ବାସ୍ତବ ବ୍ୟୁରୋ-ଇଟାଲୀର ଜର୍ଜିଆ ମେଲୋନୀ ରଚିଲେ ଇତିହାସ । ସେ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି । ବ୍ରଦର ଅଫ ଇଟାଲୀ ପାର୍ଟିର ନେତ୍ରୀ ଜର୍ଜିଆ ମେଲୋନୀ ପୂର୍ବତନ ପ୍ରଧାନମନ୍ତ୍ରୀ ମାରିୟୋ ଦ୍ରାଗୀଙ୍କୁ ବଡ଼ ବ୍ୟବଧାନରେ ପରାସ୍ତ କରିଛନ୍ତି । ଇଟାଲୀରେ ୧୯୪୫ ପରେ ୨୦୨୨ ପର୍ଯ୍ୟନ୍ତ ୭୭ ବର୍ଷରେ ୭୦ ଥର ସରକାର ବଳଦିଛି । ଜର୍ଜିଆ ମେଲୋନୀଙ୍କ ପ୍ରଧାନମନ୍ତ୍ରୀ ହେବା ସହିତ ଇଟାଲୀର ଫାଶିଷ୍ଟ ତାନାଶାହ […]