ବାସ୍ତବ ବ୍ୟୁରୋ:ଭାରତରେ ବିବାହରେ ବରକୁ ଯୌତୁକ ଦେବା ଏହା ଏକ ସାଧାରଣ କଥା, କିନ୍ତୁ ଚାଇନାରେ ଏହାର ବିପରୀତ ଘଟଣା ଘଟୁଛି। ଏଠାରେ ବରକୁ ବିବାହ ପାଇଁ ଯୌତୁକ ଦେବାକୁ ପଡେ । ଚାଇନାରେ ସାଧାରଣ ଭାଷାରେ ବାହାଘର ପାଇଁ ବର ଦେଉଥିବା ଯୌତୁକକୁ କେଲ୍ଲୀ କୁହାଯାଏ । ଏଥିପାଇଁ ସରକାର ମହିଳାମାନଙ୍କୁ ଯୌତୁକ ନ ନେବା ପାଇଁ ଶପଥ କରାଉଛନ୍ତି। କେତେକ ପ୍ରଦେଶରେ ବରକୁ ୧୬ ଲକ୍ଷ ୪୭ […]
International News in odia
ବାସ୍ତବ ବ୍ୟୁରୋ: କ୍ରିକେଟ୍ ର ରୋମାଞ୍ଚ ଏବଂ କ୍ରିକେଟ୍ ପ୍ରେମୀଙ୍କ ଉତ୍ସାହ ଖୁବ ଶୀଘ୍ର ପାର୍ବତ୍ୟ ଉପତ୍ୟକାର ସମତଳ ଉପରୁ ଉପରକୁ ଉଠିଥିବାର ଦେଖାଯିବ, କାରଣ ତୁଷାରପାତ ସମତଳ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ କ୍ରିକେଟ୍ ଷ୍ଟାଡିୟମ୍ ନିର୍ମାଣ ପାଇଁ ପ୍ରସ୍ତୁତି ଚାଲିଛି । ବିଶ୍ୱର ସର୍ବୋଚ୍ଚ କ୍ରିକେଟ୍ ଷ୍ଟାଡିୟମ୍ ହିମାଚଳ ପ୍ରଦେଶର ଲାହଲ୍ ସ୍ପିତିର ସିସୁ ଠାରେ ସମୁଦ୍ର ପତ୍ତନଠାରୁ ୧୦୧୩୫ ଫୁଟ ଉଚ୍ଚରେ ନିର୍ମାଣ ହେବ । ଏହି […]
ବାସ୍ତବ ବ୍ୟୁରୋ: ବାୟୁ ପ୍ରଦୂଷଣ ଉପରେ ନଜର ରଖୁଥିବା ଆଇକ୍ୟୁ ଏୟାର ଆଜି (ମଙ୍ଗଳବାର) ବିଶ୍ୱ ବାୟୁ ଗୁଣବତ୍ତା ରିପୋର୍ଟ ପ୍ରକାଶ କରିଛି। ବିଶ୍ୱରେ ଦିନ କୁ ଦିନ ବଢୁଥିବା ପ୍ରଦୂଷଣ ପାଇଁ ବିଷାକ୍ତ ପାଲଟିଗଲାଣି ବାୟୁ। ଏହାରି ଭିତରେ ୨୦୨୨ ପାଇଁ ବିଶ୍ୱର ସବୁଠୁ ପ୍ରଦୂଷିତ ସହରର ତାଲିକା ପ୍ରକାଶ ପାଇଛି। ଏହି ତାଲିକାର ସବୁଠାରୁ ଉପରେ ଥିବା ୫୦ଟି ସହର ମଧ୍ୟରେ ଭାରତର ୩୯ଟି ସହର ରହିଛି। […]
