ସଂଜୟ ଶତପଥୀ(କଟକ): ଏକ ଦୁଃଖଦ ଖବର ନାଟ୍ଯ ନିର୍ଦ୍ଦେଶକ ତଥା ଜନତା ରଙ୍ଗମଞ୍ଚର ଅନ୍ୟତମ ବରିଷ୍ଠ ପରିଚାଳନା କମିଟି ର ବର୍ଷିଆନ ସାଥି ନାରାୟଣ ସିଂହ ଙ୍କର ଆଜି ସକାଳେ ତାଙ୍କ ବାସଭବନରେ ବିୟୋଗ ହୋଇଯାଇଛି ।ଶେଷ ନିଶ୍ବାସ ତ୍ଯାଗ କଲାବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା ।ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିଲେ।ଜନତା ରଙ୍ଗମଞ୍ଚ କୁ ପୁନର୍ଗଠନ କରିବା ପାଇଁ ବହୁ ଉଦ୍ୟମ ଅବ୍ୟାହତ ରଖିଥିଲେ ।ସେ […]
Cuttack
କଟକ(ସଂଜୟ ଶତପଥୀ): କଟକ ଦୋଳମୁଣ୍ଡାଇସ୍ଥିତ ହୋଟେଲ ଶ୍ରୀ ଜଗନ୍ନାଥ ସଭାଗୃହ ରେ ରୋଟାରୀ କ୍ଲବ ମହାନଦୀ ପକ୍ଷରୁ ନେସନ୍ ବିଲଡର ଆଓ୍ବାର୍ଡ ପ୍ରଦାନ କାର୍ଯ୍ୟକ୍ରମ ମହାସମାରୋହରେ ସଭାନେତ୍ରୀ ରୋଟାରୀଆନ୍ ସି.ଭାଗ୍ଯଶ୍ରୀ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଓଡ଼ିଶାର ସୁନାମଧନ୍ୟ ଶିକ୍ଷାବିତ୍ ଡଃ ସତ୍ୟକାମ ମିଶ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ […]
ଭୁବନେଶ୍ୱର ୦୫/୦୯(ଗୌତମ ମିଶ୍ର ) ପଶ୍ଚିମ ଓଡିଶା ର ପାରମ୍ପରିକ ଗଣପର୍ବ ନୁଆଖାଇ ସେପ୍ଟେମ୍ବର ୮ ଅନୁଷ୍ଠିତ ହେବାକୁ ଯାଉଛି। ଏହା ଏକ କୃଷି ଭିତ୍ତିକ ପର୍ବ ସମସ୍ତ ପଶ୍ଚିମ ଓଡିଶା ଲୋକେ ଏହି ପର୍ବ ରେ ନିଜକୁ ସାମିଲ କରିଥାନ୍ତି। ଧାନ ଅମଳର ଖୁସିରେ ଏହି ଉତ୍ସବ ପାଳନ କରାଯାଇଥାଏ। ସମସ୍ତେ ନିଜ ନିଜ ଘରେ ପିଠା ପଣା ନାଚ ଗୀତ ରେ ମସଗୁଲ ହୋଇ ଏହି ଉତ୍ସବ […]
ସଂଜୟ ଶତପଥୀ(କଟକ) : କୈବଲ୍ୟ ସାହିତ୍ୟ ସଂସଦ ତରଫରୁ ” ଦେବକୀ ଯଶୋଦା ମାତୃକୃପା ସାହିତ୍ୟ ସମ୍ମିଳନୀ ୨୦୨୪ ” ଶ୍ରୀ ରାମଚନ୍ଦ୍ର ଭବନ, କଟକ ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହା ସାହିତ୍ୟ ସଂସଦର ୫୪ ତମ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ସତ୍ୟ ସନାତନ ବୈଦିକ ବିଦ୍ୟାଳୟର ଛାତ୍ରଛତ୍ରୀମାନଙ୍କ ଦ୍ଵାରା ପ୍ରାରମ୍ଭିକ ସଙ୍ଗୀତ ଏବଂ ବେଦ ପଠନ କରାଯାଇଥିଲା ।କୃଷ୍ଣ ଭକ୍ତି ଶୀର୍ଷକ ଭଜନ […]
ସଂଜୟ ଶତପଥୀ(କଟକ): ପ୍ରତିବର୍ଷ ପରି କଟକ ମହାନଗର ନିଗମ ପକ୍ଷରୁ ସ୍ବଚ୍ଛତା ପକ୍ଷ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନଙ୍କ ପକ୍ଷରୁ ପାଳିତ ହେଉଛି। ଏହି ପରିପ୍ରେକ୍ଷୀରେ କଟକ ଚୈ।ଧୁରୀବଜାର ସ୍ଥିତ ମ୍ଯୂନିସପାଲ୍ ମଡେଲ ହାଇସ୍କୁଲ ରେ ସ୍ବଚ୍ଛତା ପକ୍ଷ ପାଳନ ର ଶୁଭାରମ୍ଭ ବିଦ୍ୟାଳୟ ପରିସର ରେ ହୋଇଯାଇଛି। କଟକ ମହାନଗର ନିଗମ ର ମାନନୀୟ ମେୟର ଶ୍ରୀ ସୁବାସ ସିଂ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ […]
