ପ୍ରମୋଦ ନାୟକ(ଭୁବନେଶ୍ବର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଇଟାଲୀରେ ପହଞ୍ଚିବା ପରେ ଆଜି ନିଜ ଗସ୍ତର ପ୍ରଥମ ଦିନରେ ରୋମ ସହର ବୁଲି ଦେଖିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ଜଣାପଡିଛି । ରୋମ ଗସ୍ତ ଆରମ୍ଭ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମ ଜାତିର ପିତା ମହାତ୍ମା […]

ପ୍ରମୋଦ ନାୟକ(ଭୁବନେଶ୍ୱର) ୧୮।୦୬ : ଆଜି ଦିନ ୧-୩୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରେ ୨ ଦିନର ରହଣୀ ପରେ ବିଦେଶ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ମିଳିଥିବା ସୂଚନା ଅନୁଯାୟୀ, ୨୦ ତାରିଖ ଦିନ ଭୋର ୪ଟାରେ ଦିଲ୍ଲୀରୁ ରୋମ୍ ଅଭିମୁଖେ ଉଡାଣ ଭରିବେ। ରୋମରେ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶା ଖାଦ୍ୟ ନିରାପତ୍ତାର ସଫଳତା କାହାଣୀ ଉପସ୍ଥାପନ କରିବେ […]

ପ୍ରମୋଦ ନାଏକ(ଭୁବନେଶ୍ୱର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମନ୍ତ୍ରିମଣ୍ଡଳ ର ଆଜି ନବୀକରଣ କରିଛନ୍ତି । ନବଗଠିତ ମନ୍ତ୍ରିମଣ୍ଡଳକୁ ନେଇ ରାଜନୀତି ଓ ବିଭିନ୍ନ ମହଲରେ ଆଲୋଚନା ହୋଇଛି । କୁହାଯାଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ “କଳଙ୍କ ନଲଗାଇ, କଳଙ୍କ ଛଡାଇଲେ” । ବାଦ ପଡିଥିବା ମନ୍ତ୍ରୀଙ୍କ ଭିତରୁ ଯେଉଁମାନେ ବିବାଦୀୟ ହୋଇପଡିଥିଲେ ସେମାନଙ୍କ ଭିତରୁ ଅଧିକାଂଶକୁ ମନ୍ତ୍ରିମଣ୍ଡଳ ଶପଥ ଉତ୍ସବରେ ଦେଖିବାକୁ ମିଳିନଥିଲା।ଏ କଥା ବି କୁହାଯାଉଛି ବିରୋଧୀଙ୍କ […]

ବାସ୍ତବବ୍ୟୁରୋ(ଭୁବନେଶ୍ବର): ନବୀନ ନିବାସରେ ବିଦାୟୀ ମନ୍ତ୍ରୀ, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବିଦାୟୀ ମନ୍ତ୍ରୀ। ବିକ୍ରମ କେଶରୀ ଆରୁଖଙ୍କ ବ୍ୟତିର ଅନ୍ୟ ସମସ୍ତ ବିଦାୟୀ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କରିଥିବା ଜଣାଯାଇଛି। ଏହି ଅବସରରେ ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ଦାୟିତ୍ୱ ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପରଫରର୍ମନ୍ସ ଯୋଗୁଁ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇନି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମନ୍ତ୍ରିମଣ୍ଡଳ ବଦଳିବା ସ୍ୱାଭାବିକ ପ୍ରକ୍ରିୟା। କୋଭିଡ […]

ବାସ୍ତବବ୍ୟୁରୋ(ଭୁବନେଶ୍ୱର):ଆଜି ଶପଥ ନେବାକୁ ଥିବା ନୂଆ ମନ୍ତ୍ରିମଣ୍ଡଳରେ ୫ଜଣ ମହିଳାଙ୍କ ମଧ୍ୟରୁ ୩ଜଣଙ୍କୁ କ୍ୟାବିନେଟ୍ ଓ ୨ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବ। ୮ଜଣ ମନ୍ତ୍ରୀ ନିଜର ପଦ ପୁଣିଥରେ ଫେରି ପାଇବେି ଓ ଅନ୍ୟ ୧୩ଜଣ ନୂଆ ମୁହଁଙ୍କୁ ସାମିଲ ହୋଇଛନ୍ତି । ପ୍ରଥମଥର ପାଇଁ ୭ଜଣ ସମ୍ପୂର୍ଣ୍ଣ ନୂଆ ମୁହଁ ବୋଲି ଜଣାପଡ଼ିଛି । କ୍ୟାବିନେଟ୍ ମନ୍ତ୍ରୀ- ଯେଉଁମାନେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେବେ ସେମାନେ ହେଲେ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତରେ ଯିବାର ଯୋଜନା ରହିଛି।ଆସନ୍ତା ୨୧ ତାରିଖରୁ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ୍‌ଙ୍କ ସହ ପ୍ରଥମେ ଇଟାଲି ଓ ପରେ ସେଠାରୁ ଦୁବାଇ ଗସ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ୨୦୧୨ ମସିହାରେ ଲଣ୍ଡନରେ ଏଭଳି ଏକ ବିଜିନେସ୍ ମିଟ୍ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।୧୦ବର୍ଷ ପରେ ତାଙ୍କର ଏହା ଦ୍ବିତୀୟ ଗସ୍ତ । ଦୁବାଇରେ ଆୟୋଜିତ ଏକ ବିଜିନେସ୍ ମିଟ୍‌ରେ […]

Pin It on Pinterest