ବାସ୍ତବ ବ୍ୟୁରୋ:ମହାକାଶ କାର୍ଯ୍ୟକ୍ରମ ନାମରେ ଚୀନ୍ ନିଜର ସାମରିକ ଶକ୍ତି ବୃଦ୍ଧି କରୁଛି। ଇଣ୍ଡୋ ପାସିଫିକ୍ ସେଣ୍ଟର ଫର ଷ୍ଟ୍ରାଟେଜିକ୍ କମ୍ୟୁନିକେସନର ରିପୋର୍ଟରେ ନାସାର ଜଣେ ଅଧିକାରୀଙ୍କ ଉଦ୍ଧେଶ୍ୟରେ ଏହି ସୂଚନା ଦିଆଯାଇଛି। ଏହି ରିପୋର୍ଟରେ କୁହାଯାଇଛି ଯେ ଚୀନ୍ ଏହାର ମହାକାଶ କାର୍ଯ୍ୟକ୍ରମକୁ ଅର୍ଥନ, ତିକ, ସାମରିକ ଏବଂ ଟେକ୍ନୋଲୋଜି ଶକ୍ତି ବୃଦ୍ଧି କରିବାକୁ ବ୍ୟବହାର କରୁଛି। ଏହା କରି ଚାଇନା ଆମେରିକା ଭଳି ବଡ ଶକ୍ତିକୁ ଚ୍ୟାଲେଞ୍ଜ […]
ବାସ୍ତବବ୍ୟୁରୋ: ଯୁକ୍ତରାଷ୍ଟ୍ର ଆମେରିକାର ଆର୍’ବନି ଗେବ୍ରିଏଲ୍ ‘ମିସ୍ ୟୁନିଭର୍ସ ୨୦୨୨’ ମୁକୁଟ ବିଜୟିନୀ ହୋଇଛନ୍ତି। ଆମେରିକାର ନିୟୁ ଅର୍ଲିନ୍ସ୍ସ୍ଥିତ ‘ଆର୍ଣ୍ଣେଷ୍ଟ୍ ଏନ୍. ମୋରିଆଲ୍ କନ୍ଭେନ୍ସନ୍ ହଲ୍’ରେ ଅନୁଷ୍ଠିତ ଏହି ସୁନ୍ଦରୀ ପ୍ରତିଯୋଗିତାର ୭୧ତମ ସଂସ୍କରଣରେ ଭେନିଜୁଏଲାର ଆମାଣ୍ଡା ଡୁଡାମେଲ୍ ପ୍ରଥମ ଓ ଡୋମିନିକା ରିପବ୍ଳିକ୍ର ଆଣ୍ଡେରିନା ମାର୍ଟିନେଜ୍ ଦ୍ବିତୀୟ ରନର୍ ଅପ୍ ହୋଇଛନ୍ତି। ଏହି ପ୍ରତିଯୋଗିତାର ୧୬ଶ ସ୍ଥାନରେ ଥିବା ଭାରତୀୟ ପ୍ରତିଦ୍ବନ୍ଦ୍ବୀ ଦ୍ବିବିତା ରାୟ ବାଦ ପଡ଼ିଛନ୍ତି। ୧୯୯୪ […]
ବାସ୍ତବବ୍ୟୁରୋ : ବିଶ୍ଵର ବିଭିନ୍ନ ସ୍ଥାନରୁ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ଦେଶ ବିଭିନ୍ନ ପ୍ରୟାସ ଜାରି ରଖିଛନ୍ତି | ଅନେକ ଜିନିଷ ଉପରେ ଶୂନ ଟ୍ୟାକ୍ସ କିମ୍ବା ବହୁତ କମ୍ ଟ୍ୟାକ୍ସ ଅଛି ଯାହା ଲୋକଙ୍କୁ ଆକର୍ଷିତ କରିଥାଏ | କିନ୍ତୁ ବର୍ତ୍ତମାନ ଦୁବାଇ ମଦ’ ଉପରେ ରହିଥିବା ୩୦ ପ୍ରତିଶତ ଟିକସ ଉଠାଇ ଦେଇଛି । କେବଳ ଏତିକି ନୁହେଁ, ଯେଉଁମାନେ ମଦ ଲାଇସେନ୍ସ ନେଉଥିଲେ […]
ବାସ୍ତବ ବ୍ୟୁରୋ: କାମ୍ବୋଡିଆର ଏକ କାସିନୋରେ ଅଗ୍ନିକାଣ୍ଡ ଘଟି ଅତି କମରେ ୧୯ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ ଜଣ ଆହତ ହୋଇଥିବା କୁହାଯାଉଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଲୋକମାନେ ଏଥିରୁ ରକ୍ଷା ପାଇବା ପାଇଁ ଛାତରୁ ଡେଇଁବା ଆରମ୍ଭ କରିଥିଲେ। ସ୍ଥାନୀୟ ଗଣମାଧ୍ୟମ ସୂଚନାନୁଯାୟୀ, ରାତି ପ୍ରାୟ ୧୧.୩୦ ସମୟରେ ପୋଇପେଟର ଗ୍ରାଣ୍ଡ ଡାଇମଣ୍ଡ ସିଟି ହୋଟେଲର କାଜିନୋରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଦୁର୍ଘଟଣା ସମୟରେ […]
