ପ୍ରମୋଦ ନାୟକ(ଭୁବନେଶ୍ୱର): ଉତ୍ତର ଭୁବନେଶ୍ୱର ଅଞ୍ଚଳରେ ଆତଙ୍କ ଖେଳାଇଛି ଡେଙ୍ଗୁ । ଡେଙ୍ଗୁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ ବ୍ୟକ୍ତି ଜଣକ ଡମଣା ଗ୍ରାମର ହୃଦାନନ୍ଦ ବାରିକ୍(୬୫) । ହୃଦାନନ୍ଦଙ୍କ ପୁଅଙ୍କ କହିବା ଅନୁଯାଇ ତାଙ୍କ ବାପା ଗତ ଶନିବାର ଠାରୁ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ ।ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି । […]