ପ୍ରମୋଦ ନାଏକ(ଭୁବନେଶ୍ୱର) ୨୧/୦୫: ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର (ଡକ୍ଟର) ସବିତା ଆଚାର୍ଯ୍ୟଙ୍କ ମତରେ, ପୂର୍ବରୁ ଦନ୍ତ ଚିକିତ୍ସା କରିବାରେ କେବଳ ପୁରୁଷମାନଙ୍କର ପ୍ରାଧାନ୍ୟ ଥିଲା । ତେବେ ସମୟ ବଦଳିବା ସହ ବିଭିନ୍ନ ପାଶ୍ଚାତ୍ୟ ଦେଶରେ ମଧ୍ୟ ମହିଳା ଦନ୍ତ ଚିକିତ୍ସକ ମଧ୍ୟ ଏ ଦିଗରେ ବେଶ ଆଗକୁ ଆସିଛନ୍ତି । ଭାରତରେ ଦନ୍ତ ଚିକିତ୍ସା ଶିକ୍ଷା ଗ୍ରହଣରେ ଝିଅମାନଙ୍କ ସଂଖ୍ୟା ଅଧିକା ରହୁଥିଲେ ମଧ୍ୟ ଦନ୍ତ ଚିକିତ୍ସକ […]

Pin It on Pinterest