ବାସ୍ତବ ବ୍ୟୁରୋ : ପରଲୋକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମା’ ହୀରାବେନ୍ । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ୟୁଏନ୍ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ଗତ ଜୁଲାଇ ମାସରେ ହିଁ ସେ ନିଜର ୧୦୦ ତମ ଜନ୍ମ ଦିନ ପାଳନ କରିଥିଲେ। ମା’ଙ୍କ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେହିପରି […]


