ସଂଜୟ ଶତପଥୀ(କଟକ): ବିଗତ ୬ ବର୍ଷର ବ୍ୟବଧାନ ପରେ , ବାରମ୍ବାର ଦାବି ସତ୍ତ୍ବେ ଓଡ଼ିଶାର ସ୍ବାଧୀନତା ସଂଗ୍ରାମୀ ତଥା ଯାହା ନାମରେ ବକ୍ସିବଜାର ନାମିତ ସେହି ବରପୁତ୍ର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଙ୍କର ଏକ ପ୍ରତିମୂର୍ତ୍ତି ବକ୍ସି ବଜାର ଛକରେ ସ୍ଥାପନା ହୋଇପାରିଲା ନାହିଁ। ଏଥୂପ୍ରତି କଟକ ମହାନଗର ନିଗମ ର ମେୟର ଓ କମିଶନର ଙ୍କୁ ବାରମ୍ବାର ଭେଟିବା ଓ ଜଣାଇଥିଲେ ମଧ୍ୟ କଟକ ମହାନଗର […]
Cuttack
ସଂଜୟ ଶତପଥୀ(କଟକ): କଟକ କମିଶନରେଟ୍ ପୋଲିସ୍ ଅଧିନରେ ଥିବା କଟକ ଦରଘା ବଜାର ଥାନା କୁ ଏକ ବଡ ସଫଳତା ମିଳିଛି। ହସ୍ତଗତ ହୋଇଥୂବା ଖବର ଅନୁଯାୟୀ କଟକ ନିମସାହି ର ବାସିନ୍ଦା ମହମ୍ମଦ ଆଜାର୍ ଏକ ବ୍ୟାଙ୍କ ଠକାମୀ ର ଶିକାର ହୋଇଥୂବା ନେଇ ସ୍ଥାନୀୟ ଦରଘା ବଜାର ଥାନା ରେ ତା ୧୩/୦୭/୨୦୨୪ ରିଖ ଦିନ ଏକ ଏତାଲା ଦାୟର କରିଥିଲେ। ଏହି ଏତଲାକୁ ଭିତ୍ତିକରି ଦରଘାଵଜାର […]
କଟକ(ସଂଜୟ ଶତପଥୀ): ନୂଆଦିଲ୍ଲୀସ୍ଥିତ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ର ରାଷ୍ଟ୍ରୀୟ ସଂଗଠକ ଶ୍ରୀମତୀ ମମତା ସେହେଗାଲ୍ ଙ୍କ ନିର୍ଦ୍ଦେଶରେ ଫାଉଣ୍ଡେସନ ର ରାଷ୍ଟ୍ରୀୟ ଉପ-ସଭାନେତ୍ରୀ ସୁଶ୍ରୀ ପୁଷ୍ପିତା ମହାପାତ୍ର ଙ୍କ ନେତୃତ୍ବରେ ଫାଉଣ୍ଡେସନର ଏକ ପ୍ରତିନିଧି ମଣ୍ଡଳୀ କଟକ ର ଜିଲ୍ଲାପାଳ ଶ୍ରୀ ଅରବିନ୍ଦ ଡାକୁଆ(ଭା.ପ୍ର.ସେ) ଙ୍କୁ ଭେଟି ୧୧ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିବା ସହ ଏହାକୁ ବିଚାରକୁ ନେବା ଲାଗି ଅନୁରୋଧ କରିଥିଲ। ଗଣମାଧ୍ୟମ […]
ସଂଜୟ ଶତପଥୀ(କଟକ)୧୨/୭/: ରୋଟାରୀ କ୍ଲବ୍ ଅଫ୍ କଟକ ମିଲେନିୟମ ପକ୍ଷରୁ ଲିଙ୍କ ରୋଡ ସ୍ଥିତ ଶୀତଲ ହୋଟେଲରେ ବିଶ୍ୱ ଜନସଂଖ୍ଯା ଦିବସ ପାଳିତ ହୋଇଯାଇଛି l ଏହି କାର୍ଯ୍ଯକ୍ରମରେ ରେଭେନସା ବିଶ୍ୱବିଦ୍ଯାଳୟର ପ୍ରାଧ୍ଯାପକ ପ୍ରଫେସର ଶିବବ୍ରତ ଦାସ ମୁଖ୍ଯ ବକ୍ତା ଭାବରେ ଯୋଗ ଦେଇଥିଲେ l ସେ ତାଙ୍କ ବକ୍ତବ୍ଯରେ ଜନସଂଖ୍ଯା ଦିବସର ତାତ୍ପର୍ଯ୍ଯ ଏବଂ ଜନସଂଖ୍ଯା ସମ୍ବନ୍ଧିତ ବିବିଧ ବିଷୟର ପରିସଂଖ୍ଯାନ ଭିତ୍ତିକ ତଥ୍ଯ ଉପସ୍ଥାପନ କରିଥିଲେ l […]
ସଂଜୟ ଶତପଥୀ(କଟକ): କଟକ ସହର ର ନବୀକରଣ ତଥା ସୈ।ନ୍ଧର୍ଯୀକରଣ ଲାଗି କଟକ ମହାନଗର ନିଗମ ପକ୍ଷରୁ ବହୁ ଗଛ କଟାଯାଇଥିବା ଏବଂ କଟକ ସହରର ପରିବେଶ ସମ୍ପୂର୍ଣ୍ଣ ଅସ୍ବଚ୍ଛ ହୋଇ ପଡିବାର ଅନୁଭବ କରିବା ପରେ କଟକ ମହାନଗର ନିଗମ ପକ୍ଷରୁ ମାନନୀୟ କମିଶନର ଶ୍ରୀ ବିଜୟ କୁମାର ଦାସ ଙ୍କ ଅଧ୍ଯକ୍ଷତାରେ ବିଜୁ ଭବନ ସମ୍ମିଳନୀ କକ୍ଷରେ ଏକ ବୈଠକ ର ଆୟୋଜନ କରାଯାଇଥିଲା। ଏହି ବୈଠକରେ […]
