ନୂଆଦିଲ୍ଲୀ,୨୨।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ କରାଯାଇଛି ବଡ଼ ପରିବର୍ତ୍ତନ । ଆଉ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାକୁ ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରିବା ଏବଂ ସାର୍ଟିଫିକେଟ୍‌ ଜାରି କରିବା ଲାଗି ପଞ୍ଜିକୃତ ହେବେ। ଫଳରେ ଯେଉଁମାନଙ୍କୁ ସେମାନେ ଟ୍ରେନିଂ ଦେଇଥିବେ ସେମାନଙ୍କୁ ଲାଇସେନ୍ସ ମିଳିପାରିବ। ଏହି ନୂଆ ନିୟମ ଆଗାମୀ ଜୁନ୍‌ ପହିଲାରୁ ଲାଗୁ ହେବ। ତେବେ […]

ବାସ୍ତବବ୍ୟୁରୋ:(ଭୁବନେଶ୍ୱର) ଆଜି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ପକ୍ଷରୁ ଏକ ସରକାରୀ ନିର୍ଦ୍ଦେଶ ଜାରି କରାଯାଇଛି। ଯେଉଁ ଲର୍ଣ୍ଣର୍ ଲାଇସେନ୍ସଧାରୀଙ୍କ ଡିଏଲ୍ ଡିସେମ୍ବର ୩୧ ତାରିଖ ସୁଦ୍ଧା ଶେଷ ହେବ, ସେମାନଙ୍କ ଲାଗି ୨୦୨୧ ମାର୍ଚ୍ଚ ୩୧ ଯାଏଁ ଏହାର ବୈଧତାକୁ ବଢ଼ାଇ ଦିଆଯାଇଛି।ଏହି ସମୟ ଭିତରେ ସେମାନେ ଡିଏଲ୍ ପାଇଁ ଆବେଦନ କରିପାରିବେ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ଭାରତ ସରକାର ଫିଟନେସ୍, ଅନୁମତି (ସମସ୍ତ ପ୍ରକାର), […]

Pin It on Pinterest