ଦୀପକ ବେଉରା(କଟକ) : ଗୋବରୀ ନଦୀରେ କେନ୍ଦ୍ରାପଡା ସହରରୁ ବାହାରୁଥିବା ବର୍ଜ୍ୟବସ୍ତୁ ପକାଯିବା ଅଭିଯୋଗ ସଂପର୍କିତ ମାମଲାରେ ଜାତୀୟ ଗ୍ରିନ୍ ଟ୍ରିବୁନାଲ (ଏନ୍ଜିଟି)ରେ ଜବାବ ରଖିବା ପାଇଁ ପୁଣି ସମୟ ମାଗିଲେ ରାଜ୍ୟ ସରକାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏଥି ପାଇଁ ଏନ୍ଜିଟି ଅନୁମତି ଦେବା ସହିତ ଦୁଇ ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କୁ […]