ସଂଜୟ ଶତପଥୀ(କଟକ): ଓଡ଼ିଶାର ବରପୁତ୍ର କଟକ ମାଟିର ଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କର ୧୨୮ ତମ ଜନ୍ମଜୟନ୍ତୀ କଟକ ର ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମ ପୀଠରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡିଶାର ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନନୀୟା ଉପ-ମୂଖ୍ଯମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, କଟକ ର ମାନନୀୟ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ, କଟକ […]

ସଂଜୟ ଶତପଥୀ(କଟକ): ଭାଜପା ନେତ୍ରୀ ସୁଶ୍ରୀ ନିବେଦିତା ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକ ପାଳନ ଅବସରରେ,କଟକ ମହାନଗର ନିଗମ ତରଫରୁ ସିଡିଏ ୯ ନମ୍ୱର ରେ ଏକ ପାର୍କ ତାଙ୍କ ନାମରେ ନାମିତ ହୋଇ ସେଠାରେ ତାଙ୍କ ପ୍ରତିମୂର୍ତ୍ତି କଟକ ମେୟର ଓ ସାଂସଦ ଙ୍କ ଦ୍ୱାରା ବହୁ ଗଣ୍ୟମାନ୍ୟଙ୍କ ଉପସ୍ଥିତିରେ ଉନ୍ମୋଚିତ ହୋଇଥିଲା। ପରେ ପରେ ଉଇଣ୍ଡ ସର ପ୍ଲେସ ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। […]

ସଂଜୟ ଶତପଥୀ(କଟକ):କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରାୟ ତାଙ୍କ କଟକ ଗସ୍ତର ଦ୍ଵିତୀୟ ଦିବସର ଶୁଭାରମ୍ଭ କରିଥିଲେ ସକାଳୁ କଟକ ଆରାଧ୍ୟା ଦେବୀ ମା କଟକ ଚଣ୍ଡୀଙ୍କ ଦର୍ଶନରୁ।ସେଠାରେ କଟକ ଭାଜପା ମହିଳାମୋର୍ଚା ସଭାନେତ୍ରୀ ପ୍ରବୀଣା ମହାପାତ୍ର ଓ ରାଜ୍ୟ ସମ୍ପାଦିକା ରଶ୍ମିରେଖା ଦାସଙ୍କ ନେତୃତ୍ୱରେ ମହିଳା ମାନେ ସ୍ୱାଗତକରି ମନ୍ଦିର ଦର୍ଶନ କରାଇଥିଲେ।ଏହାପରେ ସେ ନେତାଜୀଙ୍କ ଜନ୍ମସ୍ଥାନ ପରିଦର୍ଶନ କରିଥିଲେ। ସେଠାରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲକ୍ଷ୍ମୀଧର ପ୍ରଧାନ, […]

Pin It on Pinterest