ବାସ୍ତବ ବ୍ୟୁରୋ : ଚୀନର ଏକ ରସାୟନିକ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୬ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ୨ଜଣ ଏବେବି ନିଖୋଜଥିବା ଜଣାପଡ଼ିଛି । ଅଗ୍ନିଶମ ବାହିନୀ ୪ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛି । ଚୀନ୍ ମିଡିଆ ରିପୋର୍ଟ ଅନୁଯାୟୀ, ଚୀନର ହେନାନର ଓ୍ବେନଫାଙ୍ଗ ଜିଲ୍ଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ସୋମବାର ଏକ ରସାୟନିକ ଉଦ୍ୟୋଗ କମ୍ପାନୀରେ […]