ଭୁବନେଶ୍ୱର(ବାସ୍ତବବ୍ୟୁରୋ): ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଆଜି ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ […]
Cmodisha
ପ୍ରମୋଦ ନାୟକ(ଭୁବନେଶ୍ୱର):ରାୟଗଡା ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି ମଙ୍ଗଳବାର ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ରାଷ୍ଟ୍ରପତି ଭାବେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ବକୁ ସମର୍ଥନ କରିବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ରୌପଦୀ ମୁର୍ମୁ ଓଡିଶାର ଝିଅ। ଓଡ଼ିଶାର ସ୍ୱାଭିମାନ.ତାଙ୍କ ପାଇଁ ପ୍ରତ୍ୟେକ ଓଡିଆ ଗର୍ବିତ। ଓଡିଶାର ସବୁ ଭୋଟ ତାଙ୍କ ପାଖକୁ ଯିବା […]
ଭୁବନେଶ୍ୱର(ବାସ୍ତବବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆସନ୍ତାକାଲି ନିଜ ମନ୍ତ୍ରିମଣ୍ଡଳର ନବକଳେବର । ପୁରୁଣା ୯ ଜଣଙ୍କ ଉପରେ ମୁଖ୍ୟମନ୍ତ୍ରୀ ଭରସା କରିଥିବାବେଳେ ୧୧ ନୂଆମୁହଁ ।ଆସନ୍ତାକାଲି ଦିନ ୧୧ଟା ୪୫ମିନିଟରେ ମୁଖ୍ୟମନ୍ତ୍ର୍ୟ ନବୀନ ପଟନାୟକଙ୍କ ନୂଆ ମନ୍ତ୍ରୀମାନେ ଶପଥ ନେବେ । ଲୋକସେବା ଭବନର କନଭେନସନ ହଲରେ ଏହି ନୂଆ ମନ୍ତ୍ରୀମାନଙ୍କର ଶପଥ ପାଠ କରାଯିବ । ଖବର ଅନୁଯାଇ,କାଲି ଅର୍ଥାତ ରବିବାର ଶପଥ ନେବାପାଇଁ, ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ […]
ପ୍ରଥମ ଡୋଜ୍ କୋଭିଡ୍-୧୯ ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାସ୍ତବବ୍ୟୁରୋ:ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଂଚି, କୋଭିଡ୍-୧୯ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ସେଠାରେ ସେ ଦିନ ୧୧ଟା ବେଳେ ପ୍ରଥମେ କରୋନା ଟିକା ନେଇଥିଲେ। ମୁଖ୍ୟମନ୍ତ୍ରୀ ଙ୍କ ପରେ ଅନ୍ୟ ବିଧାୟକମାନେ ଟିକା ନେବାପାଇଁ ବ୍ୟବସ୍ଥା କରାଯାଇଥିଲା | ମୁଖ୍ୟମନ୍ତ୍ରୀ ନବୀନ […]