ସଞ୍ଜୟ ଶତପଥୀ(କଟକ):କଟକର ଅଭିନବ ବିଡାନାସୀ କଟକର ୧୩ ନମ୍ବର ସେକ୍ଟରରେ ଜମି ଦୁର୍ନୀତିର ନିରପେକ୍ଷ ତଦନ୍ତ କରିବା ଲାଗି ରାଷ୍ଟ୍ରୀୟ ପଛୁଆ ବର୍ଗ ମହାସଂଘ ତରଫରୁ ଏକ ଦାବୀ ପତ୍ର ମହାସଂଘ ର ରାଜ୍ଯ ପ୍ରଭାରୀ ତଥା କଟକର ଜଣାଶୁଣା ସମାଜସେବୀ ସଞ୍ଜିତ୍ ସାମଲଙ୍କ ନେତୃତ୍ବ ରେ ମହାନିର୍ଦ୍ଦେଶକ, ଦୁର୍ନୀତି ନିବାରଣ ବିଭାଗ ଙ୍କୁ ପ୍ରଦାନ କରାଯାଇଛ। ବିଶ୍ବସ୍ତ ସୂତ୍ର ରୁ ପ୍ରକାଶ ଯେ ଅଭିନବ ବିଡାନାସୀ କଟକର ୧୩ […]
Cuttack
୭ ଦିନ ମଧ୍ୟରେ ମନ୍ଦିରର ଉନ୍ନତିକରଣ ଯୋଜନା ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପିତ କରାଯିବ । ସକାଳେ ୫ଟି ସଚିବଙ୍କ ପରେ ସନ୍ଧ୍ୟାରେ ପ୍ରଶାସନିକ ଓ ବୈଷୟିକ ଟିମ ମା’ କଟକ ଚଣ୍ଡୀଙ୍କ ମନ୍ଦିରର ହେବ ନବକଳେବର । ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ5T ଶ୍ରୀ ଭି.କେ. ପାଣ୍ଡିଆନ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମାଆଙ୍କ ଦର୍ଶନ […]