ସଂଜୟ ସତପଥୀ(କଖକ): କଟକ କୁ ବୃହତ ସହର କରି ତୋଳିବା ତଥା ପୁରୁଣା ଐତିହ୍ୟ “ରାଜଧାନୀ” ର ମାନ୍ୟତା ର ମୂଖ୍ୟ ଦାବୀ ସହ ଏକ ୧୮ ଟି ବିଷୟରେ ଏକ ଦାବୀପତ୍ର କଟକର ସାମାଜିକ ଅନୁଷ୍ଠାନ ବାଇମୁଣ୍ଡି ସଂଗଠନ ପକ୍ଷରୁ ଶ୍ରୀ ରାମଚନ୍ଦ୍ର ମଲ୍ଲିକ ଙ୍କ ନେତୃତ୍ବରେ ଏକ ପ୍ରତିନିଧି ମଣ୍ଡଳୀ ବାରବାଟୀ -କଟକ ର ବିଧାୟିକା ଇଂ ସୋଫିଆ ଫିର୍ଦ୍ଦୋଶ୍ ଙ୍କୁ ଭେଟି ସମସ୍ତ ବିଷୟରେ ଅବଗତ […]
ସଂଜୟ ଶତପଥୀ(କଟକ): ଜବରଦଖଲ ରେ ଥିବା କଟକ ର ବୃହତ୍ ପୁଷ୍କରିଣୀ “ହାତୀ ପୋଖରୀ” କୁ ଜବରଦଖଲକାରୀ ଙ୍କ କବଜାରୁ ବଞ୍ଚାଇବାକୁ ଓ ପୁନରୁଦ୍ଧାର ର ଦାବୀକୁ ନେଇ କଟକ ର ମାନନୀୟ ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କଲା ହିନ୍ଦୁ ସେନା। ପ୍ରକାଶ ଥାଉକି, ଓଡ଼ିଶାର ପୁରାତନ ରାଜଧାନୀ କଟକ ରେ ଓଡ଼ିଶାର ରାଜା ତଥା ଗଜପତି ବାରବାଟୀ ଠାରେ ଅବସ୍ଥାନ କରୁଥିବା ବେଳେ ବର୍ତ୍ତମାନ ର ଶିଳ୍ପ […]
କିଶନନଗର: କଟକସଦରର ନବନିର୍ବାଚିତ ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀଙ୍କ କାର୍ ଉପରେ ଗତ ରାତିରେ ଆକ୍ରମଣ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଯୁବକକୁ ପୁଲିସ ଧରି ଥାନାରେ ଅଟକ ରଖିଛି। ଏହା ଜଣାପଡ଼ିବା ପରେ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ସୂଚନା ମୁତାବକ,ଗତ ରାତି ପ୍ରାୟ ୧୧ଟାରେ କିଶୋରନଗର ରେ ଆୟୋଜିତ କଟକସଦର ରଜ ମହୋତ୍ସବ ଶେଷ ହେବା ପରେ ବିଧାୟକ ଶ୍ରୀ ସେଠୀ, ସୋମପୁର ପାଲା […]
ସଂଜୟ ଶତପଥୀ(କଟକ): ଆଜି କଟକ ର ସର୍ବପୁରାତନ ରଙ୍ଗମଞ୍ଚ “ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ” ଠାରେ ସାଂସ୍କୃତିକ ଅନୁଷ୍ଠାନ ନିଖିଳ ଉତ୍କଳ କଳା ନିକେତନ ପକ୍ଷରୁ ଆୟୋଜନ କରାଯାଇଛି ତ୍ରୀଦିବସୀୟ ରଙ୍ଗ ମହୋତ୍ସବ। ଏହି କାର୍ଯ୍ୟକ୍ରମରେ ଓଡିଶାର ବହୁ ସୁନାମଧନ୍ୟ ଅନୁଷ୍ଠାନ ଭାଗ ନେଇଥୂବା ବେଳେ ଓଡ଼ିଶୀ ନୃତ୍ୟ, ଡ୍ରାମା ସହିତ ଓଡ଼ିଶା ର କଳାସଂସ୍କୃତି ର ପ୍ରତିଯୋଗିତା ର ଆୟୋଜନ କରାଯାଇଛି। ଆଜି କାର୍ଯ୍ୟକ୍ରମ ର ପ୍ରଥମ ଦିବସର ସନ୍ଧ୍ୟାରେ ଓଡ଼ିଶାର […]
ସଂଜୟ ଶତପଥୀ(କଟକ): ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅତିଷ୍ଠ ହୋଇ ପଡିଥୂବା ତଥା ରାସ୍ତା ରେ ଯାଉଥିବା ପଥିକମାନେ ଟୋପାଏ ପାଣି ଲାଗି ଡହଳବିକଳ ହେଉଥିବାବେଳେ, କଟକ ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ନିୟୁ ଡ୍ରିମ୍ ଓ୍ବେଲଫେୟାର ଆସୋସିଏସନ୍ ପକ୍ଷରୁ ଏକ ଥଣ୍ଡା, ସୁସ୍ୱାଦୁ ପାନୀୟ ଜଳ ଦାନ କେନ୍ଦ୍ରର ଶୁଭାରମ୍ଭ କଟକର ବିଶିଷ୍ଟ ରାଜନେତା ତଥା ପୂର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ବାଳ ଙ୍କ କରକମଳରେ ଉଦଘାଟିତ ହୋଇଯାଇଛି। […]


