ମନୋଜ ମହାନ୍ତି:ଆଜି(ମଙ୍ଗଳବାର) ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଏନ୍ଡିଏ ପକ୍ଷରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଦ୍ରୌପଦୀ ମୁର୍ମୁଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଘୋଷଣା କରିଛନ୍ତି। ଆଜି ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୈଠକ ବସିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, […]