ବାସ୍ତବ ବ୍ୟୁରୋ: ଆସନ୍ତା ୬ ତାରିଖରେ ଓଡ଼ିଶା ଉପକୂଳ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହେବ। ଏସଂପର୍କରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସସୂଚନା ଦେଇ କହିଛନ୍ତି, ଏହି ଘୂର୍ଣ୍ଣିବଳୟଟି ୭ରେ ଲଘୁଚାପ ଓ ୮ରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। […]

ଭୁବନେଶ୍ୱର(ବାସ୍ତବ ବ୍ୟୁରୋ): ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା ସି-ତ୍ରଙ୍ଗକୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆଜି (ଗୁରୁବାର) ଜାରି କରିଛି ଏକ ବୁଲେଟିନ୍‌। ଆଇଏମ୍‌ଡି ଜାରି କରିଥିବା ବୁଲେଟିନ୍‌ ସୂଚନା ଆଧାରରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଅକ୍ଟୋବର ୨୩ ଓ ୨୪ରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଉପକୂଳ ଓଡ଼ିଶାରେ ପବନ ବହିବାର ସମ୍ଭାବନା ରହିଛି। ୨୩ ଅକ୍ଟୋବରରେ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା […]

ବାସ୍ତବବ୍ୟୁରୋ:(ଭୁବନେଶ୍ୱର) ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା କ୍ଷୟକ୍ଷତି ନେଇ ସମୀକ୍ଷା କରିଛନ୍ତି ।ଆଗାମୀ ୭ ଦିନ ପାଇଁ,ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ୧୨୮ଟି ଗାଁର ଲୋକମାନଙ୍କୁ ରିଲିଫ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଅନୁମାନ ଅନୁଯାଇ କ୍ଷୟ କ୍ଷତି ହୋଇନଥିଲେ ମଧ୍ୟ ଲୋକେ ବହୁତ ପ୍ରଭାବିତ ହୋଇଛନ୍ତି। ଏବେ ରାଜ୍ୟ ସରକାର ଓ ପ୍ରଶାସନ ତରଫରୁ ଉଦ୍ଧାର ଓ ରିଲିଫ ପାଇଁ ଉଦ୍ୟମ ଜାରି ରହିଛି। ୨୪ […]

Pin It on Pinterest