୀନ୍‌ କହିଛନ୍ତି । ଏଥିସହିତ ବର୍ତ୍ତମାନ ଚାକିରୀରେ ଥିବା ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ଅଧିକ ୧୩ ଶହ କୋଟି ଟଙ୍କା ଖର୍ଚ୍ଚ […]

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟରଂଜନ ସିଂହ ବରିହାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଟୁଇଟରରେ ଲେଖିଛନ୍ତି, ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ […]

ଭୁବନେଶ୍ୱର ୦୩/୧୦: ଦୁଇବର୍ଷର କରୋନା କଟକଣାରେ,ଜଗତଜନନୀ ମାଆ ମହିଷାମର୍ଦ୍ଦିନୀଙ୍କ ପୂଜାର ମଜା ନେଇପାରିନଥିଲେ ଦେଶବାସୀ । ଏବର୍ଷ ସାରା ଦେଶରେ ଧୂମଧାମରେ ପାଳନ କରାଯାଉଛି ମାଆଙ୍କ ପୂଜା ଆରାଧନା । ଏଥିରୁ ଆମ ରାଜ୍ୟବା ବାଦ ପଡିବ କିପରି,ପୁରା ପଲ୍ଲୀରେ ଦୁର୍ଗା ପୂଜାର ଆନନ୍ଦ ଉଲ୍ଲାସ । ଏହି ଅବସରରେ ଦୁର୍ଗାପୂଜା ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ପବିତ୍ର ଦୁର୍ଗାପୂଜା ଅବସରରେ […]

ନମିତା କୁଅଁର(ଭୁବନେଶ୍ବର) : ଆଗରୁ ଓଡ଼ିଶାର ପରିଚୟ ଶ୍ରୀଜଗନ୍ନାଥ ଥିଲେ। ଏବେ ଓଡ଼ିଶା କହିଲେ ଲୋକ କହୁଛନ୍ତି ‘ନବୀନ ପଟ୍ଟନାୟକ’ ।ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ ବିଜେଡି ସଭାରେ ଏହା କହିଥିଲେ,। ଜଗତର ନାଥ ଜଗନ୍ନାଥଙ୍କ ସହ ନବୀନଙ୍କ ତୁଳନାତ୍ମକ ମନ୍ତବ୍ୟକୁ ନେଇ ଏବେ ସବୁଠି ଚର୍ଚ୍ଚା, ପ୍ରତାପଙ୍କୁ ଘେରିଛନ୍ତି ବିରୋଧୀ। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଟୁଇଟ୍ କରି କହିଛନ୍ତି ଯେ, ଏଭଳି ମନ୍ତବ୍ୟ ଅହଙ୍କାରର ପରିଚାୟକ।ପ୍ରତାପଙ୍କ […]

Pin It on Pinterest