ଧାମନଗର: ଧାମନଗର ଉପନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନ ଥିଲା। ଶେଷ ଦିନରେ ବିଜେଡି ଓ ବିଜେପି ନିଜ ନିଜର ମାଷ୍ଟର କାର୍ଡ ଖେଳିଥିଲେ ।ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇ ଥିବାବେଳେ, ବାଟ ଘେରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ମୁଖ୍ୟମନ୍ତ୍ରୀ ନିଜ ପ୍ରଚାର ସମୟରେ ୧୮ ମାସରେ ୫ ବର୍ଷର କାମ ହୋଇପାରିବ ଓ ଧାମନଗର ଦାୟିତ୍ବ ନିଜେ ନେବେ ବୋଲି କହିଥିଲେ | […]
Dharmendra Pradhan
ନୂଆଦିଲ୍ଲୀ: ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଷ୍ଟ୍ରୀୟ ବିଜେପି ପ୍ରବକ୍ତା ସମ୍ବିତ୍ ପାତ୍ର ନୂଆଦିଲ୍ଲୀ ଠାରେ ଭାରତୀୟ ନିର୍ବାଚନ ଆୟୋଗଙ୍କୁ ଭେଟି,ଧାମନଗର ଉପନିର୍ବାଚନରେ ଶାସକ ଦଳ ତରଫରୁ ଅସାଧୁ ଉପାୟରେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନନେବା ପରିପେକ୍ଷୀରେ ଏକ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି । ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କି, ଧାମନଗରରେ […]
ଭୁବନେଶ୍ୱର୦୫/୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ଆଜି ଅନୁଗୁଳ ଗସ୍ତ କାର୍ଯ୍ୟକ୍ରମ। ତାଳଚେର ମୁନିସିପାଲଟିର ୧୮ ନମ୍ବର ୱାର୍ଡରେ ଏକ କଲ୍ୟାଣ ମଣ୍ଡପର ଭୂମିପୂଜନ ଉତ୍ସବରେ ସାମିଲ ହେବେ । ଏହି କାର୍ଯ୍ୟକ୍ରମରେ ଅପରାହ୍ନ ୪ଟା ରେ ଯୋଗଦେବେ। ଏହା ପରେ ଶ୍ରୀ ପ୍ରଧାନ ସନ୍ଧ୍ୟା ୭ଟାରେ ତାଳଚେର ସାଉଥବଲଣ୍ଡାରେ ରାବଣ ପୋଡି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ସ୍ଥର ହୋଇଛି। ଏଥିପାଇଁ ତାଳଚେର ବିଜେପି ପକ୍ଷରୁ ରାବଣ ପୋଡି ପାଇଁ […]
ପ୍ରମୋଦ ନାୟକ(ଭୁବନେଶ୍ବର):ଜନତା ମଇଦାନରେ ବିଜେପିର ସଂଯୁକ୍ତ ମୋର୍ଚ୍ଚା ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏତେଦିନେ ମୁହଁ ଖୋଲିଲେ, ବିଜେପିର ସଂଯୁକ୍ତ ମୋର୍ଚ୍ଚା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି,ବିଜେପିର ରାଜନୈତିକ ଦିଗ କଣ ହେବ ବୋଲି ସନ୍ଦେହରେ ଥିଲେ ଓଡ଼ିଶାବାସୀ ,ସମସ୍ତଙ୍କ ମନରେ ପ୍ରଶ୍ନ କେବେ ବାଜିବ ଦୁନ୍ଦୁଭି ? ଗତକାଲି ରାଷ୍ଟ୍ରୀୟ ଅଧ୍ୟକ୍ଷ ଏନେଇ ମାର୍ଗଦର୍ଶନ କରିଥିଲେ। ନିର୍ବାଚନ ସମୟରେ କୁଆଡ଼େ ଗଲା ରାଜ୍ୟ […]
ବାସ୍ତବବ୍ୟୁରୋ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭାରତ ଅଷ୍ଟ୍ରେଲିଆ ଦ୍ୱିପାକ୍ଷିକ ବୈଠକରେ ଯୋଗ ଦେଇଛନ୍ତି ଏବଂ ଓ୍ୱେଷ୍ଟର୍ଣ୍ଣ ସିଡନୀ ବିଶ୍ୱବିଦ୍ୟାଳୟ(ଡବ୍ଲୁଏସୟୁ)ରେ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀ ଜେସନ କ୍ଲେୟରଙ୍କ ସହ ଅଷ୍ଟ୍ରେଲିଆ ଭାରତ ଶିକ୍ଷା ପରିଷଦ(ଏଆଇଇସି)ର ଷଷ୍ଠ ବୈଠକର ସହ-ଅଧ୍ୟକ୍ଷତା କରିଛନ୍ତି । ଏହି ଦ୍ୱିପାକ୍ଷିକ ବୈଠକ ବେଳେ ଦୁଇ ମନ୍ତ୍ରୀ ଶିକ୍ଷା, ଦକ୍ଷତା ବିକାଶ, ଗବେଷଣା, ନବସୃଜନ ଏବଂ ଉଦ୍ୟମିତା କ୍ଷେତ୍ରରେ […]
