ନମିତା କୁଅଁର(ଭୁବନେଶ୍ବର): ‘ଓଡ଼ିଶା ଡ୍ରାଇଭର ମହାସଂଘ’ର ଏକ ପ୍ରତିନିଧି ମଣ୍ଡଳୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ୧୦ ଦଫା ସମ୍ବଳିତ ନିଜର ଦାବି ସଂପର୍କରେ ଜଣାଇଛନ୍ତି। ମହାସଂଘ ପକ୍ଷରୁ ପ୍ରାୟ ୩ ସପ୍ତାହ ଧରି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ପରେ ନବୀନ ନିବାସରେ ପହଞ୍ଚି ଦାବି ପତ୍ର ଦିଆଯାଇଛି। ପୂର୍ବରୁ ରାଜଧାନୀକୁ ଧସେଇ ପଶୁଥିବା ଡ୍ରାଇଭରମାନେ ଗତ ତିନିଦିନ ପୁର୍ବେ ରାଜଧାନୀରେ ଦଣ୍ଡବତ ଯାତ୍ରା କରି ଭୁବନେଶ୍ଵରରେ ପହଞ୍ଚି,ମୁଖ୍ୟମନ୍ତ୍ରୀଙ୍କୁ […]
Driver
ଦେବକାନ୍ତ ମହାନ୍ତି(ଚାନ୍ଦବାଲି): ଡ୍ରାଇଭରଙ୍କ ଉନ୍ମତ କାଣ୍ଡ,୩୦ ଫୁଟୁ ତଳକୁ ଖସିଲା ଆମ୍ବୁଲାନ୍ସ। ଆମ୍ବୁଲାନ୍ସ ଡ୍ରାଇଭର ମଦ ନିଶାରେ ୩୦ ଫୁଟୁ ତଳକୁ ଖସାଇଲେ ଆମ୍ବୁଲାନ୍ସ ଖବର ଅନୁଯାଇ, ଭଦ୍ରକ ଜିଲ୍ଲା ତିହିଡ଼ିରୁ ଚାନ୍ଦବାଲି ବାଂଶଡ଼ା ଅଭିମୁଖେ ଏକ ଶବ ନେବା ପାଇଁ ଆମ୍ବୁଲାନ୍ସ ଟି ଆସୁଥିବା ବେଳେ ନାଲୁଗୁଣ୍ଡା ଛକ ନିକଟରେ ଭାରସାମ୍ୟ ହରାଇ ୩୦ ଫୁଟୁ ତଳକୁ ଖସି ପଡ଼ିଥିଲା। ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଗାଡ଼ିରୁ ଡ୍ରାଇଭରଙ୍କୁ […]