ନନ୍ଦିନୀ ପ୍ରଧାନ(ସମ୍ବଲପୁର) ୧୪।୦୮: ଅନବରତ ଲାଗିରହିଛି ବର୍ଷା । ତଳିଆ ଅଞ୍ଚଳ ବାସୀଙ୍କୁ ବନ୍ୟା ଆଶଙ୍କା ଡରାଇଲାଣି ।ଉପରମୁଣ୍ଡ ହେଉ ବା ତଳ ମୁଣ୍ଡ ବର୍ଷା ଛାଡୁନି ।ମହାନଦୀ ଛାତି ଫୁଲାଇ ଚାଲିଛି । ଏଥି ପାଇଁ ମହାନଦୀ ତଳ ମୁଣ୍ଡର ୭ ଜିଲ୍ଲାରେ ଦେଖାଦେଇଛି ବନ୍ୟା ଆଶଙ୍କା ।ସେହି ଜିଲ୍ଲା ଗୁଡିକ ହେଲା କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ । ବନ୍ୟା ପରିସ୍ଥିତିକୁ ନାଜରେ […]