ସଂଜୟ ଶତପଥୀ(କଟକ): କଟକ ର ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ଓ.ଏମ୍.ପି ବାଟାଲିୟନ ପରିସରରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ବିଶ୍ବସ୍ତ ସୂତ୍ରରୁ ପ୍ରକାଶ ଯେ, କଟକ ର ୬ଷ୍ଠ ଓଡ଼ିଶା ସଶସ୍ତ୍ର ଆରକ୍ଷୀ ବଳ ରେ ନିଯୁକ୍ତି ପାଇଥିବା ହାବିଲଦାର ଶ୍ରୀ ତ୍ରିଲୋଚନ ସେଠୀ ଆଜି ଭୋର ସମୟରେ ବାଟାଲିୟନ ପରିସରରେ ଥିବା ବିଶ୍ରାମ ଗୃହରେ କେହି ନ ଥିବା ସମୟରେ ବେକରେ ରଶି ଲଗାଇ ଆତ୍ମହତ୍ୟା […]
ସଂଜୟ ଶତପଥୀ(କଟକ): କଟକ ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ଓଡ଼ିଶା ରାଜ୍ୟ ସଶସ୍ତ୍ର ଆରକ୍ଷୀ ବଳ ବାଟାଲିୟନ କାର୍ଯ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିର ବାଟାଲିୟନ ର ମାନନୀୟ ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ (ଓ.ପୋ.ସେ) ଙ୍କ ପ୍ରତ୍ଯକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ରୋଟାରୀ କ୍ଲବ,ମହାନଦୀ -କଟକ,ଓ ଓ୍ବାକର୍ସ କ୍ଲବ୍ ଙ୍କ ମିଳିତ ଆନୁକୂଲ୍ୟରେ ଏହି ରକ୍ତଦାନ ଶିବିର ରେ ୪୪ ୟୁନିଟ୍ ରକ୍ତ ସଂଗ୍ରହ କରଯାଇଥିବା ଜଣାଯାଇଛି। ଏହି […]
କଟକ(ସଂଜୟ ଶତପଥୀ): ୧୫/୦୮ଗତ କାଲି ସିଏମସି କାଉନସିଲ ବୈଠକରେ ବକ୍ସି ଜଗବନ୍ଧୁଙ୍କର ପୂର୍ଣ୍ଣ ଅବ୍ୟୟବ ମୂର୍ତ୍ତି ବକ୍ସିବଜାର ଛକରେ ସ୍ଥାପନ ହେବାପାଇଁ ଅଗଷ୍ଟ ମାସ ୩୧’ତାରିଖ ଚୁଡାନ୍ତ କରାଯାଇଛି ବୋଲି ମେୟର ସୁବାଷ ସିଂ କାଉନସିଲ ମାଧ୍ୟମରେ କହିଛନ୍ତି । ସେ ଏହା ମଧ୍ୟ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ କଟକ ସାଂସଦ ଭର୍ତ୍ତୃହରି ମହତାବ୍, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, […]
କଟକ(ସଂଜୟ ଶତପଥୀ)୧୪/୮:ଉଛେଦ ନୁହେଁ ଥଇଥାନ କର ଭେଣ୍ଡିଂ ଜୋନ ଦାବିରେ କଟକ ଉଠାଦୋକାନୀ ମହାସଙ୍ଘ ଆହ୍ୱାନରେ ଏକ ବିଶାଳ ସମାବେଶ ମହାନଗର ନିଗମ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି ।ଆଜି ପୂର୍ବାହ୍ନ ୧୧ ଘଟିକାରୁ ଉଠାଦୋକାନୀମାନଙ୍କର ବିଶାଳ ଶୋଭାଯାତ୍ରା ପୁରୀଘାଟ ଠାରୁ ବାହାରି ତେଲେଙ୍ଗାବଜାର ଦେଇ ମହାନଗର ନିଗମ ସମ୍ମୁଖରେ ପହଞ୍ଚିଥିଲା ।ସେଠାରେ ପହଞ୍ଚିବା ପରେ କଟକ ଉଠାଦୋକାନୀ ମହାସଙ୍ଘର ସଭାପତି ଆଡ଼ଭୋକେଟ ଅମରେନ୍ଦୁ ମହାନ୍ତିଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ ହୋଇଥିଲା […]
ସଂଜୟ ଶତପଥୀ(କଟକ): ଭାଜପା ନେତ୍ରୀ ସୁଶ୍ରୀ ନିବେଦିତା ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକ ପାଳନ ଅବସରରେ,କଟକ ମହାନଗର ନିଗମ ତରଫରୁ ସିଡିଏ ୯ ନମ୍ୱର ରେ ଏକ ପାର୍କ ତାଙ୍କ ନାମରେ ନାମିତ ହୋଇ ସେଠାରେ ତାଙ୍କ ପ୍ରତିମୂର୍ତ୍ତି କଟକ ମେୟର ଓ ସାଂସଦ ଙ୍କ ଦ୍ୱାରା ବହୁ ଗଣ୍ୟମାନ୍ୟଙ୍କ ଉପସ୍ଥିତିରେ ଉନ୍ମୋଚିତ ହୋଇଥିଲା। ପରେ ପରେ ଉଇଣ୍ଡ ସର ପ୍ଲେସ ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। […]