ମନୋଜ ମହାନ୍ତି: ଆଜି ଦିନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ଦେଶ ବିଭାଜନ ବିଭୀଷିକା ସ୍କୃତି ଦିବସ ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ଭୁବନେଶ୍ବର ରେଳ ଷ୍ଟେସନରେ ଆୟୋଜିତ ପ୍ରଦର୍ଶନୀକୁ ଉଦଘାଟନ କରିବେ । ଏହା ସହ ଅପରାହ୍ନ ୪ଟାରେ ମ୍ୟୁଜିୟମ ଛକରେ ଥିବା ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବାସହ,ମ୍ୟୁଜିୟମ ଛକରୁ ଏଜି ଛକସ୍ଥିତ ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଏକ ନୀରବ ପଦଯାତ୍ରା ଅନୁଷ୍ଠିତ ହେବ । ଏହି […]
ରାଉରକେଲା: ଆସନ୍ତା ୧୩ ତାରିଖରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ (ଏନ୍ଆଇଟି)ର ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପାଇଁ ରାଉରକେଲା ଗସ୍ତରେ ଆସୁଛନ୍ତି। ଏଥିସହ ଜିଲ୍ଲା ବିଜେପି ପାର୍ଟି ଅଫିସ୍ରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।ଦୁଇ ଦିନ ତଳେ ଶାହାଂକ ଗୁରୁମନ୍ତ୍ର ପାଇ,ଓଡିଶା ବିଜେବି ନିଦରୁ ଉଠିଥିବା ବେଳେ,ସେପଟେ ଧର୍ମେନ୍ଦ୍ର ପ୍ରଧାନଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ହୋଇଛି ସୁନ୍ଦରଗଡ଼ ବିଜେପି ଶିବିର। ପୁରା […]
ମନୋଜମହାନ୍ତି(ଭୁବନେଶ୍ବର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଇତିହାସର ଅତଳ ଗର୍ଭରୁ ଓଡ଼ିଶାର ବୀରତ୍ୱ ଗାଥା ପାଇକ ବିଦ୍ରୋହକୁ ଦେଶ ସାମ୍ନାରେ ଉପସ୍ଥାପିତ କରିବା ପାଇଁ ନିଷ୍ଠାପର ଉଦ୍ୟମ କରୁଛନ୍ତି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ବରୁଣେଇଠାରେ ଓଡ଼ିଶାର ବୀରତ୍ୱ, ସ୍ୱାଭିମାନ ଓ ସଂଗ୍ରାମର ପ୍ରତୀକ ପାଇକ ବିଦ୍ରୋହର ସ୍ମାରକୀ […]
ବ୍ରହ୍ମପୁର(ବାସ୍ତବବ୍ୟୁରୋ): ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ପ୍ରଥମେ ତାରାତାରିଣୀ ପୀଠରେ ମାଆଙ୍କୁ ଦର୍ଶନ ଏବଂ ପୂଜାର୍ଚ୍ଚନା କରିବା ପରେ, ବ୍ରହ୍ମପୁରଠାରେ ଆଇଜର୍ ସ୍ଥାୟୀ କ୍ୟାମ୍ପସ୍ ରେ ଛାତ୍ରାବାସ ଉଦଘାଟନ କରିଥିଲେ । ଦଳୀୟ କର୍ମକର୍ତ୍ତାଙ୍କ ସମାବେଶରେ ଯୋଗ ଦେଇ ମୋଦି ସରକାରଙ୍କ ବିକାଶ ମୂଳକ ବାର୍ତ୍ତାକୁ ଓଡିଶାରେ ପହଞ୍ଚାଇବାକୁ ଆହ୍ବାନ ଦେଇଥିଲେ । କେନ୍ଦ୍ର ଶିକ୍ଷା, […]
ଭୁବନେଶ୍ୱର ୧୧।୦୪ :କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଢ଼େଙ୍କାନାଳରେ ପୌରାଧ୍ୟକ୍ଷଙ୍କ ଘରକୁ ବୋମାମାଡ଼ ଘଟଣାରେ ଚିନ୍ତାପ୍ରକଟ କରିଛନ୍ତି । ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଡିଜିଙ୍କ ସହ କଥା ହୋଇଛନ୍ତି ଶ୍ରୀ ପ୍ରଧାନ ।ମୁଖ୍ୟମନ୍ତ୍ରୀ ଗୃହ ବିଭାଗ ଦାୟିତ୍ୱରେ ଥିବାରୁ,ଏହି ଘଟଣାରେ ହସ୍ତକ୍ଷେପ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଢ଼େଙ୍କାନାଳ ହେଉଛି ଶାନ୍ତିପ୍ରିୟ […]


