ବାସ୍ତବବ୍ୟୁରୋ(ବାଲେଶ୍ବର)୧୦/୨/୦୨୪: ଭାଇ ଭୁଲିଗଲା ରକ୍ତ ସମ୍ପର୍କ,ସାନ ଭାଇକୁ ହତ୍ୟା ପାଇଁ ଲକ୍ଷେ ସତୁରୀ ହଜାର ଦେଲା ସୁପାରି। ଭାଇକୁ ଅପରାଧି ହତ୍ୟା କଲେ। ପୋଲିସ କବଳରୁ ଖସି ଯିବାପାଇଁ ନିଜେ କମ୍ପ୍ଲେନର ସାଜିଥିଲେ ବଡଭାଇ। ହେଲେ ଖସି ପାରିଲେନି ପୋଲିସର ଚକ୍ରବ୍ୟୁହରୁ ।ପୁଲିସ ବଡଭାଇ ସମେତ ୬ ଜଣକୁ ଗିରଫ କରିଛି। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡର ପର୍ଦାଫାଶ କରିଛି ପୁଲିସ। ବାଲେଶ୍ବରର ନିଳଗିରି ଥାନାରେ,ଗତ ୬ତାରିଖରେ କାଁଶ ଗ୍ରାମର […]
crime
ବ୍ରଜବିହାରୀ ଶଢଙ୍ଗୀ(ଞ୍ଜନଗର): ପାରିବାରିକ କଳହକୁ କେନ୍ଦ୍ରକରି ଦେଢ଼ ବର୍ଷର ଶିଶୁକୁ ବିଷଦେଇ ନିଜେ ବିଷ ପିଇ ଆତ୍ମହତ୍ୟା କଲା ମା ଏଭଳି ଏକ ଦୁଖଦଃ ଘଟଣା ଦେଖିବାକୁ ମିଳିଛି ବାଲିପଦର ନିକଟ ପୋଚାଲୁଣ୍ଡି ଗ୍ରାମରେ l ପରିବାର ଲୋକେ କହିବା ଅନୁସାରେ ପୋଚାଲୁଣ୍ଡି ଗ୍ରାମର କୃଷ୍ଣ ଚନ୍ଦ୍ର ବିଶୋଇ ମନ୍ଦାର ଗ୍ରାମର ଆରତୀ ବିଶୋଇ (23)ଙ୍କୁ ବୈଦେହିକ ନୀତିରୀତିରେ ଗତ ତିନିବର୍ଷ ହେବ ବିହାହ କରିଥିଲେ l ବିବାହର କିଛି […]
ମୋହାଲି: ବ୍ୟାଟ୍ସମ୍ୟାନଙ୍କ ଦମଦାର ପ୍ରଦର୍ଶନ ପାଇଁ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଆଇପିଏଲ ଇତିହାସରେ ଦ୍ୱିତୀୟ ସର୍ବାଧିକ ସ୍କୋର ୨୫୭ରନ ସଂଗ୍ରହ କରିପାରିଛି । ଏଥିସହିତ ଏଲଏସଜି ଏହି ମ୍ୟାଚରେ ପଞ୍ଜାବ କିଙ୍ଗ୍ସକୁ ୫୬ରନରରେ ପରାସ୍ତ କରିଛି । ଶିଖର ଧୱନଙ୍କ ପଞ୍ଜାବ ଦଳ, ୨୫୮ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିଲେ । ପ୍ରଥମ ଦୁଇଟି ୱିକେଟ ସହଳ ହରାଇଥିଲେ ମଧ୍ୟ ଅଥର୍ବ ତାଡ଼େ ଓ ସିଙ୍କନ୍ଦର ରାଜାଙ୍କ ପ୍ରଦର୍ଶନ […]
ସଞ୍ଜୟ ଶତପଥୀ(କଟକ): କଟକ ଟାଙ୍ଗି ଟୋଲ ଗେଟରୁ ଜବତ ହୋଇଛିଏକ କୁଇଣ୍ଟାଲ ରୁପା ଇଟା,ଚାନ୍ଦି ଅଳଙ୍କାର ସହ ୧୨ ଲକ୍ଷ ଟଙ୍କା । ଏହି ମାମଲାରେ ଦୁଇ ଜଣଙ୍କୁ ଅଟକଙ୍କୁ ରଖାଯାଇଛି। କଟକ କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ ଦ୍ୱାରା ଏହା ଜବତ କରାଯାଇଛି ।ଜିଏସଟି ଏବଂ ଅବକାରୀ ବିଭାଗ ପକ୍ଷରୁ ଦୁଇ ଅଭିଯୁକ୍ତଂକୁ ଅଟକ ରଖି ପଚରାଉଚାର କରାଯାଉଛି । କଟକ କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ,ବିଶ୍ବସ୍ତ ସୂତ୍ରରୁ ଖବର ପାଇ […]
ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରର ଏମ୍ସ ନିକଟରେ ବ୍ରାଉନସୁଗର ବିକ୍ରି ନିମନ୍ତେ ଡିଲ କରୁଥିଲେ ଅପରାଧୀ। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇବା ପରେ ଚଢ଼ଉ କରି ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍(ସ୍ପେଶାଲ ଟାକ୍ସ ଫୋର୍ସ)। ଗତକାଲି ବିଳମ୍ବିତ ରାତିରେ ଏହି ଡିଲ ହେଉଥିଲା।ଗିରଫ ଅଭିଯୁକ୍ତଙ୍କ ଠାରୁ ୨ କେଜି ୫୮ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ମୂଲ୍ୟ ପ୍ରାୟ ୨.୫କୋଟି ଟଙ୍କା ହେବ।ଗିରଫ ବ୍ରାଉନ ସୁଗାର ବେପାରୀ […]
ପ୍ରମୋଦ ନାୟକ(ଭୁବନେଶ୍ୱର): ଅଗ୍ନିଙ୍କୁ ସାକ୍ଷୀରଖି ପତ୍ନୀଙ୍କୁ ସୁରକ୍ଷା ଦେବେ ବୋଲି ପ୍ରତିଜ୍ଞା କରି ବିବାହ କରିଥିଲେ ସରୋଜ କୁମାର ଦାସ। ହେଲେ ନିଶା ଖାଇବାକୁ ଟଙ୍କା ନଦେବାରୁ ସୋଶାଲ ମିଡିଆରେ ପତ୍ନୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ୍ କରି ଦେଲା ସରୋଜ ।ଏଭଳି ହୀନ କାର୍ଯ୍ୟ କରିଥିବା ବ୍ୟକ୍ତିକୁ ଗିରଫ କରିଛି ଭୁବନେଶ୍ୱର ସାଇବର ଥାନା ପୁଲିସ। ଭଦ୍ରକ ଜିଲ୍ଲା ଚାନ୍ଦବାଲିରୁ ସରୋଜକୁ ଗିରଫ କରିବା ପରେ କୋର୍ଟ ଚାଲାଣ କରାଯାଇଛି। […]
ବାସ୍ତବବ୍ୟୁରୋ: ୧୮ ଦିନ ପର୍ଯ୍ୟନ୍ତ ହାଇଦର ବଡ଼ ମେଡିକାଲରେ କରୁଥିଲା କଣ ?କାହିଁକି ହେଲା ବୁର୍ଲାରୁ କଟକ ରେଫର ?ଯଦି ସ୍ୱାସ୍ଥ ଭଲ ଥିଲା କାହିଁକି ଜେଲ ପଠାଯାଇନଥିଲା ? ଏମିତି ଅନେକ ପ୍ରଶ୍ନ ହେଲେ ଏ ପ୍ରଶ୍ନ ଆମର ନୁହେଁ ଖୋଦ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ |ଚିକିତ୍ସା କରୁଥିବା ଡାକ୍ତରଙ୍କ ଉପରେ ସେ ପ୍ରଶ୍ନ ଉଠାଇଛନ୍ତି | ଗ୍ୟାଙ୍ଗଷ୍ଟର ହାଇଦର ଫେରାର ହେବାପରେ, ଡିଜିଙ୍କ କ୍ୟାମ୍ପ ଅଫିସରେ […]