ବାସ୍ତବବ୍ୟୁରୋ: ଚାଇନାରେ କରୋନା ମହାମାରୀ ଏକ ଭୟଙ୍କର ରୂପ ନେଉଛି। ଏହି ସମୟରେ,ଏକ ଲିକ୍ ରିପୋର୍ଟରେ ଚୀନ୍ ସରକାର ଆକଳନ କରିଛନ୍ତି ଯେ ସମଗ୍ର ଦେଶରେ ପ୍ରତିଦିନ ୩ କୋଟି ୭୦ ଲକ୍ଷ କରୋନା ମାମଲା ଆସୁଛି। ଜାତୀୟ ସ୍ୱାସ୍ଥ୍ୟ ଆୟୋଗର ଆଭ୍ୟନ୍ତରୀଣ ବୈଠକ ଅନୁଯାୟୀ, ଡିସେମ୍ବର ୧ ରୁ ୨୦ ମଧ୍ୟରେ ଅତି କମରେ ୨୪୮ ନିୟୁତ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହା ସତ୍ୱ ଚୀନ୍ ସରକାର […]
ବାସ୍ତବ ବ୍ୟୁରୋ: ସରଗମ କୌଶଲ ମିସେସ୍ ୱାର୍ଲ୍ଡ ୨୦୨୨ ଟାଇଟଲ ହାସଲ କରିଛନ୍ତି। ଏହି ପ୍ରତିଯୋଗିତାରେ ୬୩ ଟି ଦେଶର ମହିଳା ଅଂଶଗ୍ରହଣ କରିଥିଲେ, ଯେଉଁଥିରୁ ସରଗମ କୌଶଲ ଜିତିଛନ୍ତି । ଭାରତ ୨୧ ବର୍ଷ ପରେ ମିସେସ୍ ୱାର୍ଲ୍ଡର ମୁକୁଟ ଫେରି ପାଇଛି । ଏହା ପୂର୍ବରୁ ୨୦୦୧ ମସିହାରେ ଡକ୍ଟର ଆଦିତି ଗୋବିତ୍ରିକର ଏହି ଟାଇଟଲ ଜିତିଥିଲେ। ମିସେସ୍ ଇଣ୍ଡିଆ ପାଜିଏଣ୍ଟ ଅଫିସିଆଲ୍ ଇନଷ୍ଟାଗ୍ରାମ ହ୍ୟାଣ୍ଡଲ୍ ରେ […]
ବାସ୍ତବ ବ୍ୟୁରୋ: ବିଷ୍ପୋରଣରେ ଥରିଲା ଆଫଗାନିସ୍ତାନ । ଆଜି (ବୁଧବାର) ଉତ୍ତର ଆଫଗାନିସ୍ତାନର ଏକ ମଦରସାରେ ବୋମା ବିଷ୍ପୋରଣ ହୋଇଛି । ଯେଉଁଥିରେ ପାଖାପାଖି ୧୫ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ରୁ ଅଧିକ ଆହତ ହୋଇଛନ୍ତି । ମୃତକ ଏବଂ ଆହତଙ୍କ ମଧ୍ୟରେ ଅଧିକାଂଶ ଶିଶୁ ରହିଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ନମାଜ ପାଠ ବେଳେ ଭୟଙ୍କର ବିସ୍ଫୋରଣ। ତାଲିବାନ ଜଣେ ଅଧିକାରୀଙ୍କ କହିବା ମୁତାବକ […]


