ବାସ୍ତବବ୍ୟୁରୋ(କଟକ)୨୯।୦୯ : ଜଗତପୁରରେ ଆତଙ୍କ ଖେଳାଇଥିବା ହାତୀ ଟ୍ରାଙ୍କୁଲାଇଜ୍‌ ହେଲା । ନନ୍ଦନକାନନରୁ ଯାଇଥିବା ଟିମ୍ ଏହି ହାତୀକୁ ଟ୍ରାଙ୍କୁଲାଇଜ୍ କରିଛନ୍ତି ।ଟ୍ରାଙ୍କୁଲାଇଜ୍ ହେବାପରେ ହାତୀକୁ ଆଠଗଡ଼ ରେଞ୍ଜ ଖୁଣ୍ଟୁଣିରେ ଛଡ଼ାଯିବାକୁ ନିଆଯାଇଛି। ସୂଚନା ଅନୁଯାଇ, ଏ.ସି.ଏଫ୍ ଅନନ୍ତ କୁମାର ପ୍ରଧାନ ଓ ଚନ୍ଦକା DFO ଏମଡି ଜମିଲଙ୍କ ନେତୃତ୍ବରେ ଗୁରୁବାର ସକାଳୁ ନନ୍ଦନ କାନନରୁ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଆସି ଜଗତପୁର ପୀରବଜାର ବସନ୍ତ ମଠ ଜଙ୍ଗଲରେ […]

ସଞ୍ଜୟ ଶତପଥୀ(କଟକ): ଜଗତପୁରରେ ହାତୀ ଉପଦ୍ରଵ,ଗାଡି ମାତ୍ର ସହ ଅନେକ ଘର ଭାଙ୍ଗିଲା ଜଙ୍ଗଲୀ ହାତୀ । ସେହିପରି ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇ କଟକ ବଡ଼ ମେଡିକାଲ୍ରେ ଚିକିତ୍ସଚିତ ହେଉଥିବାର ଖବର ମିଳିଛି । ତିନିଟି ହାତୀ ଜଗତପୁରରେ ଉପଦ୍ରବ ଜାରି ରଖିଥିବା କୁହାଯାଉ ଥିବାବେଳେ,ନିମପୁର ଅଞ୍ଚଳରେ ପଶିଥିବା ହାତୀଟି କେତେକ କାର୍ ଓ ଘର ଭାଙ୍ଗି ଦେଇଥିବାର ସୂଚନା […]

ସଞ୍ଜୟ ଶତପଥୀ(କଟକ) : କଟକ ପୌର ନିଗମର ମେୟରଙ୍କ କାର୍ଯ୍ୟାଳୟରେ ବାଥରୁମ କବାଟକୁ ନେଇ, ଗତ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି।କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ନେତୃତ୍ବରେ କଂଗ୍ରେସ କର୍ମୀମାନେ ମେୟରଙ୍କ ଉଦ୍ଦେଶ୍ୟରେ ଏକ କବାଟ, ବନ୍ଧ ଓ ୫୦୦ ଟଙ୍କା ଉପହାର ଦେଇଛନ୍ତି।ମାନସ ଚୌଧୁରୀଙ୍କ ମତରେ ମେୟର ଯେଉଁ ଦଳର ହୁଅନ୍ତୁ ଆମ ସମସ୍ତଙ୍କ ମେୟର, ହେଲେ ବାଥରୁମ କବାଟ ଲଗାଇବା ପାଇଁ […]

ପ୍ରମୋଦ ନାୟକ(ଭୁବନେଶ୍ବର): ପ୍ରସିଦ୍ଧ କଟକ ବାଲିଯାତ୍ରା ଆସନ୍ତା ନଭେମ୍ବର ୮ତାରିଖରୁ ୧୬ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ। ଏହି ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବଭାବେ ପାଳନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ହେଲେ ଜାତୀୟ ଗ୍ରିନ୍ ଟ୍ରିବ୍ୟୁନାଲ ବା ଏନ୍‌ଜିଟିର ନିର୍ଦେଶାବଳୀ ଅନୁଯାୟୀ ଯାତ୍ରା ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗୁରୁତ୍ବ ଦିଆଯାଇଛି । ଶୁକ୍ରବାର ଦିନ ମୁଖ୍ୟ ଶାସନ ସଚିବ […]

ସଞ୍ଜୟ ଶତପଥୀ(କଟକ): ତିନି ବର୍ଷ ପରେ କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଏକ ଆନ୍ତର୍ଜାତୀୟ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ସୁପର ରବିବାର ଦିନ ହେବାକୁ ଥିବା ମ୍ୟାଚ୍ ପାଇଁ ସମସ୍ତ ଟିକେଟ୍ ବିକ୍ରି ଠିକ୍ ଥିଲା, କିନ୍ତୁ ଆଶ୍ଚର୍ଯ୍ୟଜନକ କଥା ହେଲା ଟିମ୍ ଇଣ୍ଡିଆର ଅଭ୍ୟାସ ମ୍ୟାଚ ଦେଖିବାକୁ ଷ୍ଟାଡିୟମ୍ ପ୍ୟାକ୍ ହୋଇଥିଲା। କଟକ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ କ୍ରିକେଟ୍ ପାଇଁ ଏପରି କ୍ରେଜ୍ ନାହିଁ, […]

ସଞ୍ଜୟ ଶତପଥୀ(କଟକ):କଟକର ଅଭିନବ ବିଡାନାସୀ କଟକର ୧୩ ନମ୍ବର ସେକ୍ଟରରେ ଜମି ଦୁର୍ନୀତିର ନିରପେକ୍ଷ ତଦନ୍ତ କରିବା ଲାଗି ରାଷ୍ଟ୍ରୀୟ ପଛୁଆ ବର୍ଗ ମହାସଂଘ ତରଫରୁ ଏକ ଦାବୀ ପତ୍ର ମହାସଂଘ ର ରାଜ୍ଯ ପ୍ରଭାରୀ ତଥା କଟକର ଜଣାଶୁଣା ସମାଜସେବୀ ସଞ୍ଜିତ୍ ସାମଲଙ୍କ ନେତୃତ୍ବ ରେ ମହାନିର୍ଦ୍ଦେଶକ, ଦୁର୍ନୀତି ନିବାରଣ ବିଭାଗ ଙ୍କୁ ପ୍ରଦାନ କରାଯାଇଛ। ବିଶ୍ବସ୍ତ ସୂତ୍ର ରୁ ପ୍ରକାଶ ଯେ ଅଭିନବ ବିଡାନାସୀ କଟକର ୧୩ […]

୭ ଦିନ ମଧ୍ୟରେ ମନ୍ଦିରର ଉନ୍ନତିକରଣ ଯୋଜନା ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପିତ କରାଯିବ । ସକାଳେ ୫ଟି ସଚିବଙ୍କ ପରେ ସନ୍ଧ୍ୟାରେ ପ୍ରଶାସନିକ ଓ ବୈଷୟିକ ଟିମ ମା’ କଟକ ଚଣ୍ଡୀଙ୍କ ମନ୍ଦିରର ହେବ ନବକଳେବର । ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ5T ଶ୍ରୀ ଭି.କେ. ପାଣ୍ଡିଆନ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମାଆଙ୍କ ଦର୍ଶନ […]

Pin It on Pinterest